Browsing Tag

balangir news

ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟିର ସାଧାରଣ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜେ. ଏସ୍‌ ଏମ୍‌ କଲେଜର ସମ୍ବେଳନି କଷ ଠାରେ ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟିର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିରର ବୁଦ୍ଧିଜୀବୀ ମାନଙ୍କୁ ନେଇ ସଂଗଠନକୁ ମଜଭୁତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ କରିବା ପାଇଁ ପ୍ରଶାସନ ଓ…
Read More...

ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରବ୍ଲକ ସଦାଇପାଲି ଗ୍ରାମର ଲୀଳାନାଟକ କଳାକାର ଅବିନ୍ଦ୍ର ସେଠ(୭୬)ଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟାରେ ତାଙ୍କର ଏକମାତ୍ର ପୁତ୍ର କ୍ଷମା ସେଠ ଓ ଚାରି ଝିଅ ଉପସ୍ଥିତ ଥିଲେ । ସମାଜର ରୀତିନୀତି ଅନୁଯାୟୀ ଶବ ସତ୍କାର କରାଯାଇଥିଲା ।…
Read More...

ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେଯାଇ ଆମେ ବିକଶିତ ଭାରତ ଗଠନ କରିପାରିବା । ବର୍ତ୍ତମାନର ଯୁବପିଢି ନୂତନ ଜ୍ଞାନ କୌଶଳର ଅଧିକାରୀ, ସେମାନଙ୍କ ଭିତରେ ନେତୃତ୍ୱ ନେବା ତଥା ଦେଶ ଗଠନ କରିବାର ଦକ୍ଷତା ରହିଛି, କେବଳ…
Read More...

ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌ : ଆଗକୁ ସହରରେ ସିସିଟିଭି ବ୍ୟବସ୍ଥା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରରେ ବଢୁଥିବା ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ ଓ ଜନସୁରକ୍ଷାକୁ ସୁଦୃଢ଼ କରିବା ଦିଗରେ ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପଦକ୍ଷେପ । ବିଧାୟକ ପାଣ୍ଠିରୁ ବଲାଙ୍ଗିର ପୋଲିସ ପ୍ରଶାସନକୁ ବିଭିନ୍ନ ଛକରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାରିକେଡ୍…
Read More...

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ବୃକ୍ଷରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ବେହେରାପାଲି ରେଲୱେ ଓଭର ବ୍ରିଜ ରାସ୍ତା ଉଭୟ ପାର୍ଶ୍ଵରେ ୨୫ ଗୋଟି ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି ମୋହନ…
Read More...

ଅଙ୍କୁର ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଙ୍କୁର ଶିଶୁ ସାହିତ୍ୟ ସଂସଦ ବଲାଙ୍ଗିର ତରଫରୁ ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ ଖୁଜେନପାଲି ବଲାଙ୍ଗିର ଠାରେ ଶିଶୁମାନଙ୍କୁ ନେଇ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କବିତା ପାଠୋତ୍ସବରେ ଅଙ୍କୁର ଶିଶୁ ସାହିତ୍ୟ ସଂସଦର ସଭାପତି…
Read More...

ସାଇବର ସୁରକ୍ଷା, କିଶୋର ନ୍ୟାୟ ଆଇନ୍ ଓ ମିଶନ ବାତ୍ସଲ୍ୟ ଯୋଜନାର ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ କିଶୋର ନ୍ୟାୟ ଆଇନ୍, ମିଶନ ବାତ୍ସଲ୍ୟ ଓ ସାଇବର ସୁରକ୍ଷା ଉପରେ ଏକ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରକାରୀ…
Read More...

ସରକାରଙ୍କ ତୃଟିପୂର୍ଣ୍ଣ ଚାଷୀ ପଞ୍ଜିକରଣ ନୀତି

ପ୍ରଭାବିତ ହେବ ବଲାଙ୍ଗିର ଜିଲ୍ଲାର ୫୦ ହଜାର ହେକ୍ଟର ଚାଷଜମି, ବାଦ ପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ନୂଆ ସରକାର ଆସିଲା ପରେ ଧାନର ଦର ବଢାଇ ଚାଷୀଙ୍କୁ ଖୁସି ଆଣିଦେଇଥିଲା । କିନ୍ତୁ ଦ୍ୱିତୀୟବର୍ଷଠାରୁ ଧାନକିଣାରେ ବ୍ୟାପକ ଅନିୟମିତତା…
Read More...

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ବୃକ୍ଷରୋପଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ବେହେରାପାଲି ରେଲୱେ ଓଭର ବ୍ରିଜ ରାସ୍ତା ଉଭୟ ପାଶ୍ୱର୍ରେ ୨୫ ଗୋଟି ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି ମୋହନ…
Read More...

ଗଞ୍ଜେଇ ଚାଲାଣର ନୂଆ ଫଣ୍ଡା, କ୍ଷୀର ବ୍ୟବସାୟୀ ସାଜି ଗଞ୍ଜେଇ ଚାଲାଣ, ଧରିଲା ଅବକାରୀ ବିଭାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା କୁକୁରଖାଇ ଛକରେ ଅବକାରୀ ବିଭାଗର ଚଢ଼ାଉ । କ୍ଷୀର ଜାର ଭିତରେ ଗଞ୍ଜେଇ ଭର୍ତ୍ତି କରି ଦୁଇଟି ବାଇକ୍‌ରେ ଚାଲାଣ କରୁଥିବା ବେଳେ ତିନି ଜଣଙ୍କୁ ଧରିଛି ତୁଷୁରା ଅବକାରୀ ବିଭାଗ । ଗିରଫ ଯୁବକମାନେ ଛତିଶଗଡ଼ର ବିଳାସପୁର ଅଞ୍ଚଳର…
Read More...