Browsing Tag

balangir news

ବୁଢାଦେଓ ମହୋତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ)ର ବୁଢାଦେଓ ଯାତ୍ରା ଅବସରରେ ଦୁଇ ଦିନ ଧରି ବୁଢାଦେଓ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର, ବୁଢାଦେଓ ଯାତ୍ରା କମିଟି ଓ ଗ୍ରାମବାସୀଙ୍କ ତରଫରୁ ଅୟୋଜିତ
Read More...

କୋଶଲ ମା’ ମାଟିର ଲାଗି ମୁଠେ “ଛେରଛେରା” ମାଗିଲା କେ. ଏମ. ଏମ.

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡ଼ିଶାର ବଡ଼ ତିହାର ଭିତରେ ଅନ୍ୟତମ ତିହାର ହେଲା ପୁଷପୁନି । ଇ ତିହାର କୃଷିଭିତ୍ତିକ ଆରୁ ସଭ୍ୟତା ଭିତ୍ତିକ ତିହାର ଅଟେ । କୋଶଲାଞ୍ଚଲରେ ଦୁଇ କୋଟି ଜନସାଧାରଣ ବସବାସ କରୁଥିବାବେଳେ ଏଠାକାର ଅଧିକାଂଶ ଜନସାଧାରଣ କୃଷି ଉପରେ ନିର୍ଭର କରିଥାନ୍ତି ।
Read More...

ଫ୍ରେଣ୍ଡସ କ୍ଲବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆସନ୍ତା ଜାନୁଆରୀ ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳପଡିଆରେ ଆୟୋଜିତ ହେବାକୁ ଯାଉଛି । ଆଜି ଏହି ସଂକ୍ରାନ୍ତରେ ଏକ
Read More...

ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପୁଷ୍ୟାଭିଷେକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ ବାନ୍ଧନଘୋର ଗ୍ରାମ ଠାରେ ଥିବା ଶ୍ରୀରାମ ମନ୍ଦିରରେ ପୌଷ ପୂର୍ଣ୍ଣିମା ଅବସରରେ ସପ୍ତମ ପୁଷ୍ୟାଭିଷେକ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ଓ ଓଡିଶା ସରକାରଙ୍କର ଓଡିଆ
Read More...

ପୌଷ ପୂର୍ଣ୍ଣିମା ପଶ୍ଚିମ ଓଡିଶାର ଏକ ଗଣପର୍ବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଷ୍‌ପୁନି ପଶ୍ଚିମ ଓଡିଶାର ଏକ ନିଆରା ପର୍ବ । ନୂଆଖାଇ ପରି ପୁଷ୍‌ପୁନି ମଧ୍ୟ ପଶ୍ଚିମ ଓଡିଶାର ଏକ କୃଷିଭିତ୍ତିକ ଗଣପର୍ବ ଅଟେ । ଏହି ଦିନ ଗାଁରୁ ସହର ସବୁଠାରେ ଘରେଘରେ ପିଠାମଣ୍ଡା ଭଳି ବିଭିନ୍ନ ସୁସ୍ୱାଦୁ ବ୍ୟଞ୍ଜନ ତିଆରି କରି ଲୋକେ ଏହି ପର୍ବକୁ ଅତି
Read More...

ବଲାଙ୍ଗିର-ସୋନପୁର ଜାତୀୟ ରାଜପଥରେ ଅଘଟଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡ୍ୟୁଟି ସାରି ଘରକୁ ଫେରୁଥିଲେ । ବାଟରେ ମୃତ୍ୟୁର ଫାସ ଧରି ଛକି ବସିଥିଲା କାଳ । ଏଭଳି ଏକ ଘଟଣା ସାରା ବଲାଙ୍ଗିରକୁ ଆଜି ଦୋହଲାଇ ଦେଇଛି । ବଲାଙ୍ଗିର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଗତ ବିଳମ୍ବିତ ରାତିରେ ଏକ ଦୁର୍ଘଟଣା
Read More...

ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ ଠାରେ ୨୪ରୁ ୩୦ ଡିସେମ୍ବର ୨୦୨୫ ଇତିମଧ୍ୟରେ ଶେଷ ହୋଇଯାଇଛି । ଏଥିରେ ଓଡିଶା ଦଳ ମୋଟ ୩୨ଟି ପଦକ ପାଇଛନ୍ତି । ଏହି ଦଳରେ ବଲାଙ୍ଗିରରୁ ୫ଜଣ ଖେଳାଳି ଅଂଶ ଗ୍ରହଣ କରିଥିଲେ । ଏଥିରୁ ନୟନ ରାୟ କାଂସ୍ୟ ପଦକ ଓ
Read More...

ଯୁବ କୁଲୁତା ସମାଜର ପରିବେଶ ସୁରକ୍ଷା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂତନ ବର୍ଷ ଅବସରରେ ସମସ୍ତେ ନିଜ ପରିବାର, ସାଙ୍ଗ ସାଥୀଙ୍କ ଗହଣରେ ଆନନ୍ଦ ଉଲ୍ଲାସରେ ମସଗୁଲ ରହିଥାନ୍ତି । ଠିକ୍‌ ଏତିକି ବେଳେ କିଛି ଯୁବକ ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ରାଜ୍ୟ ସରକାର ପ୍ରକୃତିମିତ୍ର
Read More...

ତ୍ରିଲୋଚନ ସାହୁଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଆନନ୍ଦନଗର ନିବାସୀ ତ୍ରିଲୋଚନ ସାହୁଙ୍କର ୭୯ ବର୍ଷ ବୟସରେ ଏକ ଘରୋଇ ହସ୍‌ପିଟାଲରେ ତା. ୩୧.୧୨.୨୦୨୫ ଦିନ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ସେ ୧୯୪୬ ମସିହାରେ ବଲାଙ୍ଗିର ଜିଲ୍ଲାର ଲୋଇସିଂହା ଥାନା ଅନ୍ତର୍ଗତ ନଅଗାଁ (ଖ)ଗ୍ରାମରେ
Read More...

ମିନାବଜାରରେ ଅଘଟଣ : ରାମ ଦୋଳିରୁ ଖସି ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମିନାବଜାରରେ ଅଘଟଣ, ଚାଲିଗଲା ଯୁବକଙ୍କ ଜୀବନ । ରାମ ଦୋଳିରୁ ଖସି ପଡ଼ି ଚାଲିଗଲେ ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲୋଇସିଂହା ଝାରମୁଣ୍ଡା ଗ୍ରାମରେ । କଂସ ଦରବାର ପାଇଁ ଗାଁରେ ବିରାଟ ସହକାରେ ମିନାବଜାରର ଆୟୋଜନ କରାଯାଇଥିଲା ।
Read More...