Browsing Tag

balangir news

ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ସଇଁତଲା, (ଖୁସିରାଣୀ ସାହୁ) : ଆଜି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କେରମେଲୀ ଠାରେ ପ୍ରଧାନ ଶିକ୍ଷକଙ୍କ ଅଧକ୍ଷତାରେ ବିଦ୍ୟାଳୟ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ବିଭିନ୍ନ ଶ୍ରେଣୀର ପ୍ରାୟ ୧୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି
Read More...

ସରକାରୀ ମହାବିଦ୍ୟାଳୟରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ବିର୍ସାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. କୌତୁକ ପନ୍ଦରଙ୍କ ସଭାପତିତ୍ୱରେ ସଭାଟି ଅନୁଷ୍ଠିତ
Read More...

ଜିଲ୍ଲା ବିଦ୍ୟାଳୟ ସମୂହ କ୍ରିକେଟ ପ୍ରତିଯୋଗିତା ୨୦୨୫ ଉଦଯାପିତ : ତୁରେକେଲା ବ୍ଲକ ଚମ୍ପିୟାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲା ବିଦ୍ୟାଳୟ ସମୂହ ୧୭ ବର୍ଷରୁ କମ୍ ବାଳକ ବିଭାଗର କ୍ରିକେଟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଆଗଲପୁର ବିଇଓ ଶ୍ୟାମ ମେହେରଙ୍କ ସଭାପତିତ୍ୱରେ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ
Read More...

ବଲାଙ୍ଗିର ପବ୍ଲିକ ସ୍କୁଲରେ ଆନ୍ତର୍ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ଆନ୍ତର୍ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ବୀରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ
Read More...

ରୋଟାରି ଏଲିଟର ଉଡାନ ତରଫରୁ ଶିଶୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ବାଳିକା ବିଦ୍ୟାଳୟଠାରେ ରୋଟାରି ଏଲିଟର ଉଡାନ ତରଫରୁ ଶିଶୁ ଦିବସ ପାଳିତ ହୋଇଯାଇଛି । ଉଡାନ ଛାତ୍ରୀଙ୍କୁ ପ୍ରୋତ୍ସାହନ ପ୍ରଦାନ ଉଦ୍ଦେଶ୍ୟରେ ଉଡାନର ଶିକ୍ଷକ ଓ ରୋଟାରି ଏଲିଟର ସଭ୍ୟମାନେ ଏହି ଆୟୋଜନ କରିଥିଲେ । ଏଥିରେ ଅତିଥି ଭାବରେ ବଲାଙ୍ଗିର
Read More...

ସାଇଟ କଲେଜରେ ବିଶ୍ୱ ମଧୁମେହ ଦିବସ ସହ ଶିଶୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ପଲ୍ଲିଶ୍ରୀ ବିହାର ସ୍ଥିତ ସାଇଟ କଲେଜ ପରିସରରେ ଥିବା ସଭାଗୃହରେ ବିଶ୍ୱ ମଧୁମେହ ଦିବସ ସହ ଶିଶୁ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଡ. ପ୍ରମୋଦ କୁମାର ମିଶ୍ର ଯୋଗଦେଇଥିଲେ । ସମ୍ମାନିତ ଅତିଥି ଡ. ନାରାୟଣ ପ୍ରସାଦ ମିଶ୍ର,
Read More...

ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିଶୁ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୁଇଁତଲା ଠାରେ ଆଜି ବହୁ ଆଡମ୍ବରରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହାରଲାଲ ନେହେରୁଙ୍କ ଜନ୍ମ ଦିବସ ଅବସରରେ ଅଧକ୍ଷ ବିଜୟ କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଶିଶୁ ଦିବସ ପାଳନ ହୋଇଯାଇଛି । ଏହି ଦିନ ଜବାହାରାଲାଲ
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୧୧ତମ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଡା. ପଂଚଜନ୍ୟ ପଣ୍ଡା ଯୋଗ ଦେଇ ବିଜ୍ଞାନ ଓ ଏହାର ଆବିଷ୍କାର ବିଷୟରେ ଆଲୋକପାତ କରିଥିଲେ । ପ୍ରଥମରୁ ଅଷ୍ଟମ ଶ୍ରେଣୀ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ସୁଦପଡା ରାମଲାଲାଙ୍କ ମନ୍ଦିର ପ୍ରତିଷ୍ଠାରେ ଯୋଗଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭା ତୁଙ୍ଗ ନେତୃବୃନ୍ଦ ବରିଷ୍ଠ ଉପଦେଷ୍ଟା ସତ୍ୟବନ୍ତ ବେଦବାକ, ଗୋପବନ୍ଧୁ ପୁରୋହିତ, ଗିରିଧାରୀ ଶତପଥି, ସଭାପତି ଧନଞ୍ଜୟ ମିଶ୍ର, ସଂପାଦକ ଶ୍ୟାମ ସୁନ୍ଦର ଦାଶ, ଉପ-ସଭାପତି ବିଶ୍ୱନାଥ ମିଶ୍ର, କାର୍ଯ୍ୟକାରୀ ସଦସ୍ୟବୃନ୍ଦ କେଶବ
Read More...

ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ତିନି ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟ ପ୍ରିୟବ୍ରତ ସାମନ୍ତରାୟ ଏବଂ ଶ୍ରୀମତୀ ପ୍ରେମଶିଳା କେରକେଟା ତିନି ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସିଛନ୍ତି । ସଦସ୍ୟ ମାନେ ଏନ୍‌ଏଫ୍‌ଏସ୍‌ଏ, ୨୦୧୩ ଅଧୀନରେ ଥିବା କାର୍ଯ୍ୟକ୍ରମ ଏବଂ ଓଡ଼ିଶା ରାଜ୍ୟ ଖାଦ୍ୟ ସୁରକ୍ଷା
Read More...