Browsing Tag

balangir news

ସ୍ୱାମୀର ନିର୍ଯ୍ୟାତନାରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ଟାଉନ ଥାନାର ଦ୍ୱାରସ୍ଥ ହେଲେ ମହିଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତିଦିନ ସ୍ୱାମୀ ଜଣକ ନିଜ ସ୍ତ୍ରୀକୁ ନିତି ପିଟାମରା କରୁଥିଲା । ସ୍ତ୍ରୀ ଗର୍ଭବତୀ ଥିବା ଜାଣି ବି ତାକୁ ଶାରୀରିକ ନିର୍ଯ୍ୟାତନା ଦେଉଥିଲା । ଶେଷରେ ଅତିଷ୍ଟ ହୋଇ ସ୍ତ୍ରୀ ଜଣକ ଟାଉନ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଏପରି କିଛିି ଅଭାବନୀୟ ଘଟଣା ଘଟିଛି
Read More...

କଳା ବ୍ୟାଚ୍‌ ପିନ୍ଧିଲେ ଓଏଭି ଶିକ୍ଷକ ଶିକ୍ଷୟିତ୍ରୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସାରା ରାଜ୍ୟରେ ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ଶିକ୍ଷକ ମହାସଂଘର ଆହ୍ୱାନ କ୍ରମେ ୫ ଦଫା ନେଇ ବଲାଙ୍ଗିର ଜିଲ୍ଲାର ସମସ୍ତ ଆଦର୍ଶ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ କଳା ବ୍ୟାଜ ପିନ୍ଧି ଶନିବାରଠାରୁ ନୀରବ ପ୍ରତିବାଦ କରୁଛନ୍ତି । ସେମାନେ ଆସନ୍ତା ୧୬
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ବେଂଚ ପ୍ରେସ ଓ ଡେଡ୍‌ଲିଫ୍ଟ ଚମ୍ପିୟାନସିପ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଜିମନାଷ୍ଟିକ ଆସୋସିଏସନ୍‌ (ବିଡିଜିଏ) ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ପାଠାଗର ପରିସରରେ ଜିଲ୍ଲାସ୍ତରୀୟ ବେଂଚପ୍ରେସ ଓ ଡେଡ୍‌ଲିଫ୍ଟ ଚମ୍ପିୟାନସିପ୍‌ ଉଭୟ ପୁରୁଷ ଓ ମହିଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ
Read More...

କଣ୍ଠଶିଳ୍ପୀ ଜିତେନ୍ଦ୍ର କୁମ୍ଭାରଙ୍କୁ ଶ୍ରଦ୍ଧାଂଜଳି ଦେଲେ ପଶ୍ଚିମ ଓଡିଶାର ନାମିଦାମୀ କଳାକାର

ବଲାଙ୍ଗିର, (କେପିଏନଏସ୍‌) : ପଶ୍ଚିମ ଓଡିଶାର ଜଣେ ଜଣାଶୁଣା କଳାକାର ଜିତେନ୍ଦ୍ର କୁମ୍ଭାର (ଜିତୁ)ଙ୍କ ଏକାଦଶାହ ଅବସରରେ ସାରା ପଶ୍ଚିମ ଓଡିଶାର ନାମିଦାମୀ କଳାକାର ଯୋଗଦାନ କରି ତାଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଂଜଳି ପ୍ରଦାନ କରିଛନ୍ତି । ଏହି ଅବସରରେ ବଲାଙ୍ଗିର ସହର ସ୍ଥିତ ଟାଉନ ହଲ
Read More...

ତୈଳିକ ବୈଶ୍ୟ ସମାଜର ବଲାଙ୍ଗିର ଶାନ୍ତିପଡ଼ାରେ ନିର୍ମାଣାଧୀନ ତେଲି ଭବନର ଉନ୍ନତିକରଣ ପାଇଁ ୧୦ ଲକ୍ଷ ଟଙ୍କାର ଅନୁଦାନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଂଚଳରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଅନୁଦାନ ଅନୁସାରେ ବିଭିନ୍ନ ଉନ୍ନୟନ କାମର ଶିଳାନ୍ୟାସ ଓ ଉଦ୍‌ଘାଟନ ଚାଲିଥିବା କ୍ରମରେ ଆଜି ବଲାଙ୍ଗିର ସହରର ଶାନ୍ତିପଡ଼ା ସ୍ଥିତ ତୈଳିକ ବୈଶ୍ୟ ସମାଜ ଭବନଠାରେ ସମାଜର ସଭାରେ ବଲାଙ୍ଗିର ପୂର୍ବତନ
Read More...

ଖୋଲିଲା ବଲାଙ୍ଗିର ସହରର ବହୁ ପ୍ରତିକ୍ଷିତ ରାଜେନ୍ଦ୍ର ପାର୍କ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଖୋଲିଲା ବଲାଙ୍ଗିର ସହରର ବହୁ ପ୍ରତିକ୍ଷିତ ରାଜେନ୍ଦ୍ର ପାର୍କ । ପୂର୍ବତନ ସାଂସଦ ତଥା ବର୍ତ୍ତମାନର ରାଜ୍ୟ ହାଉସିଂବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଗତକାଲି ସନ୍ଧ୍ୟାରେ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କରାଯାଇଥିବା ରାଜେନ୍ଦ୍ର ପାର୍କର ଶୁଭାରମ୍ଭ
Read More...

ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ରଧନୁଷ ୫.୦ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାସ୍ତରୀୟ ମିଶନ ଇନ୍ଦ୍ରଧନୁଷ ୫.୦ ଉଦ୍‌ଘାଟିତ ହୋଇଯାଇଛି । ଏହାର ଉଦ୍‌ଘାଟନ କନ୍ଧପାଲିଠାରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅନୁଷ୍ଠିତ ହୋଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର
Read More...

ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌)ର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର କଲେଜ ଛକ ସ୍ଥିତ ବିଦ୍ୱାନ ଏକାଡେମୀ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଡିପିଡିଏ) ବଲାଙ୍ଗିରର ନେତୃତ୍ୱରେ କନିଷ୍ଠ ଶିକ୍ଷକ ସଂଘ ତଥା କଳା ଓ କ୍ରିଡା ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ନୂଆଁଖାଇରେ ଇଷ୍ଟଦେବୀ ମନ୍ଦିରକୁ ଆଲୋକମାଳାରେ ସଜ୍ଜିତ କରିବା ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପବିତ୍ର ନୂଆଁଖାଇ ଅବସରରେ ଆଗାମୀ ୧୯ ଓ ୨୦ ତାରିଖ ଦିନ ବଲାଙ୍ଗିର ମା’ ପାଟଣେଶ୍ୱରୀ ଓ ମା’ ସମଲେଶ୍ୱରୀ ମନ୍ଦିରକୁ ଆଲୋକମାଳା ଓ ପୁଷ୍ପରେ ସଜ୍ଜିତ କରିବା ପାଇଁ ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର
Read More...

ଏଆଇଟିୟୁସିର ଶ୍ରମିକ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଆଇଟିୟୁସି ବଲାଙ୍ଗିର ଜିଲ୍ଲା କମିଟି ଏବଂ ଦୂତିକୃଷ୍ଣ ପଣ୍ଡା ସ୍ମାରକୀ ଓ ଦାତବ୍ୟ ଟ୍ରଷ୍ଟ ପକ୍ଷରୁ ପଶ୍ଚିମ ଓଡିଶାର ଏଆଇଟିୟୁସି ସହ ଅନନୁବଦ୍ଧିତ ବିଭିନ୍ନ କ୍ଷେତ୍ରର ଆଗୁଆ ଶ୍ରମିକସାଥୀମାନଙ୍କର ଆଜିଠାରୁ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଆଜି ଉଦ୍‌ଯାପିତ
Read More...