ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକର ଗଇଁତାସ୍ଲା ଗ୍ରାମର ପୂର୍ବତନ ସରପଞ୍ଚ ତଥା ବିଶିଷ୍ଟ ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କର ପରଲୋକ ଘଟିଛି । ଗତ ୨୩ ତାରିଖ ସକାଳେ ସେ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ!-->…
Read More...
Read More...