Browsing Tag

balangir news

ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼
Read More...

ତରଭା ନାଗରିକ କମିଟି ସଭାପତିଙ୍କ ପତ୍ନୀ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷାବିତ ତଥା ତରଭା ନାଗରିକ କମିଟିର ସଭାପତି ହରିବନ୍ଧୁ ପାଣିଗ୍ରାହୀଙ୍କ ପତ୍ନୀ ଲିଲି ପାଣିଗ୍ରାହୀ(୭୮)ଙ୍କ ଶନିବାର ସଂଧ୍ୟାରେ ପରଲୋକ ଘଟିଛି । ସେ ବଲାଙ୍ଗିର ସାମ୍ବାଦିକ ଗୌରବ ଶିବ ପ୍ରସାଦ ପାଣ୍ଡିଆଙ୍କ ମଧ୍ୟମ ଝିଅ ଅଟନ୍ତି । ଗତ କିଛି କିଛିଦିନ ତଳେ ସେ
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା “ଆଇନା”ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ଆଇନା"ର ସ୍ୱତନ୍ତ୍ର ସଂଖ୍ୟା "ଆମ ସମ୍ବିଧାନ ଆମ ସ୍ୱାଭିମାନ" ଉନ୍ମୋଚିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ
Read More...

ଗାନ୍ଧୀ ଷ୍ଟାଡିୟମରେ କୁଚ୍‌ ବେହାର ଟ୍ରଫି ଉଦ୍‌ଘାଟିତ

ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ୍‌ ବେହାର ଟ୍ରଫିର ଉଦ୍‌ଘାଟନୀ ଉତ୍ସବ ଆୟୋଜିତ ହୋଇଯାଇଛି ।
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ ସଭାପତି ପ୍ରଭାକର ମିଶ୍ରଙ୍କ ସଭାପତିତ୍ୱରେ ସମାପ୍ତ ହୋଇଯାଇଛି । ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀଙ୍କ ସ୍ୱାଗତ ଭାଷଣ ପରେ ସାଧାରଣ ସଂପାଦକ କପିଳେଶ୍ୱର ଖମାରୀ ଗତ ବୈଠକର ବିବରଣୀ ପ୍ରଦାନ
Read More...

ନେତ୍ରଭାନୁ ଉଚ୍ଚ ବିଦ୍ୟାଳୟ ଜରାସିଂହାର ହୀରକ ଜୟନ୍ତି ସମାରୋହର ସ୍ମରଣିକା କମିଟିର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନେତ୍ରଭାନୁ ଉଚ୍ଚବିଦ୍ୟାଳୟ ଜରାସିଂହାର ହୀରକ ଜୟନ୍ତି ଆଗାମୀ ୨୦୨୬ ଜାନୁୟାରୀ ୨୭ ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ନିର୍ଦ୍ଧାରିତ ହୋଇଛି । ଆଜି ହୀରକ ଜୟନ୍ତୀ ପାଳନ କମିଟିର ସଭାପତି ଲକ୍ଷ୍ମଣ କୁମାର ମେହେରଙ୍କ ସଭାପତିତ୍ୱରେ ଜରାସିଂହାସ୍ଥ
Read More...

ଓଶ୍ରୁର ବାର୍ଷିକ ସମ୍ମିଳନୀ

ବାପୁନି ସାହୁ ଜିଲ୍ଲା ସଂପାଦକ ଓ ବିକାଶ ପାତ୍ର ଜିଲ୍ଲା ସଭାପତି ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଶ୍ରୁ ବଲାଙ୍ଗିର ଜିଲ୍ଲା ଶାଖାର ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ବାର୍ଷିକ କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ପରେ
Read More...

ଜିଲ୍ଲା କଳା ଓ ସଂସ୍କୃତି ସଂଘ ପକ୍ଷରୁ ପ୍ରଖ୍ୟାତ କଣ୍ଠଶିଳ୍ପୀ ସ୍ୱର୍ଗତ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା କଳା ଓ ସଂସ୍କୃତି ସଂଘ ପକ୍ଷରୁ ପ୍ରଖ୍ୟାତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ଏବଂ ତାଙ୍କର ସ୍ମୃତିଚାରଣ କରାଗଲା । ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର, ଜିଲ୍ଲା କଳା ଓ ସଂସ୍କୃତି ସଂଘର
Read More...

ଗାୟତ୍ରୀ ପୀଠ ଠାରେ ତ୍ରିବେଣୀ ଜନ୍ମ ଶତାବ୍ଦୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ବଲାଙ୍ଗିର ଜିଲ୍ଲା ସଂଯୋଜକ ସତ୍ୟନାରାୟଣ ଗୁପ୍ତାଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ଆସଙ୍ଗପି ବିଚିତ୍ର କୁମାର ସାହୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ତ୍ରିବେଣୀ ଜନ୍ମ ଶତାବ୍ଦୀ ଅଖଣ୍ଡ ଦ୍ୱୀପ ଶତାବ୍ଦୀ
Read More...

ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନର ଦୁଇ ଦିନିଆ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନ, ସମ୍ବଲପୁର ମଣ୍ଡଳ ପରିଷଦର ୧୧ତମ ସାଧାରଣ ଅଧିବେଶନ ଚଳିତ ବର୍ଷ ଡିସେମ୍ବର ୧୩ ଓ ୧୪ ତାରିଖରେ ବଲାଙ୍ଗିରଠାରେ ଅନୁଷ୍ଠିତ ହେବ । ସ୍ଥାନୀୟ ସମ୍ବଲପୁର ରୋଡ ସ୍ଥିତ ନଟରାଜ ପେଲେସଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଦୁଇ
Read More...