Browsing Tag

balangir news

ଆଦ୍ୟାଶକ୍ତି ନାରୀ ସଂଗଠନରେ ବିଶ୍ୱ ସ୍ତନ୍ୟପାନ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ନାରୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ଲକ୍ଷ୍ମୀନାରାୟଣ ମନ୍ଦିର ଠାରେ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଡା. ସନ୍ଧ୍ୟାରାଣୀ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ମାଆମାନେ…
Read More...

ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବଲାଙ୍ଗିର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବଲାଙ୍ଗିର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନ ଆଜିଠାରୁ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ଆରମ୍ଭ ହୋଇଛି । ଏହି ଅବସରରେ ଆଜି ସର୍କିଟ୍‌ ହାଉସ୍‌ରୁ ଏକ ବିଶାଳ ତ୍ରିରଙ୍ଗା ରାଲି ବାହାରିଥିଲା ।…
Read More...

ଜିଲ୍ଲାସ୍ତରୀୟ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ କର୍ମଶାଳା

"ବିଜ୍ଞାନ ପ୍ରତି ଆଗ୍ରହ ଓ ଜିଜ୍ଞାସା ସୃଷ୍ଟି କରିବା ଶିକ୍ଷକ ମାନଙ୍କର ଏକ ପ୍ରମୁଖ ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି.ଏକାଡେମୀର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଂସ୍ଥା ପକ୍ଷରୁ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର…
Read More...

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ୍‌ ରକ୍ତ ସଂଗ୍ରହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରକ୍ତର କୌଣସି ବିକଳ୍ପ ନାହିଁ । ରକ୍ତଦାନ ମହତ ଦାନ । ରକ୍ତ ଦେଇ ଅନେକ ଲୋକଙ୍କ ଜୀବନ ରକ୍ଷା କରାଯାଇପାରୁଛି । ରକ୍ତଦାନ କଲେ ଶରୀରରେ ହିମୋଗ୍ଲୋବିନ କମିଯାଏ, ରକ୍ତ ଅଭାବ ଦେଖାଦିଏ ବୋଲି ଅନେକଙ୍କ ମଧ୍ୟରେ ଭୁଲ ଧାରଣା ରହିଛି । ବିଶେଷକରି ଅଧିକାଂଶ…
Read More...

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପଞ୍ଚାୟତ ସମ୍ବଳ କେନ୍ଦ୍ର ବଲାଙ୍ଗିର ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ ବଲାଙ୍ଗିର ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି ।…
Read More...

ଜିଲ୍ଲା ସ୍ତରୀୟ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ କର୍ମଶାଳା

"ବିଜ୍ଞାନ ପ୍ରତି ଆଗ୍ରହ ଓ ଜିଜ୍ଞାସା ସୃଷ୍ଟି କରିବା ଶିକ୍ଷକ ମାନଙ୍କର ଏକ ପ୍ରମୁଖ ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି.ଏକାଡେମୀର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଂସ୍ଥା ପକ୍ଷରୁ ୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର…
Read More...

ବାରପୁଡୁଗିଆ ଶିବ ମନ୍ଦିର ପୁନରୁଦ୍ଧାର କାର୍ଯ୍ୟର ଶିଳାନ୍ୟାସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାରପୁଡୁଗିଆ ଶିବ ମନ୍ଦିରର ପୁନରୁଦ୍ଧାର ସହ ଶିକ୍ଷା, କ୍ରୀଡା ଓ ଭିତ୍ତିଭୂମିର ବିକାଶ - ବାରପୁଡୁଗିଆର ସାମୂହିକ ଉନ୍ନତିର ନୂଆ ଅଧ୍ୟାୟ । ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ସ୍ଥିତ ସ୍ଥାନୀୟ ଶିବ ମନ୍ଦିରର ପୁନରୁଦ୍ଧାର କାର୍ଯ୍ୟର…
Read More...

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ଜିଲ୍ଲା କମିଟି ସଭାପତି ତୀର୍ଥ ପଧାନଙ୍କ ନେତୃତ୍ୱରେ ଶ୍ରମିକମାନଙ୍କର ବିଭିନ୍ନ ଦାବି ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।…
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ପଡାର କେତେକ ବ୍ୟକ୍ତିଙ୍କ ପରଲୋକ ହୋଇଥିବାରୁ ତାଙ୍କ ଆତ୍ମା ସଦ୍‌ଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା । ଏହି ବୈଠକରେ ପଡାର…
Read More...

ଦଇବ ସାଜିଛି ଦାଉ : ପୁଅର ଚିକିତ୍ସା ପାଇଁ ସହାୟତା ଲୋଡ଼ିଲେ ବାପା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦଇବ ସାଜିଛି ଦାଉ । ଗୋଟିଏ ପଟେ ୧୨ ବର୍ଷର ପୁଅ କ୍ୟାନସରରେ ପୀଡ଼ିତ ହୋଇ ଜୀବନ ସହ ସଂଘର୍ଷ କରୁଛି, ଆଉ ଅନ୍ୟପଟେ ପୁଅର ଚିକିତ୍ସାରେ ସର୍ବସ୍ୱ ହରାଇ ଅସହାୟ ହୋଇପଡ଼ିଛନ୍ତି ବାପା । ଏବେ ପୁଅର ଜୀବନ ବଞ୍ଚାଇବା ପାଇଁ ଲୋଡ଼ିଛନ୍ତି ସହାୟତା । ବଲାଙ୍ଗିର…
Read More...