Browsing Tag

balangir news

ବଲାଙ୍ଗିର ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷାଙ୍କ ଅବସର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷା ସୁଶ୍ରୀ ସରିତା ପଟ୍ଟନାୟକ ତାଙ୍କର ଚାକିରିରୁ ଅବସର ନେଇଛନ୍ତି । ବିଦାୟକାଳୀନ ସମାରୋହ ବିଦ୍ୟାଳୟ ମଞ୍ଚରେ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ
Read More...

ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (ପେକିଏନ୍‌ଏସ୍‌) : ବଲାଙ୍ଗିର ରାଜେନ୍ଦ୍ର ନାରାୟଣ ସ୍ପୋଟର୍ସ କଂପ୍ଲେକ୍ସରେ ଗତ ରବିବାର ଦିନ ପୂର୍ବାହ୍ନରେ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଆଜି ବଲାଙ୍ଗିର ଟାଉନ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ
Read More...

ବନ୍ଧର ପୁନଃରୁଦ୍ଧାର ନିମନ୍ତେ ପଥପ୍ରାନ୍ତ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଜିଲ୍ଲା ନଗର କଂଗ୍ରେସ କମିଟି ତରଫରୁ ସ୍ଥାନୀୟ ଗେଟ ସରୋବରପଡାଠାରେ ଗେଟସରୋବର ବନ୍ଧର ପୁନଃରୁଦ୍ଧାର ନିମନ୍ତେ ପଥପ୍ରାନ୍ତ ସଭାର ଆୟୋଜନ କରାଯାଇଥିଲା । ସୂଚନାଯୋଗ୍ୟ ଯେ ବଲାଙ୍ଗିର ସହରର ବିଭିନ୍ନ ବନ୍ଧ ଅବହେଳିତ ଅବସ୍ଥାରେ ପଡି ରହିଛି । ଏ
Read More...

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜିଲ୍ଲା ସଦର ମହକୁମାରେ ୱାକାଥନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜନସାଧାରଣଙ୍କ ମଧ୍ୟରେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଡିସେମ୍ବର ୧୭.୨୦୨୩ ରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟ ପକ୍ଷରୁ ଆର୍ଥିକ ସାକ୍ଷରତା ଏବଂ ସଚେତନତା ଉପରେ ଏକ ୱାକାଥନ୍‌
Read More...

ରେଳ ଉପଭୋକ୍ତା ସଂଘର ଦାବି ରଖିଲେ ସରକାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରେଲ ଉପଭୋକ୍ତା ସଂଘ ବିଭିନ୍ନ ସମୟରେ ବିଭିନ୍ନ ଦାବି ବାରମ୍ବାର ଉପସ୍ଥାପନ କରିଆସୁଛି । ସମୟ ଆସିଛି ସରକାର ଧିରେ ଧିରେ ପୂରଣ କରୁଛନ୍ତି । କିଛି ଦିନ ତଳେ ସମ୍ବଲପୁର ବନାରସ ଟ୍ରେନ ବଲାଙ୍ଗିର ଦେଇ ବିଶାଖାପାଟଣାମ୍‌ ଦେଇ ସଂପ୍ରସାରିତ ହେଲା । ଆଜି
Read More...

ବିଶ୍ୱାତ୍ମ ବିଦ୍ୟାମନ୍ଦିର ବଲାଙ୍ଗିରର ୨୫ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶ୍ୱାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୨୫ତମ ବିଦ୍ୟାଳୟସ୍ତରୀୟ ଏବଂ ଆନ୍ତଃ ବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଗତ ୧୫ରୁ ୧୭ ଡିସେମ୍ବର ତିନିଦିନ ଧରି ହର୍ଷୋଲ୍ଲାସ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା
Read More...

ହାଇୱା ଗାଡ଼ି ଧକ୍କାରେ ୧ ଗୁରୁତର : ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୁବର୍ଣ୍ଣପୁର ମୁଖ୍ୟ ରାସ୍ତା ସାତମାଇଲ୍‌ ନିକଟସ୍ଥ ମେରାଇନ୍‌ ହୋଟେଲ ପାଖରେ ଆଜି ପୂର୍ବାହ୍ନରେ ଏକ ହାଇୱା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ୍‌ କଲେଜ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି ।
Read More...

ଗେଟ୍‌ ସରୋବରପଡ଼ାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡ଼ା ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଗେଟ୍‌ ସରୋବର ପଡ଼ା ଆମ୍ବେଦକର କ୍ଲବ ଗୃହଠାରେ ଅନୁଷ୍ଠିତ ହୋଇଥିଲା । ଆଶା, ମହିଳା ସ୍ୱାସ୍ଥ୍ୟ କର୍ମୀ
Read More...

ଚତୁର୍ଥ ବାର୍ଷିକ କୋଚ୍‌ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଉଦ୍‌ଘାଟିତ : ବଲାଙ୍ଗିିର ଏଫ୍‌ସି ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ପୋର୍ଷ୍ଟ ହଷ୍ଟେଲ ବଲାଙ୍ଗିର ଓ ଜଗନ୍ନାଥ ସ୍ପୋଷ୍ଟିଂ ଖଲିଆପାଲି ମିଳିତ ଆନୁକୁଲ୍ୟରେ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମଠାରେ ଆଜି ଚତୁର୍ଥ ବାର୍ଷିକ କୋଚ୍‌ ଶିବ ପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନ ହୋଇଯାଇଛି । ସାଇଟ ସଦାଇପାଲି
Read More...

କୋଶଳ କଳାମଣ୍ଡଳ ପଡିଆରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟାଳୟସ୍ଥିତ କୋଶଳ କଳାମଣ୍ଡଳ ପଡିଆରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଯାପିତ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବାସ ବେହେରା, ଉଦ୍ୟାନ କୃଷି ବିଭାଗର ଉପ ନିର୍ଦ୍ଦେଶକ ଡ଼ଃ
Read More...