୬୯ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଅମରାବତୀ ଇକୋକ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ୬୯ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର!-->…
Read More...
Read More...