Browsing Tag

balangir news

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା : ଜଣେ ଗୁରୁତର

ବାଲାଙ୍ଗିର, (କେପିଏନ୍‌ଏସ୍‌) : ଚୂଡ଼ାପାଲି ବ୍ରିଜ୍‌ ପାଖରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଜଣେ ବାଇକ୍‌ ଚାଳକ ଗୁରୁତର ହୋଇ ପଡ଼ିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ୍‌ ଅନ୍ତର୍ଗତ ସିନ୍ଧିଯୋର୍‌ ଗାଁର ମଧୁସୂଦନ ବାଗ(୨୧) ବାଇକ୍‌ ଯୋଗେ କୌଣସି କାମରେ
Read More...

ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ) : ଆଜି ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ମନ୍ଦାକିନୀ କର ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଯୋଗୀମୁଣ୍ଡା ହାଇସ୍କୁଲ, କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଖପ୍ରାଖୋଲ ଓ ବେହେରାମୁଣ୍ଡା ଋତୁକାଳୀନ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପ୍ରଥମେ
Read More...

ମନ୍ଦିର ଉନ୍ନତିକରଣ ପ୍ରସଙ୍ଗ : ୫ଟି ଅନୁଦାନ ଖର୍ଚ୍ଚ ପାଇଁ ଦାବି କଲା ଦେବାଳୟ ସୁରକ୍ଷା କମିଟି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପାଟଣେଶ୍ୱରୀ ମନ୍ଦିର ଦେବାଳୟ ସୁରକ୍ଷା କମିଟି ମନ୍ଦିର ପରିଦର୍ଶନ କରି ୫ଟି ଅନୁଦାନ ଆସିଥିବା ଖର୍ଚ୍ଚ ହୋଇନଥିବାରୁ ବିଭିନ୍ନ ଦେବାଳୟ ଅସୁରକ୍ଷିତ ଅବସ୍ଥାରେ ଥିବାରୁ ଦେବାଳୟ ସୁରକ୍ଷା କମିଟି ଜିଲ୍ଲା ପ୍ରଶାସନ ଏବଂ ୫ଟି ସଚିବଙ୍କ ସହିତ
Read More...

ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ସ୍ୱାସ୍ଥ୍ୟ ଶିବିର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ଯୁବ ସମ୍ମାନିତ କାର୍ଯ୍ୟକ୍ରମରେ ଏକ ସ୍ୱାସ୍ଥ୍ୟ ଶିବର ଓ ରକ୍ତ ବର୍ଗୀକରଣ କାର୍ଯ୍ୟକ୍ରମ ସାଲେପାଲି ଗ୍ରାମରେ ଓ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ଚୁଡ଼ାପାଲି ଗ୍ରାମ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ
Read More...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ଜଗତ ବନ୍ଧୁ ଶିକ୍ଷା ନିକେତନ କାର୍ଯ୍ୟାଳୟଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲା
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାି କାର୍ଯ୍ୟକ୍ରମ ଆଜି ଲୋଇସିଂହା ଜିଲ୍ଲା ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ,
Read More...

ବଲାଙ୍ଗିର ବିଜେପି ପକ୍ଷରୁ ବିଜୟ ଉତ୍ସବ : ମିଠା ବାଣ୍ଟିଲେ ନିର୍ଦ୍ଧୁମ୍‌ ନାଚିଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବିଜେପି ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜୟ ଉତ୍ସବ ବଡ଼ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପିର ବିଜୟକୁ ନେଇ ବଲାଙ୍ଗିରରେ ବିଜେପି ନେତା ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ
Read More...

ବଲାଙ୍ଗିର ଲିଟିଲ୍‌ ଆଞ୍ଜେଲ୍‌ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲିଟିଲ୍‌ ଆଞ୍ଜେଲ୍‌ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହୋଇଯାଇଛି । ଗତ ୩୦ ଓ ୧ ଦୁଇ ଦିନ ଧରି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆରେ ଆୟୋଜିତ ଏହି ଉତ୍ସବରେ ବରେଣ୍ୟ ଅତିଥି ଭାବେ ବଲାଙ୍ଗିର ଡିସିଓ ରଶ୍ମିରଞ୍ଜନ ମିଶ୍ର, ଅବସରପ୍ରାପ୍ତ
Read More...

ବଲାଙ୍ଗିର ଭୀମଭୋଇ ମେଡିକାଲ ଛାତ୍ରଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ କେଉଁ କାରଣରୁ, କେଉଁ ପରିସ୍ଥିତିରେ ଛାତ୍ରଙ୍କ ମୃତ୍ୟୁ ଘଟିଛି ତାହାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ମୃତ ଛାତ୍ରଙ୍କ ନାମ
Read More...

କୁରୁଲ ଉଚ୍ଚ ବିଦ୍ୟାଳୟରେ ତିନିଦିନିଆ ଶୀତକାଳୀନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିକଳ୍ପ ପରିବାରରେ ପାଳିତ ୫୦ରୁ ଅଧିକ ଶିଶୁମାନଙ୍କୁ ନେଇ କୁରୁଲ ଉଚ୍ଚ ବିଦ୍ୟାଳୟରେ ତିନିଦିନିଆ ଶୀତକାଳୀନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ପିଲାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି କରିବା, ଆବେଗ ନିୟନ୍ତ୍ରଣ, ସେମାନଙ୍କ ମଧ୍ୟରେ ଦେଖାଯାଉଥିବା
Read More...