Browsing Tag

balangir news

ପେହେଲଗାମ ନରସଂହାର ଘଟଣାକୁ ବ୍ରାହ୍ମଣସମାଜ ଓ ହିନ୍ଦୁଏକତା ମଞ୍ଚର ତୀବ୍ରନିନ୍ଦା : ମୃତକଙ୍କ ଉଦ୍ଦେଶ୍ୟରେ…

ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ହିନ୍ଦୁଏକତା ମଞ୍ଚର ପ୍ରତିବାଦ ସଭା ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାମ୍ମୁକାଶ୍ମୀରର ପେହେଲଗାମଠାରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା । ଆତଙ୍କବାଦୀଙ୍କ ଏଭଳି ବର୍ବର ନରସଂହାରକୁ ବିଭିନ୍ନ ସଂଗଠନ
Read More...

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତି ରାଜ ଦିବସରେ ଯୋଗ ଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତି ରାଜ ଦିବସରେ ଯୋଗ ଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ଅଡିଟୋରିୟମ ଠାରେ ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ପଞ୍ଚାୟତି ରାଜ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ
Read More...

ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ଅବସରରେ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ଉପନିବନ୍ଧ, ସମବାୟ ସମିତି ସମୁହ, ବଲାଙ୍ଗିର ବିଭାଜନ, ବଲାଙ୍ଗିରଙ୍କ ସମ୍ମିଳନୀ କକ୍ଷରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାର ଜିଲ୍ଲା ମୁଖ୍ୟ
Read More...

ଶିବପ୍ରସାଦ ପାଣ୍ଡିଆଙ୍କ ୧୭ତମ ଶ୍ରାଦ୍ଧବାର୍ଷିକୀ ସମାରୋହ

ସାମ୍ବିଧାନିକ ଗଣତନ୍ତ୍ରର ସୁରକ୍ଷା ସବୁଠୁ ବଡ଼ ନାଗରିକ କର୍ତ୍ତବ୍ୟ : ଲିଙ୍ଗରାଜ ବଲାଙ୍ଗିର, (କେପିଏନ୍‌ଏସ୍‌) : ବିପ୍ଳବୀ କବି, ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୧୭ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର
Read More...

ବଲାଙ୍ଗିର ସହରରେ ବଢୁଥିବା କ୍ରାଇମକୁ ନେଇ ଏସ୍‌ପିଙ୍କ ସହ ଆଲୋଚନା କଲେ ବିଧାୟକ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ବଢୁଥିବା କ୍ରାଇମକୁ ନେଇ ଏସ୍‌ପିଙ୍କ ସହ ଆଲୋଚନା କଲେ ବିଧାୟକ କଳିକେଶ । ଦିନକୁ ଦିନ ବଲାଙ୍ଗିର ସହରର ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗୁଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ସଦର ବିଧାୟକ କଳିକେଶ ନାରାୟଣ ସିଂହଦେଓ
Read More...

କରାଟେ ଅର୍ଗାନାଇଜେସନ ତରଫରୁ ପୃଥିବୀ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ ଅସୀମ କରାଟେ ଏକାଡେମୀରେ ବିଶ୍ୱ ପୃଥିବୀ ଦିବସ ପାଳିତ ହୋଇଯାଇଛି । ଜାତୀୟ କରାଟେ କୋଚ ତଥା ଜିଲ୍ଲା କରାଟେ ଅର୍ଗାନାଇଜେସନର ସାଧାରଣ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ଯଥା ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି ,ଲୋଇସିଂହା, ସଇଁତଳା, ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ।
Read More...

ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ଘଟଣାରେ ବଲାଙ୍ଗିର ଏସପିଙ୍କ ବଡ଼ ଖୁଲାସା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ଘଟଣାରେ ବଲାଙ୍ଗିର ଏସପିଙ୍କ ବଡ଼ ଖୁଲାସା । ବଲାଙ୍ଗିର ଟାଉନ ଥାନା ପରିସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗିର ଏସପି ଅଭିଳାଶ ଜି ଯୋଗ ଦେଇ ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା କାଣ୍ଡ ଘଟଣାରେ ହତ୍ୟାକାରୀ ବିଜୁ
Read More...

ଗଛକୁ ପିଟିଲା ଟ୍ରକ୍, ଡ୍ରାଇଭର ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗଛକୁ ପିଟିଲା ଟ୍ରକ୍, ଡ଼୍ରାଇଭର ମୃତ ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଜାତୀୟ ରାଜପଥ ୨୬ ବେଳଗାଁ କଲେଜ ସାମ୍ନାରେ ବିଳମ୍ବିତ ରାତିରେ ଆଲୁମିନିୟମ କଣ୍ଟେନର ଟ୍ରକ ସଇଁତଲା ପଟୁ କଳାହାଣ୍ଡି ଦିଗରେ ଯାଉଥିବା ସମୟରେ ଭରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ
Read More...

ପିଆର ହାଇସ୍କୁଲର ପୂରାତନ ଛାତ୍ରଙ୍କ ଦ୍ୱାରା ରକ୍ତଦାନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲର ୨୦୦୧ ଓ ୨୦୧୨ ବ୍ୟାଚର ପୂରାତନ ଛାତ୍ରମାନଙ୍କ ଦ୍ୱାରା ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ରମେଶ ଚନ୍ଦ୍ର ସାହୁ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ
Read More...