ଶିବତଲାରେ ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଶିବତଲା ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୬ଦିନ ବ୍ୟାପି ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଶିବତଲା ପଂଚାୟତ ଉଚ୍ଚ!-->…
Read More...
Read More...