Browsing Tag

balangir news

ରୌପ୍ୟ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସଂଧ୍ୟା ୬ଟାରେ ସ୍ଥାନୀୟ ମେହେର ପଡା କଲ୍ୟାଣ ମଣ୍ଡପ (ଚନ୍ଦନଭାଟୀ)ଠାରେ ପ୍ରିୟନାଥ ଦଣ୍ଡସେନାଙ୍କ ସଭାପତିତ୍ୱରେ ୯୯ମାଟ୍ରିକ ବ୍ୟାଚ୍ ପଂଚାୟତ ହାଇସ୍କୁଲ, ଚନ୍ଦନଭାଟୀର ପୁରାତନ ଛାତ୍ରମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ୯୯ମାଟ୍ରିକ
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା : ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ହୋଇ ଭୀମଭୋଇ ମେଡ଼ିକାଲ୍‌ କଲେଜ୍‌ ଓ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଖପ୍ରାଖୋଲ ବ୍ଲକ୍‌ ଅନ୍ତର୍ଗତ କନ୍ଧେନ୍‌ଝଲା ଗାଁର ରଂଜିତ ମାଝୀ(୨୨) ବିବାହ ନିମନ୍ତ୍ରଣ
Read More...

ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ ଅନ୍ତର୍ଗତ ଝରଣିପାଲି ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ତରଫରୁ ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାଶ ଓ ବିଇଓ ଦିଲ୍ଲୀପ ପାଠୀ
Read More...

ଡିଗ୍ରୀ କଲେଜ କୁଶଙ୍ଗରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଗତ ଏକ ତାରିଖରୁ ଚାଲିଥିବା ନୂଆଁ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଅଧ୍ୟକ୍ଷ ବିଜୟ କୁମାର କଲେଟଙ୍କ ସଭାପତିତ୍ୱରେ ଆଜି ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ମୁଖ୍ୟ ଅତିଥି
Read More...

କୁଚ୍‌ ବେହାର ଟ୍ରଫି ଅଣ୍ଡର-୧୯ କ୍ରିକେଟ ଓଡିଶା ବନାମ ଛତିଶଗଡ : ଦ୍ୱିତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା କୁଚ୍‌ ବେହାର ଟ୍ରଫିର ଦ୍ୱିତୀୟ ଦିବସରେ ଛତିଶଗଡ ଦଳ କାଲି ତାର ଅସମାପ୍ତି ପାଳି ୩୪୫/୪ରୁ ଆରମ୍ଭ କରି ସମୁଦାୟ ୫୫୭ ରନ୍‌ ସଂଗ୍ରହ କରି ଅଲ୍‌ ଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ବିକଳ୍ପ ତିୱାରି ୧୩୨ ରନ୍‌, ବିବେକ
Read More...

ଅଭିଯୁକ୍ତକୁ ୩ବର୍ଷ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାନ୍ୟବର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ସେସନ୍‌ କେସ୍‌ ନଂ.୫୪/୩୦ ମସିହା ୨୦୨୦ ମାମଲାର ଶୁଣାଣି କରି ସାକ୍ଷ୍ୟମାନଙ୍କ ପ୍ରମାଣକୁ ଭିତ୍ତି କରି ଅଭିଯୁକ୍ତ ବିଜୟ ବନଛୋରକୁ ଦୋଷୀ ସାବ୍ୟସ୍ତ କରି ଭାରତୀୟ ଦଣ୍ଡ ସଂହିତା ଅପରାଧ ୩୦୭ ଧାରାରେ
Read More...

୨୦ ଡିସେମ୍ବର ମେଡିକାଲ ଓ ସେଲ୍ସ ରିପ୍ରେଜେଣ୍ଟଟେଟିଭ୍‌ମାନଙ୍କର ପ୍ରତିବାଦ : ୨୪ ଘଣ୍ଟିଆ ଧର୍ମଘଟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୨୦ ଡିସେମ୍ବାର ୨୦୨୩ ଦିନ ମେଡିକାଲ ଓ ସେଲ୍ସ ଓ ରିପ୍ରେଜଣ୍ଟିଟେଟିଭ୍‌ମାନଙ୍କର ସର୍ବ ଭାରତୀୟ ସଂଗଠନ ଫେଡେରେସନ ଅଫ୍‌ ମେଡିକାଲ ସେଲ୍ସ ରିପ୍ରେଜଣ୍ଟିଟେଟିଭ୍‌ ଅଫ୍‌ ଇଣ୍ଡିଆ (ଏଫ୍‌ଏମ୍‌ଆର୍‌ଏଆଇ)ର ଡାକରାରେ ସାରା ଦେଶରେ କାର୍ଯ୍ୟରତ ମେଡିକାଲ ଓ
Read More...

ବିଲେଇସର୍ଡା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ “ନୂଆ-ଓ” କାର୍ଯ୍ୟକ୍ରମ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଆଂଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟଠାରେ ସପ୍ତାହ ବ୍ୟାପି ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଚାଲିଥିବା ନୂଆ-ଓ ଯୁବ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ପୁଇଁନ୍ତଲା
Read More...

ପାର୍ବତୀଗିରି ମେଗାଲିଫ୍ଟ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପାର୍ବତୀଗିରି ମେଗାଲିଫ୍ଟ ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଜଳସମ୍ପଦ ବିଭାଗର ଏହି ଯୋଜନା ପାଇଁ ୫୮.୯୧ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ଏହି ପ୍ରକଳ୍ପ ଆସନ୍ତା ତିନି ବର୍ଷରେ
Read More...

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା : ଫାଇନାଲ ଖେଳ ଆଜି

ପ୍ରଦର୍ଶନୀ ଖେଳରେ ବିଲେଇସର୍ଡା ହାଇସ୍କୁଲ ଓ ରୁରାଲ ଷ୍ଟାର ବିଜୟୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାମଜୀ ଯୁବକ ସଂଘ ଆନୁକୁଲ୍ୟରେ ସଦାଇପାଲି ପଲ୍ଲିଶ୍ରୀ ଷ୍ଟାଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍‌ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ତରଫରୁ ପୂର୍ବ ନିର୍ଦ୍ଧାରିତ
Read More...