Browsing Tag

balangir news

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସଭାକକ୍ଷ ଠାରେ ବାବାସାହେବ ଡ. ଭୀମ୍‌ ରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ଦେଶ ତଥା ସମାଜ ଗଠନରେ ଡ. ଆମ୍ବେଦକରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସଭାକକ୍ଷ ଠାରେ ଡ. ଭୀମ୍‌ ରାଓ ଆମ୍ବେଦକରଙ୍କର ୧୩୫ତମ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏନ୍‌.ଏସ୍‌.ଏସ୍‌ ବ୍ୟୁରୋ ଦ୍ୱାରା ଆୟୋଜିତ ସଭାରେ ପ୍ରଥମେ
Read More...

ମଲମୁଣ୍ଡା ଓ ସାଉନ୍ତପୁର କ୍ଲଷ୍ଟରରେ ଶିକ୍ଷା ସଚେତନତା ରଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୁଇଁନ୍ତଲାଙ୍କ ତରଫରୁ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ସହ ଯେପରି ପ୍ରତ୍ୟେକ ପିଲା ବିଦ୍ୟାଳୟକୁ ପାଠ ପଢିବାକୁ ଯିବେ ସେ ନେଇ ଅଭିଭାବକ ମାନଙ୍କୁ ସଚେତନ କରିବାର
Read More...

ଲୋକାର୍ପିତ ହେଲା ପଦ୍ମନାଭ ପୁରୋହିତଙ୍କ ଲିଖିତ ପୁସ୍ତକ ‘ଆମ କମ୍ପ୍ୟୁଟର’

କେସିଙ୍ଗା, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକର ପୂର୍ବତନ ଗୋଷ୍ଠୀ କେସିଙ୍ଗା ଉନ୍ନୟନ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ଲିଖିତ ପୁସ୍ତକ ‘ଆମ କମ୍ପ୍ୟୁଟର’ର ଦ୍ୱିତୀୟ ସଂସ୍କରଣ ଋଣ ଭୁବନେଶ୍ୱର ଠାରେ ପୂର୍ବତନ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ କରକମଳରେ
Read More...

ଓଡିଆ ପକ୍ଷ ପାଳନ ଅବସରରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବଲାଙ୍ଗିରର ସଂସ୍କୃତି ଭବନ ଠାରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିବଂଗତ ବନ୍ଦନୀୟ ବରପୁତ୍ର ମାନଙ୍କର ସାରସ୍ୱତ କୃତି ଆମର ସମୃଦ୍ଧ ସାରସ୍ୱତ ପରଂପରାର ପରିଚୟ ସେମାନଙ୍କ ପ୍ରଦର୍ଶିତ ମାର୍ଗରେ ଆମେ ଓ ଆମର ଉତ୍ତରପିଢି ଆଗକୁ ବଢିଲେ ହିଁ ସେମାନଙ୍କ ପ୍ରତି ଆମର ରକ୍ତ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଛନ୍ତି ଓଡିଶା ସାହିତ୍ୟ
Read More...

ବଲାଙ୍ଗିରରେ ପୁଣି ମର୍ଡର : ବିଷ୍ଣୁମୁଣ୍ଡାର ମନୋଜ ନାଏକଙ୍କୁ ନୃଶଂସ ହତ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ପୁଣି ମର୍ଡର । ଗତକାଲିର ହତ୍ୟାକାଣ୍ଡ ସାରା ସହରକୁ ସ୍ତବ୍ଧ କରି ଦେଇଥିବା ବେଳେ ଆଜି ପୁଣି ଏକ ମର୍ଡର୍‌ ଘଟଣା ବଲାଙ୍ଗିର ସହରକୁ ତାଜୁବ୍‌ କରି ପକାଇଛି । ଯୁବକଙ୍କୁ ଟାଙ୍ଗିଆ ଚୋଟ ମାରି ହତ୍ୟା କଲା ନୃଶଂସ ହତ୍ୟାକାରୀ । ହତ୍ୟା ପରେ ହତ୍ୟାକାରୀ
Read More...

ଦୁହେଲ ଛକରେ ଗ୍ରାମୀଣ ଲୋକକଳା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦୁହେଲ ଛକ ଡିଙ୍ଗର କୁଅଁର ଖେଳ ପଡିଆ ମୁକ୍ତ ମଂଚରେ ଗ୍ରାମୀଣ ଲୋକକଳା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଭବାନୀ ଶଙ୍କର କଳା ପରିଷଦ ଦ୍ୱାରା ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଭାଗିତାରେ ସଭାପତି ଗୋକୁଳ ବିହାରୀ କୁଅଁର
Read More...

୫ ଦିନ ହେବ ହରିଶଙ୍କରରେ ବୈଶାଖ ମେଳା

ମଇ ୮ରୁ ୧୨ ଦେବାଳୟ ସୁରକ୍ଷା କମିଟିର କଥା ରଖିଲା ଜିଲ୍ଲ ପ୍ରଶାସନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ହରିଶଙ୍କର ହେଉଛି ଐତିହାସିକ ତିର୍ଥ କ୍ଷେତ୍ର । ଗନ୍ଧମାର୍ଦ୍ଦନ ପାହାଡରେ ହରି ଓ ଶଙ୍କରଙ୍କ ମିଳନ ସ୍ଥଳି । ରାଜ୍ୟ ବାହାରୁ ହଜାର ହଜାର ଭକ୍ତଙ୍କ ଭିଡ ହେଉଥିବା ବେଳେ ଗତ ବର୍ଷ ଭଳି ଏ
Read More...

ବଲାଙ୍ଗିର ଚମ୍ପିୟାନ ଲିଗ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମ ଠାରେ ଜାଲିଥିବା ଚମ୍ପିୟାନ ଲିଗ୍‌ର ଅଷ୍ଟମ ଦିବସର ପ୍ରଥମ ମ୍ୟାଚଟି ଟିମ୍‌ ଲାୟନ ଓ ଆବ୍ରାହମ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟିମ୍‌ ଲାୟନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ ବିନିମୟରେ ୧୪୧ ରନ୍‌ ସଂଗ୍ରହ
Read More...

ଯୁବ କୁଲୁତା ସମାଜ ତରଫରୁ କୁଲୁତା ଦିବସ ପାଳିତ

ବଲାଙ୍ଗିର,(ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ ଅସୀମ କରାଟେ ଏକାଡେମୀ ଠାରେ କୁଲୁତା ଦିବସ ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ସଭାପତିତ୍ୱରେ ବଡ ସମାରୋହ ସହ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ କ୍ରୀଡା କ୍ଷେତ୍ରରେ
Read More...

ଲୋକାର୍ପିତ ହେଲା ‘କବିର କବିତା’

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ କବି ଶିବ ନାରାୟଣ ଷଡଙ୍ଗୀଙ୍କ କବିତା ସଙ୍କଳନ ‘କବିର କବିତା’ ଲୋକାର୍ପିତ ହୋଇଯାଇଛି । କୃଷ୍ଣଚନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମଂଚ ପୂଜା କରାଯିବା ପରେ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ
Read More...