ଅଗ୍ନିଶମ ସେବା ସପ୍ତାହ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଅଗ୍ନିଶମ ବାହିନୀ କାର୍ଯ୍ୟାଳୟରେ ଅଗ୍ନିଶମ ସେବା ସପ୍ତାହ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହାକୁ ସରକାରୀ ଅଗ୍ନିଶମ ଅଧିକାରୀ ରବୀନ୍ଦ୍ର ପରିଡା ଉଦ୍ଘାଟନ କରିଥିଲେ । ଏପ୍ରିଲ ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଅଗ୍ନିଶମ ସହିଦ ସପ୍ତାହ ଭାବେ!-->…
Read More...
Read More...