ବିଙ୍ଗ ହ୍ୟୁମାନ୍ ଫାଉଣ୍ଡେସନ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ : ଯୋଗଦେଲେ ସରୋଜ ଓ ବର୍ଷା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ବିଙ୍ଗ ହ୍ୟୁମାନ୍ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡ଼ିଆଠାରେ ବଡ଼ ଧୁମ୍ଧାମ୍ରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି । ଏହି ନୂଆଁଖାଇ ଭେଟ୍ଘାଟ୍ରେ ବିଧାନସଭାର ଉପମୁଖ୍ୟସଚେତକ ସରୋଜ!-->…
Read More...
Read More...