Browsing Tag

balangir news

ଅଜଣା ଗାଡ଼ି ଧକ୍କାରେ ପ୍ରାଣ ହରାଇଲେ ଶ୍ରମିକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଜଣା ଗାଡ଼ି ଧକ୍କାରେ ପ୍ରାଣ ହରାଇଲେ ଶ୍ରମିକ । ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର କଲେଜ୍‌ଛକ ନିଟକ ଏଲ୍‌ଆଇସି ଅଫିସ୍‌ ପାଖରେ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବକ ଜଣକ ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବଡ଼ବନ୍ଧ ଫାଣ୍ଡି ଅନ୍ତର୍ଗତ ଖଲିଆପାଲିର ଶୁକ୍ରୁ
Read More...

ବାରପୁଡୁଗିଆରେ ଅଘରିଆ ସମାଜ ସହ ନରସିଂହଙ୍କ ଆଲୋଚନା : ପଶ୍ଚିମ ଓଡିଶାର ଅଘରିଆ ସମାଜ ପ୍ରତି ସରକାରଙ୍କ ଅଣଦେଖାକୁ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶାରେ ପ୍ରାୟତଃ ଅଘରିଆ ସମାଜର ସିଂହଭାଗ ଲୋକ ରହନ୍ତି । ଏ ଅଂଚଳରେ ଥିବା ସମସ୍ତ ଜିଲ୍ଲାରେ ଅଘରିଆ ସମାଜ ତାଙ୍କର ଉପସ୍ଥିତି ଜାହିର କରିଛନ୍ତି । ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଦିଗକୁ ଚିନ୍ତା କଲେ ଅଞ୍ଚଳ ପ୍ରତି ଏମାନଙ୍କର ଅବଦାନ ଅନେକ,
Read More...

ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଟ୍ରାଇବ୍ରେକରେ ୩-୧ ଗୋଲ୍‌ରେ ବଲାଙ୍ଗିର କ୍ରୀଡ଼ା ଛାତ୍ରବାସ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ସ୍ଥିତ ଢୁଲୁସର ଖେଳ ପଡିଆ ଠାରେ ପ୍ରଥମ ବର୍ଷ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୁପେ ବଲାଙ୍ଗିର କ୍ରୀଡା ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ ଯୋଗ ଦେଇଥିବା
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ଜଳାଭିଷେକ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକ ମଂଚର ଏକ ଜଳାଭିଷେକ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ଜଳାଭିଷେକ ସହିତ ପ୍ରବଚନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନ ତରଫରୁ ଆର୍ତ୍ତତ୍ରାଣ ମିଶ୍ର ସପତ୍ନୀକ ପୂଜାରେ କର୍ତ୍ତା ରୂପେ କାର୍ଯ୍ୟ ସମ୍ପାଦନ
Read More...

ବଲାଙ୍ଗିର ଗୁଡଭେଲାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ
Read More...

ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଠାରେ ବିଶ୍ଵ ନିମୋନିଆ ଦିବସ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତଙ୍କ ଅଧ୍ୟକ୍ଷତାରେ ବିଶ୍ଵ ନିମୋନିଆ ଦିବସ ଅନୁଷ୍ଠିତ ହୋଇଛି । ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ରିତାଞ୍ଜଳି
Read More...

ସ୍ୱାମୀ ଅନ୍ୟ ମହିଳାଙ୍କ ସହ ଅନୈତିକ ସଂପର୍କ ରଖିଥିବା ଅଭିଯୋଗ ନେଇ ପତ୍ନୀ ଟାଉନ୍‌ ଥାନାର ଦ୍ୱାରସ୍ଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାମୀ ଅନ୍ୟ ମହିଳାଙ୍କ ସହ ଅନୈତିକ ସଂପର୍କ ରଖିଥିବା ଅଭିଯୋଗ ନେଇ ପତ୍ନୀ ଆଜି ବଲାଙ୍ଗିର ଟାଉନ୍‌ ଥାନାର ଦ୍ୱାରସ୍ଥ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଅଭିଯୋଗକାରିଣୀ ମହିଳା ଜଣକ ହେଉଛନ୍ତି ଶାନ୍ତିପଡ଼ାର ରୀତାଞ୍ଜଳି ଉପାଧ୍ୟାୟ । ତାଙ୍କ
Read More...

ସିଭିଲ୍‌ କୋର୍ଟ ପରିସରରେ ଚିତ୍ରାଙ୍କନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନ୍ୟବର ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍‌ ଲଲାଟେନ୍ଦୁ ଜେନାଙ୍କ ଅଧ୍ୟକ୍ଷତାରେ ଶିଶୁ ଦିବସ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ୨୩ଟି
Read More...

ଗରିବ, ବୃଦ୍ଧ ଅବହେଳିତ ଲୋକଙ୍କ ସହିତ ଦୀପାବଳି ପାଳନ କଲା ସହଯୋଗ ଫାଉଣ୍ଡସନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକ ହୃଦୟସ୍ପର୍ଶୀ ପଦକ୍ଷେପରେ ବଲାଙ୍ଗିରର ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ୍ । ସୋନପୁର ରୋଡ଼ ନିକଟରେ ନାରାୟଣ କଲୋନୀର ବସ୍ତିରେ ରହୁଥିବା ପରିବାର ପାଇଁ ଏକ ସ୍ମରଣୀୟ ଉତ୍ସବରେ ପରିଣତ କରିବା ନିମନ୍ତେ ସ୍ମାଇଲ୍‌ ଫର୍‌ ଅଲ୍‌ କାର୍ଯ୍ୟକ୍ରମ ଅନ୍ତର୍ଗତ
Read More...

ଦୀପାବଳିରେ ସଂଘବଦ୍ଧ ଆକ୍ରମଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀପାବଳିରେ ସଂଘବଦ୍ଧ ଆକ୍ରମଣ । ଠେଙ୍ଗାରେ ମାଡ ମାରି ଯୁବକଙ୍କୁ ଲହୁ ଲୁହାଣ କଲେ ଦୃବୁର୍ତ୍ତ । ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର ସହର ବେହେରାପାଲିଠାରେ । ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବରେ ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଆକ୍ରମଣର ଶିକାର
Read More...