Browsing Tag

balangir news

ସୁରଭି ୨୦୨୫ରେ ଦମୟନ୍ତୀଙ୍କ କୃତିତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଞ୍ଚଳ ଅନ୍ତର୍ଗତ ଗାନ୍ଧୀ ନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ଦମୟନ୍ତୀ ଖୁଆସ ସୁରଭି ୨୦୨୫ କାର୍ଯ୍ୟକ୍ରମରେ ବକ୍ତୃତା ପ୍ରତିଯୋଗିତା ପ୍ରସଙ୍ଗ - "କୃତିମ ବୁଦ୍ଧିମତା ଶିକ୍ଷଣ ଶିକ୍ଷାଦାନରେ ଶିକ୍ଷକଙ୍କର
Read More...

ଯୁବ କବି ଗଣେଶ ବାରିକଙ୍କ ପିତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ସକାଳ ୧୦ଟା ସମୟରେ ଯୁବ କବି ଗଣେଶ ବାରିକଙ୍କ ବାପା ପ୍ରକାଶ ବାରିକଙ୍କ ୫୨ ବର୍ଷ ବୟସରେ ବଲାଙ୍ଗିର ବ୍ଲକ ସ୍ଥିତ ବାସସ୍ଥାନ ରିନ୍ ବଚନ ଗାଁ ଠାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତ ଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରକାଶ
Read More...

ବଲାଙ୍ଗିର ସାମ୍ବାଦିକ ଭବନରେ ଜାତୀୟ ପ୍ରେସ ଦିବସ – ୨୦୨୫ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଓ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ଜାତୀୟ ପ୍ରେସ ଦିବସ-୨୦୨୫ ସ୍ଥାନୀୟ ସାମ୍ବାଦିକ ଭବନରେ ପାଳିତ ହୋଇଯାଇଛି । ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତୀୟ ଗୌରବ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତୀୟ ଗୌରବ ଦିବସ ୧୫ ନଭେମ୍ବର ୨୦୨୫ ଦିନ ସାରା ଦେଶରେ ପାଳନ କରାଯାଉଛି । ସେହି ଉପଲେକ୍ଷେ ଆଜି ବଲାଙ୍ଗିର ପୌର ପରିଷଦ ତରଫରୁ ବିଜାଖମନ ସ୍ଥିତ ସ୍ମାର୍ଟ ପାର୍କକୁ ଧରତୀ ଆବା ଭଗବାନ ବିର୍ସା
Read More...

ବଲାଙ୍ଗିରଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀରେ ଜନଜାତୀୟ ଗୌରବ ଦିବସ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଜନଜାତୀୟ ଗୌରବ ଦିବସ ୧୫ ନଭେମ୍ବର ୨୦୨୫ ଦିନ ସାରା ଦେଶରେ ପାଳନ କରାଯାଉଛି । ସେହି ଉପଲେକ୍ଷେ ବଲାଙ୍ଗିର ଜିଲ୍ଲାର ଜନଜାତୀୟ ଗୌରବ ଦିବସ ଭିମଭୋଇ ମେଡିକାଲ କଲେଜ ସ୍ଥିତ ଅଡିଟୋରିୟମଠାରେ
Read More...

ବଲାଙ୍ଗିର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସ୍ଥାନୀୟ ଆଇଟିଆଇ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ହୃଷିକେଶ ଗଣ୍ଡ, ଗୋଷ୍ଠୀଉନ୍ନୟନ ଅଧିକାରୀ, ବଲାଙ୍ଗିରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ,
Read More...

୧୫୦ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଖର୍ଲିକାନୀ ବିର୍ସା ମୁଣ୍ଡା ପଡିଆରେ ମୁଣ୍ଡା ସମାଜ ଖର୍ଲିକାନୀ (ଡୁଙ୍ଗୁରିପଡା)ଙ୍କ ଆୟୋଜନ କ୍ରମେ ବିପ୍ଲବୀ ଧରତି ଆବା ବିର୍ସା ମୁଣ୍ଡା ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ଭଗବାନ ବିର୍ସାମୁଣ୍ଡାଙ୍କ ପୂଜାର୍ଚ୍ଚନା କରାଯାଇ
Read More...

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ ମାନଙ୍କ ସମ୍ମିଳନୀ

"ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀମାନେ ବିଦ୍ୟାଳୟର ମୁଖ୍ୟ ସ୍ତମ୍ଭ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ କନଫରେନ୍ସ ହଲ ଠାରେ ସଦର ବ୍ଲକ ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟିତ୍ରୀ
Read More...

ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ସାହାଜପାଣି ପଂଚାୟତ ଅଧିନରେ ଥିବା ବାଗଡିଆ ଗ୍ରାମରେ ବିର୍ସା ମୁଣ୍ଡା ଜୟନ୍ତୀ ଜନ ଶିକ୍ଷଣ ସଂସ୍ଥାନ ବଲାଙ୍ଗିର ତରଫରୁ ପାଳନ କରାଯାଇଥିଲା । ଏହି ସଭାରେ ସଂସ୍ଥାର କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ମିଶ୍ର,
Read More...

୧୫୦ ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳନ : ସାଲିସ ବିହୀନ ସଂଗ୍ରାମ ପାଇଁ ଆହ୍ୱାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କୋଶଲ କଳା ମଣ୍ଡଳ ପଡ଼ିଆ ବଲାଙ୍ଗିର ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆହ୍ୱାନରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କ୍ରାନ୍ତିବୀର ଜନ ଜାତିର ଜନ ନାୟକ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ସଂଘର ସାଧାରଣ
Read More...