ବିଧାୟକ କଳିକେଶଙ୍କ ସମୀକ୍ଷା ବୈଠକ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ସର୍କିଟ ହାଉସରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କରିଛନ୍ତି । କୃଷି, ପାନୀୟ ଜଳ, ଏମ୍ଆଇପି, ଜଳସେଚନ ଓ ଶିକ୍ଷା ବିଭାଗର ଅଧିକାରୀମାନଙ୍କ ସହ ଆଲୋଚନା କରି ସେ ବିଭିନ୍ନ!-->…
Read More...
Read More...