Browsing Tag

balangir news

ଅତିବଡି ଜଗନ୍ନାଥ ଦାସ ସମ୍ମାନପ୍ରାପ୍ତ ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତାଙ୍କୁ ସମ୍ବର୍ଦ୍ଧିତ କଲେ ବଲାଙ୍ଗିର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ତିନି ଶହରୁ ଅଧିକ ପୁସ୍ତକର ସର୍ଜନାର ସାମର୍ଥ୍ୟ ବହନ କରିଥିବା ପ୍ରଖ୍ୟାତ ସାରସ୍ୱତ ସାଧକ, ଅନୁବାଦକ, କବି, ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡକ୍ଟର ଶ୍ରୀନିବାସ ଉଦ୍‌ଗାତାଙ୍କୁ ମିଳିଛି ଅତିବଡି ଜଗନ୍ନାଥ ଦାସ ସମ୍ମାନ । ଓଡିଶା ସାହିତ୍ୟ ଏକାଡେମୀର ଏକ ସ୍ୱତନ୍ତ୍ର
Read More...

ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଦିବ୍ୟାଙ୍ଗଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ ଚଳିତ ମାସ ୨୨ ତାରିଖରୁ ୨୯…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଆଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଦିବ୍ୟାଙ୍ଗଙ୍କ ପାଇଁ ଏକ ସ୍ଵତନ୍ତ୍ର ଅଭିଯାନ ଚଳିତ ମାସ ୨୨ ତାରିଖ ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅଭିଯାନ ପାଇଁ ଜିଲ୍ଲା
Read More...

ଭୀମପାହାଡ ମହୋତ୍ସବର ତୃତୀୟ ସଂଧ୍ୟା

କଳା, ସଂସ୍କୃତିକୁ ଉଜ୍ଜୀବିତ କରି ମହୋତ୍ସବ ଭୀମ ଡୁଙ୍ଗୁରୀକୁ ପରିଚୟ ଦେଇଛି ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀଠାରେ ଚାଲିଥିବା ୯ମ ଭୀମପାହାଡ ମହୋତ୍ସବର ତୃତୀୟ ସଂଧ୍ୟାରେ ପ୍ରବଳ ଭିଡ
Read More...

ସାଲେପାଲି ହତ୍ୟା ଘଟଣା : ଘଟଣାସ୍ଥଳରେ ହତ୍ୟାକାରୀକୁ ଗିରଫ କରି ସିନ୍‌ ରିକ୍ରିଏସନ୍‌ କଲା ଟାଉନ ପୁଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାଇ ହେଲା ଭଗାରୀ । ଏମିତି ଏକ ଘଟଣା ଘଟିଛି ବଲାଙ୍ଗିର ସହରରେ । ବଲାଙ୍ଗିର ଟାଉନ ଥାନା ଅନ୍ତର୍ଗତ ସାଲେପାଲିର ମଠଖାଇ ମନ୍ଦିର ସମ୍ମୁଖରେ ଏକ ଘର ଭିତରୁ ଗତ ୧୭ ତାରିଖ ଦିନ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିଲା ବଲାଙ୍ଗିର ଟାଉନ ପୁଲିସ । ମୃତକ ଜଣକ
Read More...

ତୁଲସୀନଗର ପଡାବାସୀଙ୍କ ପକ୍ଷରୁ ଦହି ପାଣି ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଡହ ଡହ ଜଳୁଛି ବଲାଙ୍ଗିର ସହର । ଏତେ ଭୀଷଣ ତାତିରେ ଘଡିକୁ ଘଡି ଶୁଖି ଯାଉଛି ତଣ୍ଟି । ଏଭଳି ଅବସ୍ଥାକୁ ଆଖି ଆଗରେ ରଖି ତୁଲସୀନଗର ପଡାବାସୀ ରାସ୍ତାରେ ଯାତାୟତ କରୁଥିବା ଲୋକମାନଙ୍କ ପାଇଁ ସ୍ଥାନୀୟ ଶିବ ମନ୍ଦିର ସମ୍ମୁଖରେ ଦହି
Read More...

‘ଭୀମପାହାଡର ଅତିତ, ବର୍ତ୍ତମାନ ଓ ଭବିଷ୍ୟତ’ ଶୀର୍ଷକ ଆଲୋଚନାଚକ୍ର

‘ଭୀମପାହାଡରେ ପ୍ରାକ୍‌ଐତିହାସିକ ସମୟର ରେଖାଚିତ୍ର, ପ୍ରତ୍ନତାତ୍ୱିକ ସର୍ବେକ୍ଷଣ କରାଯାଉ’ ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ୯ମ ଭୀମପାହାଡ ମହୋତ୍ସବ ଉପଲକ୍ଷେ ଦେଓଗାଁ ବ୍ଲକ ମକୁମନ୍ଦପୁର ପଞ୍ଚାୟତର ଐତିହ୍ୟପୀଠ ଭୀମପାହାଡଠାରେ ଗତକାଲି ମହୋତ୍ସବ କମିଟି
Read More...

ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ଅଧ୍ୟକ୍ଷ, ପଶ୍ଚିମ ଓଡିଶା…

ତୁଷୁରା ଠାରେ ୨ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଗ୍ଧ ଶିତଳୀକରଣ ପ୍ଳାଣ୍ଟ ର ଶୁଭ ଉଦଘାଟନଟିଟିଲାଗଡ ସହର ସୁରକ୍ଷା ନିମନ୍ତେ ସିସିଟିଭି କ୍ୟାମେରା ସିଷ୍ଟମ ଓ କଲ୍ୟାଣ ମଣ୍ଡପର ଶିଳାନ୍ୟାସ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି
Read More...

ନବମ ଭୀମପାହାଡ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା

ମନମୋହିଲା ଝାରଖଣ୍ଡର ଛଉ ଓ ପଶ୍ଚିମବଙ୍ଗ ପୁର୍ଲିଆର ଝୁମେର ନୃତ୍ୟ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନ ସ୍ଥଳୀରେ ୪ ଦିନ ଧରି ଚାଲିଥିବା ନବମ ଭୀମପାହାଡ ମହୋତ୍ସବ ଗୁରୁବାର ଥିଲା ଦ୍ୱିତୀୟ ସନ୍ଧ୍ୟା ।
Read More...

ଶାନ୍ତିପଡାରେ ନୂତନ ଭାବେ ନିର୍ମିତ ପ୍ରହରୀ ମଣ୍ଡପ ପରିସରରେ ସାବିତ୍ରୀ ବ୍ରତ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ସ୍ଥାନୀୟ ଶାନ୍ତିପଡା ସ୍ଥିତ ଟାଇଗର ୟୁଥ୍‌ କ୍ଲବ ସମ୍ମୁଖରେ ନୂତନ ଭାବେ ନିର୍ମିତ ପ୍ରହରୀ ମଣ୍ଡପ ପରିସରରେ ସାବିତ୍ରୀ ବ୍ରତ ପାଳିତ ହୋଇଯାଇଛି । ଏହି ଅବସରରେ ସମସ୍ତ ସଧବା ନାରୀମାନେ ବଡି ଭୋର୍‌ରୁ ଉଠି ପୂଜା
Read More...

ବିଦ୍ୟା ବାଚସ୍ପତି ଶ୍ରୀନିବାସ ଉଦ୍‌ଗାତାଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂସ୍କୃତ ପରିଷଦ ବଲାଙ୍ଗିର ଏବଂ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର କର୍ମକର୍ତ୍ତାମାନେ ଅତିବଡି ଜଗନ୍ନାଥ ଦାସ ପୁରସ୍କାରପ୍ରାପ୍ତ ବିଦ୍ୟା ବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କୁ ତାଙ୍କ ନିଜ ବାସଭବନରେ ଭେଟି ପୁଷ୍ପମାଲ୍ୟ ତଥା ଉପଢୌକନ ପ୍ରଦାନ କରି
Read More...