Browsing Tag

balangir news

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ
Read More...

ରାମ ନାରାୟଣ ଦାଶ ହେଲେ ଗୋଲଡେନ୍‌ ଆୱାର ହିରୋ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ସରକାରଙ୍କ ତରଫରୁ ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପଠାରେ ସଡକ ସୁରକ୍ଷା ସଂପର୍କିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ରେଡକ୍ରସ୍‌ କର୍ମୀ, ରାଜ୍ୟସ୍ତରୀୟ ରକ୍ଷକ ମାଷ୍ଟର ଟ୍ରେନର ତଥା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଉଚ୍ଚ
Read More...

ପିଏଚ୍‌ଡି ଛାତ୍ରୀଙ୍କ ଅକାଳ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଶାନ୍ତିପଡାରେ ଜଣେ ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି । ଆମେରିକାରେ ପିଏଚ୍‌ଡି କରୁଥିବା ଛାତ୍ରୀ ନିହାରିକା ଦଳପତି(୨୬) ଘରେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ଚିକିତ୍ସା
Read More...

ଆସନ୍ତାକାଲି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜରଙ୍ଗ ଦଳ ପକ୍ଷରୁ ଆସନ୍ତାକାଲି ବଲାଙ୍ଗିର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ବନ୍ଦ ପାଳନ କରାଯିବା ନେଇ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ସ୍କୁଲ,
Read More...

ବଢୁଛି ଖରା, ଜଳୁଛି ଓଡିଶା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଢୁଛି ଖରା । କଲବଲ କରୁଛି ତାତି । ପ୍ରାୟତଃ ସ୍ଥାନରେ ୪୦ ଡିଗ୍ରୀ ପାର କଲା ତାପମାତ୍ରା । ପାଣିପାଗ ବିଭାଗ ଠାରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ପ୍ରାୟତଃ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ତେବେ ବାରିପଦାରେ ସର୍ବାଧିକ ୪୪.୬ ଡିଗ୍ରୀ
Read More...

ଗ୍ରୀଷ୍ମ ପ୍ରବାହରୁ ରକ୍ଷା ନିମନ୍ତେ କେତେକ ସଚେତନତା ବାର୍ତ୍ତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ୪୦ ଡିଗ୍ରୀ ପାର କରିଛି ତାତି । ଅଂଶୁଘାତର ଆଶଙ୍କା ଏବେ ୧୦୦ ପ୍ରତିଶତ ପାଖାପାଖି । ଏହାକୁ ଦୃଷ୍ଟିରେ ରଖି ସମସ୍ତେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେଇ ସତର୍କ ରହିବା ଅତ୍ୟନ୍ତ ଆବଶ୍ୟକ ଅଟେ । ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ମଧ୍ୟରେ ଆସନ୍ତୁ କେତେକ ଦିଗ
Read More...

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନଠାରେ ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ହାଉସିଂ ବୋର୍ଡ
Read More...

ପେଟ୍ରୋଲିଂ ସମୟରେ ଖର୍‌ସେଲ୍‌ ସଂରକ୍ଷିତ ଜଙ୍ଗଲ ଭିତରେ ୮୦ କ୍ୱିଣ୍ଟାଲ୍‌ ସବୁଜ ଜାଲେଣି କାଠ ବୋଝେଇ ୨ଟି ଟ୍ରାକ୍ଟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ପେଟ୍ରୋଲିଂ ସମୟରେ ଗତକାଲି ରାତି ପ୍ରାୟ ସାଢେ ୭ଟା ସମୟରେ ଖର୍‌ସେଲ୍‌ ସଂରକ୍ଷିତ ଜଙ୍ଗଲ ଭିତରେ ବଲାଙ୍ଗିର ବନ ବିଭାଗ ପ୍ରାୟ ୮୦ କ୍ୱିଣ୍ଟାଲ୍‌ ସବୁଜ ଜାଲେଣି କାଠ ବୋଝେଇ ୨ଟି ଟ୍ରାକ୍ଟର ଜବତ୍‌ କରିବା ସହ ୪ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଜବତ୍‌ ୨
Read More...

ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିବସ : ଏଏଫ୍‌ସିସି ଓ ତୁଷାର ରୟାଲ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମଠାରେ ଚାଲୁଥିବା ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସର ପ୍ରଥମ ମ୍ୟାଚ୍‌ଟି ଏଏଫ୍‌ସିସି ଓ ସ୍ୱରାଜ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସ୍ୱରାଜ ଦଳ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରି ମାତ୍ର ୭୯ ରନ୍‌ରେ ସମସ୍ତ ୱିକେଟ
Read More...

ଭଗବାନ ପର୍ଶୁରାମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ବ୍ରାହ୍ମଣ ମହାସଭାର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ନୃସିଂହ ମନ୍ଦିର ପରିସରରେ କାର୍ଯ୍ୟକାରୀ କମିଟି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଓଁକାର ଧ୍ୱନି ଏବଂ ଭାଗବତ ଗୀତାର ଚତୁର୍ଥ ଅଧ୍ୟାୟ ଆହୁତି କରିବା ପରେ ସମ୍ପାଦକ ଆଇନଜୀବୀ
Read More...