Browsing Tag

balangir news

ଜେସିଆଇ ବଲାଙ୍ଗିର ସିଟିର ୧୮ତମ ଶପଥ ଗ୍ରହଣ ସମାରୋହ : ୨୫ ନୂତନ ସଦସ୍ୟ ନେଲେ ସଦସ୍ୟତା ଶପଥ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥିତ ବିଦ୍ୟା ହେଭେନ୍ସ ଠାରେ ଜେସିଆଇ ବଲାଙ୍ଗିର ସିଟିର ୧୮ତମ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୨୫ଜଣ ନୂତନ ସଦସ୍ୟ ଏହି ପ୍ରତିଷ୍ଠିତ ସଂଗଠନରେ ଯୋଗଦେବାପାଇଁ ସଦସ୍ୟତା ଶପଥ ଗ୍ରହଣ କରିଥିଲେ । ୨୦୨୫ ବର୍ଷର ସଭାପତି ଜେସି
Read More...

ରାଜଶ୍ରୀ ଧର୍ମଶାଳାକୁ ଐତିହ୍ୟ ଗୃହ ଭାବରେ ଘୋଷଣା କରାଯାଉ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ପାଠାଗାର ଠାରେ ଅଭିଭାବକ ମଂଚ ଏବଂ ଶରତ ଚନ୍ଦ୍ର ପାଣିଗ୍ରାହୀ ଫାଉଣ୍ଡେସନର ମିଳିତ ଉଦ୍ୟମରେ ‘ରାଜଶ୍ରୀ ମହୋତ୍ସବ ୨୦୨୫’ ପାଳନ କରାଯାଇଥିଲା । ପ୍ରବୁଦ୍ଧ ପାଠକ ସଂସଦ ସଭାପତି ଗିରିଜା ଶଙ୍କର ରଥଙ୍କ ସଭାପତିତ୍ୱରେ
Read More...

ପ୍ରାକ୍‌ ବଡଦିନ ଓ ଶିଶୁ ମହୋତ୍ସବ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ମନହିରା ପଂଚାୟତ ଅନ୍ତର୍ଗତ ଅମାମୁଣ୍ଡା ଗ୍ରାମରେ ‘ହୋପ’ ଅନୁଷ୍ଠାନ ପକ୍ଷରୁ ପ୍ରାକ୍‌ ବଡଦିନ ଓ ଶିଶୁ ମହୋତ୍ସବ ମହାସମାରୋହରେ ପାଳନ କରାଯାଇଅଛି । ଏହି ଅନୁଷ୍ଠାନ ଅଂଚଳର ପ୍ରଥମ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ନିରବଚ୍ଛିନ୍ନ ଭାବରେ
Read More...

ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ ୨୦୨୫ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୋଶଳ କଳା ମଣ୍ଡଳ ବଲାଙ୍ଗିର ଠାରେ ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ ୨୦୨୫ ର ଉଦ୍‌ଯାପନ ଉତ୍ସବରେ ମୁଖ୍ୟ ଅତିଥି ରୂପେ ସୋନପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଥିଲେ ବରିଷ୍ଠ ସାମ୍ବାଦିକ ମନରଂଜନ ଯୋଷୀ ଓ
Read More...

ପିପି ଏକାଡେମୀ ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

"ତିନି ଦଶକ ପରେ ମଧ୍ୟ ସେଇ ମଜା, ସେଇ ବନ୍ଧୁତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ତିନି ଦଶକ ପରେ ପିପି ଏକାଡେମୀର ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ଛାତ୍ରମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଜ୍ୟର ବିଭିନ୍ନ ଜିଲ୍ଲା ସହିତ ଦେଶର ଅନ୍ୟାନ୍ୟ ସ୍ଥାନରୁ
Read More...

ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ କମ୍ବଳ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରବଚିକା, ଅଧ୍ୟାପିକା ତଥା ସୁଲେଖିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ଦରିଦ୍ର ଅସହାୟଙ୍କୁ ଶୀତବସ୍ତ୍ର ଏବଂ କମ୍ବଳ ବଣ୍ଟନ କରାଯାଇଛି । ପ୍ରବଳ ଶୀତକାକରରୁ ରକ୍ଷା ପାଇବାକୁ ଏହି ସମିତି କମ୍ବଳ ବଣ୍ଟନ କରିଛି । ଏହି
Read More...

ମାସିକ ରଚନା ସନ୍ଧ୍ୟାରେ “ଏବେ ଆମ ଯୁବପିଢ଼ି ସମ୍ମୁଖରେ ଆହ୍ୱାନ” ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନର ଯୁବପିଢ଼ିଙ୍କ ଆଗରେ ଆହ୍ୱାନ ଅନେକ, ପ୍ରତିଯୋଗିତା ଅନେକ । ସେମାନେ ନିଜକୁ ମୋବାଇଲର କୃତ୍ରିମ ଦୁନିଆ ଭିତରେ ଆବଦ୍ଧ ନରଖି ନିଜ ଭିତରେ ଥିବା ପ୍ରକୃତ ଗୁଣକୁ ଚିହ୍ନନ୍ତୁ ଏବଂ ଅଭିଭାବକମାନେ ସେମାନଙ୍କ ଉପରେ ପାଠର ବୋଝ ନଲଦି ମୁକ୍ତ ବିଚାର ପାଇଁ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସଦସ୍ୟ ମାନଙ୍କର ଅଯୋଧ୍ୟା ଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ତା.୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ବନାରସ, ଅଯୋଧ୍ୟା ଏବଂ ପ୍ରୟାଗରାଜ ତୀର୍ଥ ଯାତ୍ରା ନିମନ୍ତେ ଆଜି ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସଦସ୍ୟଗଣ ତାଙ୍କର ଧର୍ମପତ୍ନୀଙ୍କ ସହ ୨୦ ଜଣଯାତ୍ରୀ ବଲାଙ୍ଗିର ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ କରିଛନ୍ତି । ମଂଚର
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟଠାରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ତଥା
Read More...

୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ଭାଲେରଠାରେ ଭାଲେର ଧନୁଯାତ୍ରା ସାଂସ୍କୃତିକ ପରିଷଦ ପକ୍ଷରୁ ହେବାକୁଥିବା ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ ହୋଇଯାଇଛି । ଗ୍ରାମର ଇଷ୍ଟଦେବୀ ମା' ସମଲେଶ୍ୱରୀଙ୍କ ମନ୍ଦିରଠାରୁ
Read More...