Browsing Tag

balangir news

ବଲାଙ୍ଗିର ଆୟୁର୍ବେଦ ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗଦେଲେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆୟୁର୍ବେଦ ମହାବିଦ୍ୟାଳୟର ବାର୍ଷିକୋତ୍ସବ ଅବସରରେ ଉଦ୍‌ଘାଟିତ ହୋଇଯାଇଛି ଏକ ସ୍ୱାସ୍ଥ୍ୟ ଶିବିର । ଦୁଇଦିନ ଧରି ପାଳିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ସ୍ୱାସ୍ଥ୍ୟ ଶିବିରରେ ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି…
Read More...

ରେଲୱେ ଶ୍ରମିକ ୟୁନିୟନ ବଲାଙ୍ଗିର ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ଯୁବ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ବଲାଙ୍ଗିର ରେଲୱେ ଷ୍ଟେସନ ସ୍ଥିତ ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ କାର୍ଯ୍ୟାଳୟ ପରିସରରେ ସନ୍ଧ୍ୟା ୭ଟା ସମୟରେ ୟୁନିୟନ ସଭାପତି କମ୍ରେଡ ମଧୁ ସାହୁଙ୍କ ସଭାପତିତ୍ୱରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି ।…
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ସଂସାଧନ ସଭ୍ୟଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଶିକ୍ଷଣ ସଭାରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଅତିଥି ଭାବରେ ଯୋଗଦେଇ ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ…
Read More...

ପୁଇଁନ୍ତଲା ବ୍ଲକ ଯାଦବ ମହାସଭାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁର୍ଲ୍ଲୁପାଲି ସ୍ଥିତ ମା' ସମଲେଶ୍ୱରୀଙ୍କ ପୀଠଠାରେ ପୁଇଁନ୍ତଲା ବ୍ଲକ ଯାଦବ ମହାସଭାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ଅନିରୁଦ୍ଧ…
Read More...

ସାବଧାନ, ଟ୍ରାଫିକ୍‌ ନିୟମ ଉଲଂଘନ କଲେ ବଲାଙ୍ଗିର ସହରରେ କଟୁଛି ଫାଇନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାବଧାନ, ଟ୍ରାଫିକ୍‌ ନିୟମ ଉଲଂଘନ କଲେ ବଲାଙ୍ଗିର ସହରରେ କଟୁଛି ଫାଇନ୍‌ । ନିକଟରେ ଦୁଇ ଦିନରେ ୨ ଲକ୍ଷ ୭୭ ହଜାର ଟଙ୍କା ଏହି ମାମଲାରେ କଟିଥିବା ବଲାଙ୍ଗିର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଗତ ୭ ତାରିଖ ଦିନ ବାଇକ୍‌ରେ ତିନି ଜଣ ବସିବା…
Read More...

ବଲାଙ୍ଗିରରେ ପହଂଚିଲା ଦଳିତ ସଚେତନତା ରଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ପହଂଚିଛି ଦଳିତ ସଚେତନତା ରଥ । କଳାହାଣ୍ଡି ଅମାଟ୍‌ ଛକରୁ ଏହି ରଥ ବାହାରିଥିବା ବେଳେ ପଶ୍ଚିମ ଓଡ଼ିଶାର ୧୧ ଜିଲ୍ଲା ଏହି ରଥ ପରିକ୍ରମା କରିବ ବୋଲି କୁହାଯାଇଛି । କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ବୁଲିବା ପରେ ଆଜି ପାଟଣାଗଡ଼ ଦେଇ ବଲାଙ୍ଗିରରେ…
Read More...

ପ୍ରଶାସନର ପ୍ରତିଶ୍ରୁତି ପରେ ଛତାପିପଲ ଗାଁରେ ଥମିଛି ଉତ୍ତେଜନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଛତାପିପଲ ଗାଁ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ଘଟଣା ଯୋଗୁଁ ଆଜି ଉତ୍ତେଜନା ଦେଖା ଦେଇଥିବା ବେଳେ ଘଟଣାସ୍ଥଳରେ ପୁଇଁତଲା ତହସିଲ୍‌ଦାର୍‌ ସରୋଜ କୁମାର ପୃଷେଠ ଓ ବଲାଙ୍ଗିର ଏସ୍‌ଡ଼ିପିଓ ତୋଫାନ ବାଗ ପହଂଚି ଲୋକଙ୍କୁ…
Read More...

ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ଘଟଣାକୁ ନେଇ ଉତ୍ତେଜନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଛତାପିପଲ ଗାଁ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ଘଟଣା ଯୋଗୁଁ ଏବେ ଉତ୍ତେଜନା ଦେଖିବାକୁ ମିଳିଛି । ଅଗ୍ନିଶମ ବିଭାଗ ଶବ ଉଦ୍ଧାର ପାଇଁ ପହଂଚିଥିବା ବେଳେ ଗ୍ରାମବାସୀ ଜିଲ୍ଲାପାଳ ନ ଆସିବା ଯାଏଁ ତଥା ମଦ ବିକୁଥିବା…
Read More...

ପୋଖରୀରୁ ନିଖୋଜ ବ୍ୟକ୍ତିଙ୍କ ଶବ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଛତାପିପଲ ଗାଁରେ । ସୂଚନା ଅନୁସାରେ ଗାଁର କାଲୁ ଦୀପ(୬୦) ଗତ ୧୧ ତାରିଖରୁ ନିଖୋଜ ଥିଲେ । ପରିବାର ଲୋକେ ନିଖୋଜ…
Read More...

ବଲାଙ୍ଗିର ପବ୍ଲିକ ସ୍କୁଲର ୩୯ତମ ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲର ୩୯ତମ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ବିଧାୟକ ତଥା ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ ଯାପନ ଉପରେ…
Read More...