Browsing Tag

balangir news

ବଲାଙ୍ଗିରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ଦେହାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ବରିଷ୍ଠ ସାମ୍ବାଦିକ ରାମ କୁମାର ଅଗ୍ରୱାଲଙ୍କ ସ୍ଥାନୀୟ କଂସାରୀପଡ଼ା ସ୍ଥିତ ତାଙ୍କ ବାସଭବନରେ ଅପରାହ୍ନ ୪ଟା ୧୫ ମିନିଟ୍‌ରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ସାରା ବଲାଙ୍ଗିର ସହରରେ ଶୋକର ଛାୟା ଖେଳିଯାଇଛି । ବୟସାଧିକ ହେତୁ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜୟନ୍ତୀ ଅବସରରେ ନେତାଜୀ ସଂଗ୍ରାମୀ ପରିଷଦର ୩୪ତମ ପ୍ରତିଷ୍ଠା ଦିବସ ସୁଭାଷ ପରବ…

ବଲାଙ୍ଗିର, (କେପିଏନ୍‌ଏସ୍‌) : କାଳଜୟୀ ମହାନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜୟନ୍ତୀ ଅବସରରେ ନେତାଜୀ ସଂଗ୍ରାମୀ ପରିଷଦର ୩୪ତମ ପ୍ରତିଷ୍ଠା ଦିବସ ସୁଭାଷ ପରବ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ସହର ସ୍ଥିତ ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ନେତାଜୀ ସଂଗ୍ରାମୀ ପରିଷଦର
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛଅ ଜଣ ଯବାନଙ୍କ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛଅ ଜଣ ଯବାନଙ୍କ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଧୁମାଭଟା ସରପଞ୍ଚ ବନମାଳୀ ନାଏକ, ନୋଡାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର କୁମାର ଭୋଇ, ଧୁମାଭଟା
Read More...

୨୩ତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କୋଶଳ କଳା ମଣ୍ଡପରେ ଆୟୋଜିତ ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା ଖୁବ୍ ସୁନ୍ଦର ଭାବେ ଆୟୋଜିତ ହୋଇଥିଲା । ଗୁରୁବାର ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୁରୁଣା
Read More...

ବଲାଙ୍ଗିର ଲୋକ ଉତ୍ସବ ୨୦୨୬ : ‘ଲୋକନୃତ୍ୟ ନଚନିଆ’ ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକ ଉତ୍ସବ ଅବସରରେ ସଂପାନ କମିଟି ଦ୍ୱାରା ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସାଂସ୍କୃତିକ ବିଭବ ‘ଲୋକ ନୃତ୍ୟ ନଚନିଆ’ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଚକ୍ର ସଂପାନ କମିଟି ଅଧ୍ୟକ୍ଷ ପରାଶର ବାଗଙ୍କ
Read More...

ବଲାଙ୍ଗିର ଲୋକ ଉତ୍ସବ ୨୦୨୬ରେ ଆଇନ ସେବା ପ୍ରାଧିକରଣ ଷ୍ଟଲ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକ ଉତ୍ସବ ଅବସରରେ କୋଶଳ କଳା ମଣ୍ଡପ ପରିସରରେ ଆଇନସେବା ପ୍ରାଧିକରଣ ବଲାଙ୍ଗିର ତରଫରୁ ୨ନଂ. ଷ୍ଟଲ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଷ୍ଟଲର ଉଦ୍‌ଘାଟନ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍‌ ଭାରପ୍ରାପ୍ତ ମଳୟ କୁମାର ଦାଶଙ୍କ କର
Read More...

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ସବୁ ବର୍ଷ ଭଳି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହାଙ୍କ ନାମରେ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ
Read More...

ଜାନୁଆରୀ ୨୮ରେ ୧୨ ଘଣ୍ଟିଆ ଓଡିଶା ବନ୍ଦ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଜାନୁଆରୀ ୨୮ରେ ୧୨ ଘଣ୍ଟିଆ ଓଡିଶା ବନ୍ଦ ପାଳନ ନେଇ ପାଟଣାଗଡ଼ ସ୍ଥାନୀୟ ଭୁଲିଆ ସମାଜ ଧର୍ମଶାଳା ଠାରେ ବିଭିନ୍ନ ସାମାଜିକ ସଂଗଠନ, ବିଭିନ୍ନ କୃଷକ ସଂଗଠନ, ଶ୍ରମିକ ସଂଗଠନ, ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମିଳିତ ଉଦ୍ୟମରେ ପ୍ରସ୍ତୁତି ବୈଠକ
Read More...

୨୩ତମ ବଲାଙ୍ଗିର ଲୋକ ଉତ୍ସବର ତୃତୀୟ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ତୃତୀୟ ଦିନର ସକାଳେ ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୁରୁଣା ମଞ୍ଚରେ ଜିଲ୍ଲାସ୍ତରୀୟ ଲୋକ ବାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏମଆର୍ଜିଂ ଟେକ୍ନୋଲୋଜି ପ୍ରଶିକ୍ଷଣ ଶିବିର

"ଡିଜିଟାଲ ଜ୍ଞାନ ଆମକୁ ସ୍ୱାବଲମ୍ବୀ, ସୃଜନଶୀଳ ଓ ନବୋନ୍ମେଷୀ କରେ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ପ୍ରୟୋଗ କେନ୍ଦ୍ର (ଓସିଏସି) ଏବଂ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହଯୋଗ
Read More...