Browsing Tag

balangir news

ସୁଦପଡ଼ା ଠାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ତାରିଖ ୨୪ ଜାନୁୟାରୀ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ରାଜେନ୍ଦ୍ର ଯୁବକ ସଂଘ ତରଫରୁ ଏକ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ସୁଦପଡ଼ା ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ
Read More...

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ : ବନ୍ଧଗୋରାକୁ ୬ ୱିକେଟ୍‌ରେ ପରାସ୍ତ କରି ବିରାମୁଣ୍ଡାର ବିଜୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ବଡ ଉତ୍ସାହ ଓ କ୍ରିକେଟ୍ ପ୍ରେମୀଙ୍କ ଭିଡ଼ ମଧ୍ୟରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ସବୁ ବର୍ଷ ଭଲି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହାଙ୍କ ନାମରେ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା
Read More...

ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ରାଲି କରାଯାଇଥିଲା । ବେଟି ବଚାଓ ବେଟି ବଢାଓ, ପଢ଼େଙ୍ଗେ ହମ୍ ବଢେଙ୍ଗେ
Read More...

ନାରାୟନ୍‌ ପ୍ଲେ ସ୍କୁଲରେ ମହା ଆଡ଼ମ୍ବରରେ ମା’ ବାଗଦେବୀଙ୍କ ପୂଜା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ ମା' ସରସ୍ୱତୀଙ୍କ ଆରାଧନାର ଦିନ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ୱତୀ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ଏହି ଅବସରରେ ବଲାଙ୍ଗିର
Read More...

ଜିଲ୍ଲା ଭକ୍ତ ଗୋଷ୍ଠୀ କେନ୍ଦ୍ର ଶୁଭ ଭୂମିପୂଜା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ୱାଧିନତା ସଂଗ୍ରାମୀ ଉତ୍କଳର ଧର୍ମନେତା ଜଗତ୍‌ଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମ ହଂସ ଦେବଙ୍କ ମିଳନ ମନ୍ଦିର ଓ ବଲାଙ୍ଗିର ଜିଲ୍ଲା ଭକ୍ତ ଗୋଷ୍ଠୀ କେନ୍ଦ୍ରର ଶୁଭ ଭୂମିପୂଜା ଠାକୁରଙ୍କ ଅସୀମ କୃପାରୁ ବଲାଙ୍ଗିର ଟାଉନ ଭକ୍ତ ଗୋଷ୍ଠୀ ଦ୍ୱାରା ହୋଇଯାଇଛି ।
Read More...

ବରିଷ୍ଠ ନାଗରିକ ମଂଚ ଶାନ୍ତିପଡାର ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

ସମାରୋହରେ ସମସ୍ତେ ମାନବ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କଲେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକ ମଂଚ ଶାନ୍ତିପଡାର କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ଦୁର୍ଗା ମଣ୍ଡପ ପରିସର ଦେଇ ଗନ୍ଧରେଲ ସ୍ଥିତ ରାଧାକୃଷ୍ଣ ମନ୍ଦିର ପରିସରରେ ଶପଥ ଗ୍ରହଣ ମହାସମାରୋହରେ ପାଳନ
Read More...

ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ସୁଭାଷ ପରବ ପାଳିତ

ତ୍ରୈମାସିକ ସୁଭାଷ ଚିନ୍ତନ ଉନ୍ମୋଚିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାନ ସ୍ୱାଧିନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥଳିରେ ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ନେତାଜୀ ଜୟନ୍ତୀ
Read More...

ପରଲୋକରେ ସାମ୍ବାଦିକ ରାମକୁମାର ଅଗ୍ରୱାଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ସାମ୍ବାଦିକ ରାମକୁମାର ଆଗ୍ରୱାଲଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥତା ଦେଇ ଗତି କରୁଥିଲେ । ଶୁକ୍ରବାର ଅପରାହ୍ନ ୪. ୩୦ ସମୟରେ ତାଙ୍କର ଦେହାନ୍ତ ଘଟିଥିଲା । ଶେଷ ସମୟରେ ପତ୍ନୀ ସନ୍ତୋଷ, ବହୁ ନୈନା, ନାତି ଓଁମ୍‌ଙ୍କ
Read More...

ନେତାଜୀ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମର ଆପୋଷହୀନ ଧାରାର ବଳିଷ୍ଠତମ ଅଭିବ୍ୟକ୍ତି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜୟନ୍ତୀ ଉପଲକ୍ଷେ ଏଆଇଡ଼ିଏସଓ ବଲାଙ୍ଗିର ଜିଲ୍ଲା କମିଟି ଉଦ୍ୟୋଗରେ ନେତାଜୀ ଜୟନ୍ତୀ ସମାରୋହ ନେତାଜୀଙ୍କ ପ୍ରତିମୂର୍ତ୍ତି ପାଦ ଦେଶରେ ଅନୁଷ୍ଠିତ
Read More...