Browsing Tag

balangir news

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଆଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କରିଛନ୍ତି । ଏହି କ୍ରମେ ଆଜି ଲୋଇସିଂହା ବ୍ଲକର ଝାରମୁଣ୍ଡା ଅଞ୍ଚଳ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରଠାରେ ଗୋଦାବରୀଶ
Read More...

ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆସନ୍ତା ଜାନୁଆରୀ ମାସରେ ଆୟୋଜିତ ହେଉଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ
Read More...

ଆସୁଛି ନୂଆ ଚଳଚ୍ଚିତ୍ର ସଂଘର୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏ କେ ଫିଲ୍ମସ୍‌ ବଲାଙ୍ଗିର ବ୍ୟାନରେ ପ୍ରସ୍ତୁତ ନୂଆ ଚଳଚ୍ଚିତ୍ର ସଂଘର୍ଷର ସଟିଂ ଫେବୃୟାରୀ ମାସରେ ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ଜଣାଯାଇଛି । ଏହି ଚଳଚ୍ଚିତ୍ରର କାହାଣୀ,ଚିତ୍ରନାଟ୍ୟ ସହିତ ପ୍ରଯୋଜନା ଓ ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି
Read More...

କଦମପଡା ଶିଶୁ ମନ୍ଦିରରେ କବିତା ଆଲୋଚନା ଚକ୍ର : କବିତା ପାଠୋତ୍ସବ ଓ ପୁସ୍ତକ ଉନ୍ମୋଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କଦମପଡାର ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ଡ. ଭବାନୀ ଶଙ୍କର ପଟେଲଙ୍କ ସଭାପତିତ୍ୱରେ ପାଳନ କରାଯାଇଛି । ମୁଖ୍ୟ ଅତିଥି ରୂପେ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ଶିଶୁ ସାହିତ୍ୟ ଲେଖକ ଡ.ରମେଶ ପତ୍ରୀ ସମ୍ମାନୀତ ଅତିଥି
Read More...

ବଲାଙ୍ଗିର ଶାନ୍ତିପଡ଼ାର ଯୁବକ ମୁଟୁ ନିଖୋଜ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଶାନ୍ତିପଡ଼ାର ଜଣେ ଯୁବକ ନିଖୋଜ୍‌ ଥିବା ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି । ନିଖୋଜ୍‌ ଯୁବକ ଜଣକ ହେଲେ ପ୍ରବୀଣ ମହାଲିଙ୍ଗ ଓରଫ୍‌ ମୁଟୁ (୫୨) । ପରିବାର ବର୍ଗଙ୍କ ସୂଚନା ଅନୁସାରେ ଗତ ସଂଧ୍ୟା ସମୟରୁ ମୁଟୁ ନିଖୋଜ୍‌ ହୋଇଯାଇଛନ୍ତି ।
Read More...

ବଲାଙ୍ଗିର ଉଠା ଜଳସେଚନ ବିଭାଗ ପକ୍ଷରୁ ବିଭାଜନ ସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉଠା ଜଳସେଚନ ବିଭାଗ ପକ୍ଷରୁ ପାଣି ପଂଚାୟତ ପକ୍ଷ ପାଳନ ହୋଇଯାଇଛି । ଉଠା ଜଳସେଚନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଶାନ୍ତିପଡ଼ା କଲ୍ୟାଣ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗଦେଇ ପାଣି
Read More...

ଜିଲ୍ଲାସ୍ତରୀୟ ମାତା ସାବିତ୍ରୀବାଇ ଫୁଲେ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶା ମହିଳା ସଂଗଠନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଭାରତର ପ୍ରଥମ ନାର‍ୀ ଶିକ୍ଷୟିତ୍ରୀ ମାତା ସାବିତ୍ରୀବାଇ ଫୁଲେ ଜୟନ୍ତୀ ଯାଦବ ଭବନ ଠାରେ ସଭାନେତ୍ରୀ ସବିତା ନନ୍ଦଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସୂଚନା
Read More...

ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଉଦଘାଟକ ଭାବରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଯୋଗଦେଇ ଉଦଘାଟନ କରିଥିବା ବେଳେ
Read More...

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

"ଆତ୍ମ ବିଶ୍ୱାସ ହେଉଛି ସବୁଠୁ ବଡ ଶକ୍ତି" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନୂତନ
Read More...

ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ
Read More...