ବଲାଙ୍ଗିର ପବ୍ଲିକ ସ୍କୁଲରେ ଆନ୍ତର୍ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଆନ୍ତର୍ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ବୀରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ!-->…
Read More...
Read More...