ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯାଦବ ଭବନ ସଭାଗୃହରେ ସଂସ୍କୃତ ପରିଷଦ ବଲାଙ୍ଗିର ମାସିକ ଅଧିବେଶନ ସମ୍ପାଦକ ତଥା ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ନୀଳମଣି ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀଙ୍କ ବେଦ ପଠନ ଓ ମଙ୍ଗଳାଚରଣ!-->…
Read More...
Read More...