Browsing Tag

balangir news

ଶୀତଳଷଷ୍ଠୀ ଉପଲକ୍ଷେ ବଲାଙ୍ଗିର ଜେଏସ୍‌ଏମ୍ କଲେଜ ଦ୍ୱାରା ଥଣ୍ଡା ପାନୀୟ ଜଳ ବା ସରବତ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବଲାଙ୍ଗିରରେ ପାଳିତ ହେଉଛି ଶୀତଳଷଷ୍ଠୀ ତଥା ଶିବ ବିବାହ । ଅନେକ ପର୍ଯ୍ୟଟକ ମଜା ନେଉଥିବା ବେଳେ ଶିବ ଏବଂ ପାର୍ବତୀଙ୍କ ବିବାହ ଶେଷ ପର୍ଯ୍ୟାୟରେ ଉପନୀତ ହୋଇଛି । ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଜେଏସ୍‌ଏମ୍‌
Read More...

ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ପୂର୍ବାହ୍ନରେ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏହି ସଚେତନତା ରଥକୁ ସବୁଜ ପତାକା
Read More...

ବିଟ୍ଟୁ ହତ୍ୟା ଘଟଣାର ୨ ଅଭିଯୁକ୍ତଙ୍କୁ ଗିରଫ୍‌ କରି ସିନ୍‌ ରିକ୍ରିଏସନ୍‌ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ନରସିଂହ ମନ୍ଦିର ଗଳିରେ ବିଟ୍ଟୁ ଓରଫ୍‌ ସରୋଜ ପାଣିଗ୍ରାହୀଙ୍କ ହତ୍ୟା ଘଟଣାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ୍‌ କରି ସିନ୍‌ ରିକ୍ରିଏସନ୍‌ କରିଛି ବଲାଙ୍ଗିର ପୋଲିସ । ଶୀତଳଷଷ୍ଠୀ ମହୋତ୍ସବ ସମୟରେ ଏଭଳି ଏକ ଅମାନୁଷିକ ହତ୍ୟାକାଣ୍ଡ ସାରା ସହରରେ
Read More...

ରାଧାକୃଷ୍ଣ ମନ୍ଦିରରୁ ଚୋରି ଅଭିଯୋଗ

ବଲାଙ୍ଗିର : ଆନନ୍ଦ ନଗରସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗତକାଲି ରାତିରେ ଆନନ୍ଦ ନଗର ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ଲାଗିଥିବା ହାଇଲୋଜେନ ବଲ୍‌ବକୁ ଚୋରମାନେ ଖୋଲି ନେଇଥିବା ନେଇ ମନ୍ଦିରର କର୍ତ୍ତା ଥାନାରେ ଏତଲା ଦେଇଛନ୍ତି ।
Read More...

ଭାରସାମ୍ୟ ହରାଇ ଓଲଟିଲା ଅଟୋ : ମା’ ଝିଅ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫଳରେ ମା’ ଝିଅ ଗରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭିର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ତୁରେକେଲା ଅନ୍ତର୍ଗତ ବର୍ଲା ଗ୍ରାମର ଲବଣୀ ବରିହା ଓ ତାଙ୍କ ଝିଅ ମମତା ବରିହା ଯାତ୍ରା ଦେଖି
Read More...

ସ୍ଥାନୀୟ ପଞ୍ଚାୟତ ସାଧନ କେନ୍ଦ୍ରଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରତି କରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପଞ୍ଚାୟତ ସାଧନ କେନ୍ଦ୍ରଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରତି କରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ସମ୍ବର୍ଦ୍ଧନା ଜ୍ଞାପନ ସମୟରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।
Read More...

ନରସିଂହଙ୍କ ପ୍ରସ୍ତାବିତ ବିଭିନ୍ନ ଗ୍ରାମ୍ୟ ରାସ୍ତା ହେଲା ଅନୁମୋଦନ

ଉନ୍ନତ ଗମନା ଗମନ ଲୋକଙ୍କ ଅର୍ଥନୈତିକ ବିକାଶରେ ସହାୟକ ହୋଇଥାଏ - ବିଧାୟକ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବିଧାୟକଙ୍କ ଦ୍ୱାରା ପ୍ରସ୍ତାବିତ ରାସ୍ତା ଗୁଡିକ ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ଅନୁମୋଦନ ହୋଇଛି । ଏଠାରେ ସୂଚନାଯୋଗ୍ୟ ଯେ, ନିଜ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ସମ୍ଭାବ୍ୟ ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ୍‌ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ
Read More...

ନିମ୍ନମାନର ଚେକ୍‌ ଡ୍ୟାମ କାମକୁ ପ୍ରତିବାଦରୁ ବଦଳାଇ ଦେଲେ ପ୍ରକଳ୍ପ : ସାଧାରଣରେ ଅସନ୍ତୋଷ

ବଲାଙ୍ଗିର/ତରଭା, (କେପିଏନ୍‌ଏସ୍‌) : ଜଙ୍ଗଲ ବିଭାଗ କରୁଥିବା ଏକ ନିମ୍ନମାନର ଚେକ୍‌ ଡ୍ୟାମ କାମକୁ ସ୍ଥାନୀୟ ଲୋକେ ପ୍ରତିବାଦ କରିବାକୁ କାମ ବନ୍ଦ କରିଦେଇ ପ୍ରକଳ୍ପକୁ ଅନ୍ୟତ୍ର ନେଇଯାଇଥିବା ଜଣାପଡିଛି । ଘଟଣାଟି ଘଟିଛି ରାଜପାଲି ବାରପାହାଡ ଖୋଲରେ ଜଙ୍ଗଲ ବିଭାଗ କରୁଥିବା ଚେକ୍‌ ଡ୍ୟାମ
Read More...

ଦେଓଗାଁ ମେଷଫାର୍ମ ପୁନଃରୁଦ୍ଧାର ଦାବୀରେ କୃଷିମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଦେଓଗାଁଠାରେ ୧୯୬୭ ମସିହାରୁ ଏକ ସରକାରୀ ମେଷଫାର୍ମ ରହିଛି । ଗତ ୧୦ ବର୍ଷ ହେଲା ଏହା ଠିକ୍‌ରେ ପରିଚାଳିତ ହେଉନାହିଁ । ତେଣୁ ଏହାର ଉନ୍ନତିକରଣ କରାଯାଇ ପୁନଃରୁଦ୍ଧାର କରାଇବାକୁ ଆଜି ଦେଓଗାଁର ଏକ ପ୍ରତିନିଧି ଦଳ ଭୁବନେଶ୍ୱରଠାରେ ରାଜ୍ୟ
Read More...