Browsing Tag

balangir news

ନିଜ ସ୍ୱାମୀଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବୀରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ତାଙ୍କ ବିଧବା ପତ୍ନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଜ ସ୍ୱାମୀଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବୀରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି କଣ୍ଟାବାଞ୍ଜି ଉପଖଣ୍ଡର ଜଣେ ମହିଳା । ସୂଚନା ଅନୁସାରେ ଗତ ୨ ମାସ ଆଗରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ । ହେଲେ
Read More...

ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ ପକ୍ଷରୁ ସାଂସଦଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ସୈନିକଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଛି ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ । ୱାନ୍‌ ରେଙ୍କ ୱାନ୍‌ ପେନ୍‌ସନ୍‌ର ପ୍ରତିବାଦରେ ଅପ୍ରେଲ ୩୦ ତାରିଖରେ ସାଂସଦଙ୍କୁ ତାଙ୍କ ନିଜସ୍ୱ ବାସଭବନରେ ସାକ୍ଷାତ କରି
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

– ଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଆଜି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ସହର କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ ଦାବୀ ଓ ୨ ମାସର ଦରମା ପ୍ରଦାନ ନେଇ ଶିକ୍ଷକ ସଂଘର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସରକାରୀ ହାଇସ୍କୁଲରେ ୨୦୧୬-୨୦୨୨ ମସିହାର ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଦୁଇ ମାସର ଦରମା ଓ ନିୟମିତ ଦାବୀ ନେଇ ରାଜ୍ୟ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ବିନୋଦ କୁମାର ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ
Read More...

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ପକ୍ଷରୁ ଶ୍ରମିକ ଦିବସ ପାଳିତ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ତରଫରୁ ଆଜି ସ୍ଥାନୀୟ ସଂଘ କାର୍ଯ୍ୟାଳୟଠାରେ ସଭାପତି ପବିତ୍ର ଖୁଣ୍ଟିଆଙ୍କ ସଭାପତିତ୍ୱରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିକ୍ଷାବିତ୍‌ ମନୋରଞ୍ଜନ ସାହୁ (ସାଧାରଣ ସମ୍ପାଦକ
Read More...

ପଶ୍ଚିମ ଓଡିଶା ପ୍ରଯୋଜକ ସଂଘର ବୈଠକ ଏବଂ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନଠାରେ ପଶ୍ଚିମ ଓଡିଶା ପ୍ରାଯୋଜକ ସଂଘର ବୈଠକ ଏବଂ କର୍ମକର୍ତ୍ତା ଚୟନ ହୋଇଯାଇଛି । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ ହାରାହାରି ପଚାଶ ଜଣ ପ୍ରଯୋଜକ ଏବଂ କଳାକାର ଏହି ବୈଠକରେ ଯୋଗଦେଇ ନିଜର ସୁଚିନ୍ତିତ ମତାମତ ଦେଇଥିଲେ ।
Read More...

ସେଞ୍ଚୁରିଅନଠାରେ ରାଷ୍ଟ୍ର ନିର୍ମାଣରେ ଛାତ୍ରମାନଙ୍କର ଭୂମିକା ଶୀର୍ଷକରେ କର୍ମଶାଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ ପରିସରରେ ରାଷ୍ଟ୍ର ନିର୍ମାଣରେ ଛାତ୍ରମାନଙ୍କ ଭୂମିକା ସମ୍ପର୍କରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅନୁଷ୍ଠାନର ଆଞ୍ଚଳିକ ନିର୍ଦେଶକ ପ୍ରଦୀପ ଷଡ଼ଙ୍ଗୀଙ୍କର ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ ହୋଇଥିଲା ।
Read More...

ଲୋୟର ସୁକତେଳ ପ୍ରକଳ୍ପରେ କାମ କରୁଥିବା ସମୟରେ ଟ୍ରକ୍‌ ତଳେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ମାଗୁରବେଡାଠାରେ ଲୋୟର ସୁକତେଳ ପ୍ରକଳ୍ପ ତଥା ଡ୍ୟାମ୍‌ ପାଇଁ କାମ ଚାଲୁଥିବା ବେଳେ ଜଣେ ଶ୍ରମିକ ଏକ ଟ୍ରକ୍‌ ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି । ମୃତ ଶ୍ରମିକ ଜଣକ କଳାହଣ୍ଡି ଜିଲ୍ଲା ଗୁଂଜିଗୁଡାର ନରସିଂହ ପଟେଲ(୪୯)
Read More...

ଡ୍ରେନ୍‌ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠର ଦ୍ୱାରସ୍ଥ ହେଲେ ଦତ୍ତାନନ୍ଦ ପଣ୍ଡା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଡ୍ରେନ୍‌ ସମସ୍ୟାକୁ ନେଇ ଦ୍ୱିତୀୟ ଥର ପାଇଁ ବଲାଙ୍ଗିର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠର ଦ୍ୱାରସ୍ଥ ହୋଇଛନ୍ତି ୨୧ ନଂ ୱାର୍ଡର ବାସିନ୍ଦା ଶିକ୍ଷା ବିକାଶ ସମିତିର ଦକ୍ଷିଣ ପଶ୍ଚିମ ସଂଭାଗର ସଂପାଦକ ତଥା ଆର୍‌ଏସ୍‌ଏସ୍‌ର ଧର୍ମ ଜାଗରଣ ସମନ୍ୱୟ ପ୍ରାନ୍ତ
Read More...