Browsing Tag

balangir news

ଅଘରିଆ ସମାଜର ଷଷ୍ଠ କାର୍ଯ୍ୟକାରୀ ବୈଠକ ସମାପ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାଅଖିଳ ଭାରତୀୟ ୮୪ ଘର ଅଘରିଆ ସମାଜ, ଆଞ୍ଚଳିକ କମିଟିର ଷଷ୍ଠ କାର୍ଯ୍ୟକାରୀ କମିଟି ବୈଠକ କୁରୁଲ ଗୁଡ଼ି ଅଧୀନସ୍ଥ କଷାବାହାଲ ଗାଁ ରେ ଅନୁଷ୍ଠିତ ହୋଇ ପ୍ରାୟ ୨୫୦୦ରୁ ଉର୍ଦ୍ଧ ଜାତି ଭାଇ ଭଉଣୀ ଉପସ୍ଥିତ ଥିଲେ । ପ୍ରତି ତିନି ମାସରେ ଥରେ ସମାଜର
Read More...

‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମାଟିର ସମ୍ବାଦପତ୍ର ‘କୋଶଳ ପ୍ରବାହ’ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ‘କୋଶଳ ପ୍ରବାହ’ର ସଂପାଦକ ଆନଂଦ ଚଂଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ମା’ ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ମହୋତ୍ସବ ପୂର୍ବରୁ ପୁନଉଦ୍ଧାର ସମ୍ପୂର୍ଣ୍ଣ ଦାବି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥିତ ମା’ ପାଟଣେଶ୍ୱରୀ ମନ୍ଦିର ପୀଠକୁ ୧୫୦ ବର୍ଷ ପୂର୍ତ୍ତି ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ଦେବାଳୟ ଐତିହ୍ୟ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଆଗାମୀ ଜାନୁଆରୀ ମାସ ପହିଲା ସପ୍ତାହରେ ପାଟଣେଶ୍ୱରୀ ମହୋତ୍ସବ ଆୟୋଜନ ପାଇଁ ଉପଜିଲ୍ଲାପାଳ ତଥା
Read More...

ବଲାଙ୍ଗିର ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ପରିଚୟ ବର୍ଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସରକାରୀ ଟାଉନ ବାଳିକା ବିଦ୍ୟାଳୟ ଠାରେ ବଲାଙ୍ଗିର ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ପରିଚୟ ବର୍ଗ ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ପଶ୍ଚିମ ପ୍ରାନ୍ତ ରାଜ୍ୟ
Read More...

ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସ୍ୱତନ୍ତ୍ର ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘର ସ୍ୱତନ୍ତ୍ର ତଥା ଶେଷ ସମ୍ମିଳନୀ ଉତ୍ସାହ ଓ ଉଦ୍ଦୀପନାର ସହିତ ରେନ୍‌ବୋ ପ୍ୟାଲେସ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ୧୭ଟି ଜିଲ୍ଲାରେ କାମ କରୁଥିବା ଗ୍ରାମୀଣ ବ୍ୟାଙ୍କର ଶତାଧିକ କର୍ମଚାରୀ
Read More...

ଅନୁସୁଚିତ ଜାତି ଓ ଜନଜାତି କର୍ମଚାରୀ ପରିଷଦର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

ଧରତୀ ଆବା ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଛୁଟି ଘୋଷଣା କରାଯାଉ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋଁଣ୍ଡୱାନା ଭବନ ଠାରେ ଓଡ଼ିଶା ଅନୁସୁଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ ବଲାଙ୍ଗିର ଜିଲ୍ଲା ଶାଖାର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ବଲାଙ୍ଗିର ଓଷ୍ଟା ଜୋନ୍‌ର ସାମ୍ବିଧାନିକ ସମ୍ବିଳନୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭଗବାନ ବିଦ୍ୟାମନ୍ଦିର ଖୁଜେନପାଲି ଠାରେ ବଲାଙ୍ଗିର ଜୋନର ସାଂଗଠାନିକ ସମ୍ମିଳନୀ ସଭାପତି ସୁରେଶ ଷଡଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ରାଜ୍ୟ ଉପ- ସଭାପତି ସୁଧିର କୁମାର ନାଏକ, ରାଜ୍ୟ ସଂପାଦିକା ରଂଜିତା ମିଶ୍ର, ଜିଲ୍ଲା ସଭାପତି
Read More...

ମାସିକ ରଚନା ସନ୍ଧ୍ୟାରେ “ଆମ ସଂସ୍କୃତି ଓ ଆଧୁନିକତା” ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପରିବର୍ତ୍ତନଶୀଳ ସମୟ ସହ ତାଳ ଦେଇ ଆମ ସମାଜ ମଧ୍ୟ ପରିବର୍ତ୍ତନକୁ ଆପଣେଇ ଥାଏ । କିନ୍ତୁ ଆମେ ଆମ ସଂସ୍କୃତି ଓ ପରମ୍ପରାକୁ ପାଶୋରି ଦେବା ଉଚିତ ନୁହେଁ । ଆଧୁନିକତାର ଅର୍ଥ ନିଜ ସଂସ୍କୃତିକୁ ଭୁଲିଯିବା ନୁହେଁ । ଆମ ଭାରତୀୟ ସଂସ୍କୃତି ଏକ ଶୃଙ୍ଖଳିତ
Read More...

ଘରୋଇ ଓ ସରକାରୀ ବସ୍‌ ଏବଂ ସ୍କୁଲ ବସ କର୍ମଚାରୀଙ୍କୁ ଅଗ୍ନି ନିରାପତ୍ତା ତାଲିମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଘରୋଇ, ସରକାରୀ ଓ ସ୍କୁଲ ବସ କର୍ମଚାରୀଙ୍କୁ ଅଗ୍ନି ନିରାପତ୍ତା ଓ ଦୁର୍ଘଟଣାରୁ ସୁରକ୍ଷା ନେଇ ଏକ ତାଲିମ କାର୍ଯ୍ୟକ୍ରମ ନୂତନ ବସ ଟର୍ମିନାଲ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଂଚଳିକ ପରିବହନ ଓ ଅଗ୍ନିଶମ ବିଭାଗର ମିଳିତ
Read More...

ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବା ରତ୍ନ ସମ୍ମାନ ୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ବଲାଙ୍ଗିରର ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆଗାମୀ ଡିସେମ୍ବର ୨୫ ତାରିଖ ଦିନ ସ୍ଥାନୀୟ ହୋଟେଲ ପାର୍କ ଲ୍ୟାଣ୍ଡଠାରେ ଅନୁଷ୍ଠିତ ହେବ । ଏଥିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ ସାହୁଙ୍କୁ ଚଳିତ
Read More...