Browsing Tag

balangir news

ଦାବକାନି ଗ୍ରାମର ଏକ କ୍ଷେତରୁ ମୃତ ରଜତଙ୍କ ସାର୍ଟ ମିଳିଲା, ରଜତ ହତ୍ୟାକାଣ୍ଡର ତଦନ୍ତ ଦାବୀ କରିଛନ୍ତି ଗ୍ରାମବାସୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ନିକଟସ୍ଥ ଖୁଜେନପାଲି ପାଖରୁ ଜଣେ ଯୁବକଙ୍କ ମୃତଦେହ ଗତ ଜୁନ୍‌ ମାସ ୨୫ ତାରିଖରେ ମିଳିଥିଲା । ମୃତ ଯୁବକ ଜଣକ ଅଏଁଲାଚୁଆଁ ଗ୍ରାମର ରଜତ କୁମାର ପଧାନ(୨୩) ହୋଇଥିବା ବେଳେ ଯୁବକଙ୍କୁ ହତ୍ୟା କରାଯାଇଥିବା ସଂଦେହ କରାଯାଇ ଘଟଣାର ତଦନ୍ତ କରୁଛି
Read More...

ମିଡିଆକିଆର ନୂଆସାହି ବିଦ୍ୟାଳୟରେ ୭୪ତମ ବନ ମହୋତ୍ସବ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୪ତମ ବନ ମହୋତ୍ସବ ପ୍ରଧାନ ଶିକ୍ଷକ ଜଗଦିଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘର ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘର ନୂତନ ସଭାପତି ଭାବେ ସର୍ବସମ୍ମତି କ୍ରମେ ଶ୍ୟାମସୁନ୍ଦର ଭୋଇଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ସେ ଉପସଭପତି ଭାବେ ଦାୟିତ୍ୱ ତୁଲାଉଥିଲେ । ସଭାପତି ଭାବେ ଦାୟିତ୍ୱ ନେବା ପରେ ଶ୍ରୀ ଭୋଇଙ୍କୁ ଲୋଇସିଂହା
Read More...

ବଲାଙ୍ଗିର ଜିଲ୍ଲା ୬୬୨ କଲେଜର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସନ୍ଧ୍ୟା ୫ଟା ସମୟରେ ଜିଲ୍ଲା ସଭାପତି ତଥା ରାଜ୍ୟ ଉପସଭାପତି ପ୍ରଣବ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲା ଅଙ୍ଗୋଲିଆ (୬୬୨ ଯୁକ୍ତ ଦୁଇ ଓ ଯୁକ୍ତ ୩) ମହାବିଦ୍ୟାଳୟ ଶିକ୍ଷକ ଅଣଶିକ୍ଷକ କର୍ମଚାରୀଙ୍କ ଏକ ଜରୁରୀ ବୈଠକ ଶ୍ରୀ ଲୋକନାଥ ମନ୍ଦିର
Read More...

ମିଶନ ଶକ୍ତି ଗୃହ ଉଦ୍‌ଘାଟନ କଲେ ନରସିଂହ

ନାରୀ ଶକ୍ତିଶାଳି ହେଲେ ସମାଜର ସର୍ବାଙ୍ଗୀନ ବିକାଶ ହୋଇଥାଏ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମିଶନ ଶକ୍ତି ଗୃହ ଉଦ୍‌ଘାଟନ କରିଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଏହି ଅବସରରେ ଶ୍ରୀ ମିଶ୍ର କହିଛନ୍ତି ଯେ, ଦେଶ ସ୍ୱାଧୀନତା ପାଇବା ପରେ ପରେ ତତ୍କାଳୀନ ପ୍ରଧାନମନ୍ତ୍ରୀ
Read More...

ୟୁସିସିକୁ କଡା ଟକ୍କର ଦେବ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘ

କେନ୍ଦ୍ର ସରକାର ୟୁସିସି ପ୍ରତ୍ୟାହାର ନ କଲା ପର୍ଯ୍ୟନ୍ତ ହେବ ଜୋରଦାର ଆନ୍ଦୋଳନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସର୍କିଟ ହାଉସଠାରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ଆହ୍ୱାନ କ୍ରମେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି
Read More...

ଖବରକାଗଜ ଚିନ୍ତା ଚେତନାକୁ ଜାଗ୍ରତ କରେ

ବଲାଙ୍ଗିରରେ ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଆଲୋଚନାଚକ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ଶତବାର୍ଷିକୀ କକ୍ଷରେ ଶନିବାର ସନ୍ଧ୍ୟାରେ ଦୈନିକ ଧରିତ୍ରୀର ୫୦ ବର୍ଷ ପଦାର୍ପଣ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ
Read More...

ରବିବାର ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଆହୁରି ଦୀର୍ଘ ମିଆଦୀ ଜନହିତ ହେଉ : ପ୍ରଶାନ୍ତ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ରୋଗୀ ଓ ସେମାନଙ୍କର ସହାୟକ ଭାବରେ ଆସିଥିବା ବ୍ୟକ୍ତି ବିଶେଷମାନଙ୍କୁ ସହଯୋଗ ଫାଉଣ୍ଡେସନ ତରଫରୁ ପ୍ରତି ରବିବାର ଦିବା ଘ.୧୨.୩୦ମି. ସମୟରେ ଅନ୍ନପୂର୍ଣ୍ଣା ମାଧ୍ୟମରେ ଦୀର୍ଘ ୯ ମାସ ହେଲା ଭାତ ଓ
Read More...

ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲାସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଯାଦବ ଭବନଠାରେ ଏଆଇଟିୟୁସି ସହ ସହବନ୍ଧିତ ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ସଭାପତି ତିର୍ଥ ପଧାନଙ୍କ ସଭାପତିତ୍ୱରେ ସମସ୍ତ ୧୪ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳ କମିଟିର କର୍ମକର୍ତ୍ତାଙ୍କୁ ନେଇ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବଲାଙ୍ଗିରରେ ଜନସଂଖ୍ୟା ଫାଉଣ୍ଡେସନର କାର୍ଯ୍ୟକାରିଣୀ ବୈଠକ

ୟୁସିସିକୁ ସମର୍ଥନ ଓ ୨ଟି ସନ୍ତାନ ନିୟମ ପାଇଁ ଦାବୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସାମ୍ବାଦିକ ଭବନଠାରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ବଲାଙ୍ଗିର ଜିଲ୍ଲାସଭାପତି ଶ୍ରୀମତି ପ୍ରେମ ମଞ୍ଜରୀ
Read More...