Browsing Tag

balangir news

ଓଷ୍ଟା ବଲାଙ୍ଗିର ବ୍ଲକ ସ୍ତରୀୟ ଶିଶୁ ମେଳା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଭଗବାନ ବିଦ୍ୟାମନ୍ଦିର ଖୁଜେନପାଲି ଠାରେ ବ୍ଲକ ସ୍ତରୀୟ ଓଷ୍ଟା ତରଫରୁ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛ । ଓଷ୍ଟା ବ୍ଲକ ସଭାପତି ସୁରେଶ ଷଡଙ୍ଗୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଗୋଷ୍ଠି
Read More...

୧୯ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ୧୯ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ପୂର୍ବତନ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା
Read More...

ବଲାଙ୍ଗିରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନାରେ ଯୁବକଙ୍କ ବଡ଼ ଅଭିଯୋଗ । ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ସୁରେଶ ବଡକା ନାମକ ଜଣେ ଯୁବକ ଅଭିଯୋଗ କରିଛନ୍ତି । ଯୁବକଙ୍କ ଅଭିଯୋଗ ମୁତାବକ, ବଲାଙ୍ଗିର ଲୋୟର ସୁକତେଲ ବିସ୍ଥାପିତ ହୋଇ କୁଶମେଲରେ ରହୁଥିବା ବେଳେ ଗତ ବିଳମ୍ବିତ ରାତିରେ
Read More...

ଚାଷୀମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ଜିଲ୍ଲା କୃଷକ ସଂଘ ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଚାଷୀ ଏବଂ ଚାଷୀ ନେତାମାନଙ୍କୁ ନେଇ ବଲାଙ୍ଗିରରେ ଏକ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାରେ କୃଷି ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ଚାଷୀମାନେ ସରକାରଙ୍କ କୃଷି ମାରଣ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଦ୍ୱିତୀୟ ଦିବସ

ଓଡିଶା ବନାମ ହିମାଚଳ ପ୍ରଦେଶସମ୍ବିଦ ବେଜଙ୍କ ଶତକ ହାସଲ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମଙ୍ଗଳବାରର ଅସମାପ୍ତ ପାଳି ୪୪ ରନ୍‌ରୁ ଖେଳ ଆରମ୍ଭ କରି ଓଡିଶା ଦଳ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୭ ଓି୍ୱକେଟ ବିନିମୟରେ ୩୦୮ ରନ୍‌ ସଂଗ୍ରହ କରିଛି । ଫଳରେ ଓଡିଶା ତାର ପ୍ରଥମ ଇନିଂସରେ ୧୨୭
Read More...

ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ : ଲୋଗୋ ଉନ୍ମୋଚନ କଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଟଣା ରାଜ୍ୟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିର ପୀଠର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏନେଇ ଏକ ସ୍ମରଣିକା ପ୍ରକାଶ ପାଇବ, ଧ୍ୱଜା ରୋପଣ ଏବଂ ଫେବୃୟାରୀ ମାସ
Read More...

ବିଦ୍ୟାଳୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସିଆଲବାହାଲିରେ ଗତ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କ୍ରୀଡ଼ା ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ ପୂର୍ବତନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମୁଖ୍ୟ
Read More...

ଜାତୀୟ ପେନସନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଧୁ ମିର୍ଦ୍ଧାଙ୍କ ସଭାପତିତ୍ୱରେ ସର୍ବଭାରତୀୟ କେନ୍ଦ୍ର ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘ ବଲାଙ୍ଗିର ଦ୍ଵାରା ସ୍ଥାନୀୟ ଶବରୀ ନାରାୟଣ ଧର୍ମଶାଳା ବଲାଙ୍ଗିର ଠାରେ ଜାତୀୟ ପେନସନ ଦିବସ ପାଳିତ ହୋଇଯାଇଛି । ଶାଖା ସଂପାଦକ ବୃଷଭ ସା ପେନସନ ଭୋଗୀଙ୍କ ପାଇଁ
Read More...

ମାଗଣା ଚକ୍ଷୁ ପରୀକ୍ଷା ଶିବିର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ତ୍ରିଲୋଚନ ନେତ୍ରାଳୟ ବଲାଙ୍ଗିର ଓ ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ)ର ମିଳିତ ସହଯୋଗରେ ଏକ "ମାଗଣା ଚକ୍ଷୁ ପରୀକ୍ଷା ଶିବିର" ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆଖପାଖ ଗ୍ରାମାଞ୍ଚଳରୁ ୬୫ ଜଣ ରୋଗୀ ଆସି ନିଜ ଆଖି ପରୀକ୍ଷା କରିଥିଲେ । ମୋତିଆ ବିନ୍ଦୁ
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦ୍‌ଘାଟିତ

ଓଡିଶା ବନାମ ହିମାଚଳ ପ୍ରଦେଶ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମ ଠାରେ ଓଡିଶା ବନାମ ହିମାଚଳ ପ୍ରଦେଶ ୪ ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟ (୧୯ ବର୍ଷ ବର୍ଗର) ବଲାଙ୍ଗିର
Read More...