Browsing Tag

balangir news

ଲୋକଙ୍କ ସାମାଜିକ, ଆର୍ଥିକ ସୁରକ୍ଷା ଆମ ପରବର୍ତ୍ତୀ ଲକ୍ଷ୍ୟ : ସମରେନ୍ଦ୍ର

ଲୋକଙ୍କ ସହ ରହୁନଥିବା ନେତାଙ୍କୁ ବରଖାସ୍ତ କରନ୍ତୁ ଜନତା ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋକଙ୍କ ସାମାଜିକ, ଆର୍ଥିକ ସୁରକ୍ଷା ଆମ ପରବର୍ତ୍ତୀ ଲକ୍ଷ୍ୟ ବୋଲି କହିଛନ୍ତି ସମରେନ୍ଦ୍ର । ଲମ୍ବା ସମୟ ରାଜ୍ୟରେ ଗୋଟିଏ ଦଳ ସରକାରରେ ରହିଥିବାରୁ ରାଜ୍ୟ ଶାସନରେ ଏକଛତ୍ରବାଦ ଓ ମନୋମୁଖୀ…
Read More...

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବଲାଙ୍ଗିର ବ୍ଲକ ବରଗାଁରେ ଅକ୍ଷି ମୁଠି ଅନୁକୂଳ କଲେ ସମରେନ୍ଦ୍ର

କଂଗ୍ରେସ ଦଳ ସରକାରକୁ ଆସିଲେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩ ହଜାର ଟଙ୍କା ସହିତ କୃଷକଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା ବ୍ୟବସ୍ଥା କରାଯିବ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବୈଦିପାଲି ଗ୍ରାମ ପଂଚାୟତ ବରଗାଁ…
Read More...

ବିଜେଡ଼ିରେ ସାମିଲ୍‌ ହେଲେ ୮୬ ନୂତନ ସଦସ୍ୟ

ବଲାଙ୍ଗିର, (କେସିଏନ୍‌ଏସ୍‌) : ବଲାଙ୍ଗିର ସହରର ୨୦ ନମ୍ୱର ୱାର୍ଡରୁ ୫୦ରୁ ଅଧିକ ମହିଳା ବିଜେଡିରେ ସାମିଲ ହୋଇଥିବା ବେଳେ ଅନୁରୂପ ଭାବେ ସାଲେପାଲିରୁ ୩୬ରୁ ଅଧିକ ଯୁବକ ବଲାଙ୍ଗିର ବିଜେଡିରେ ମିଶିଥିବା ସୂଚନା ମିଳିଛି । ବଲାଙ୍ଗିର ଶୈଳଶ୍ରୀ ପେଲେସ୍‌ରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆଶିଷ…
Read More...

ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଦୂର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ବିପିନ ସାହୁ, କମିଟୀ ସଦସ୍ୟା ଚନ୍ଦ୍ରକାନ୍ତୀ ଛତ୍ରପାଳ ପ୍ରମୁଖ…
Read More...

ଯୁବ କୁଲୁତା ସମାଜ ତରଫରୁ ଓଆର୍‌ଏସ୍ ଓ ଥଣ୍ଡା ପାଣି ବଣ୍ଟନ କେନ୍ଦ୍ର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲ ପରିସରରେ ଓଆର୍‌ଏସ୍ ଓ ଥଣ୍ଡା ଜଳ ବଣ୍ଟନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
Read More...

ନାରୀ ନିର୍ଯ୍ୟାତନାକାରୀ ନେତାଙ୍କ ହାତରେ ବଲାଙ୍ଗିର ସୁରକ୍ଷିତ ନୁହେଁ : ସମରେନ୍ଦ୍ର

କଂଗ୍ରେସ ସବୁବର୍ଗଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବ ବଲାଙ୍ଗିର, (କେପିଏନ୍‌ଏସ୍‌) : ନାରୀ ନିର୍ଯ୍ୟାତନାକାରୀ ନେତାଙ୍କ ହାତରେ ବଲାଙ୍ଗିର ସୁରକ୍ଷିତ ନୁହେଁ ବୋଲି କହିଛନ୍ତି ସମରେନ୍ଦ୍ର । ମହିଳା ସୁରକ୍ଷାର ନାରା ଦେଉଥିବା ରାଜ୍ୟ ସରକାର ଓ ଏହାର ନେତାମାନଙ୍କ କଥା ଓ କାମରେ ସବୁ…
Read More...

ଯୁବ କୁଲୁତା ସମାଜ ତରଫରୁ ଓଆର୍‌ଏସ୍‌ ଓ ଥଣ୍ଡା ପାଣି ବଣ୍ଟନ କେନ୍ଦ୍ର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଆଜି ଭୀମଭୋଇ ମେଡିକାଲ୍‌ କଲେଜ ଓ ହସ୍‌ପିଟାଲ୍‌ ପରିସରରେ ଓଆର୍‌ଏସ୍‌ ଓ ଥଣ୍ଡା ପାଣି ବଣ୍ଟନ କେନ୍ଦ୍ରର ଉଦ୍‌ଘାଟନ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ…
Read More...

୧୧ରେ ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ ମୋଦି : ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲା ବିଜେପି ସଭାପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୧୧ ତାରିଖ ଦିନ ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପଥରଚେପା ସ୍ଥିତ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଛନ୍ତି ଜିଲ୍ଲା ବିଜେପି ସଭାପତି ଶିବାଜୀ…
Read More...

ଚନ୍ଦନଭାଟିରେ ବିଜେଡି ପକ୍ଷରୁ ଜନ ସଂପର୍କ ସାଧାରଣ ସଭା : ଗର୍ଜିଲେ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ୍‌ ଅନ୍ତର୍ଗତ ଚନ୍ଦନଭାଟି ହାଇସ୍କୁଲ ପଡ଼ିଆ ଠାରେ ଗତ ସଂଧ୍ୟାରେ ବିଜେଡି ପକ୍ଷରୁ ଏକ ଜନ ସଂପର୍କ ସାଧାରଣ ସଭାର ଆୟୋଜନ ହୋଇଥିବା ବେଳେ ଏଥିରେ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିବା ଜଣାପଡ଼ିଛି । ମଂଚରେ ବଲାଙ୍ଗିର ବିଧାୟକ…
Read More...

ପୃଥ୍ୱୀରାଜ ହାଇସ୍କୁଲରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ୍‌କ୍ରସ୍‌ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷାଧିକାରୀ ତଥା ଜିଲ୍ଲା ଜୁନିୟର ରେଡ୍‌କ୍ରସ୍‌ ଚେୟାରମେନ ଧୃବ ଚରଣ…
Read More...