ମାସିକ ରଚନା ସନ୍ଧ୍ୟା “ଜାତୀୟ ଶିକ୍ଷା ନୀତି ୨୦୨୦ : ଆଶା ଓ ଆଶଙ୍କା” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ସମାଜ ସାହିତ୍ୟ ସଂସ୍କୃତି କ୍ଷେତ୍ରରେ କାର୍ଯ୍ୟରତ ବଲାଙ୍ଗିରର ଅନ୍ୟତମ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ରଚନା' ଦ୍ୱାରା ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ "ଜାତୀୟ ଶିକ୍ଷା ନୀତି ୨୦୨୦ : ଆଶା ଓ ଆଶଙ୍କା" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...