Browsing Tag

balangir news

ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ଶିକ୍ଷଣ ମଣ୍ଡଳର ଓଡିଶା ପଶ୍ଚିମ ପ୍ରାନ୍ତ ଉପସଭାପତି ତଥା ସୋନପୁର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ମା’ ସରୋଜିନୀ ମିଶ୍ରଙ୍କ ୯୩ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ଏହି କ୍ରମରେ ଭାରତୀୟ ଶିକ୍ଷଣ ମଣ୍ଡଳ ବଲାଙ୍ଗିର
Read More...

ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମା’ଙ୍କ ବାସନ୍ତୀକ ଦୁର୍ଗାପୁଜା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମା' ଜଗତ ଜନନୀ ଦୁର୍ଗାଙ୍କ ଚୈତ୍ର ନବରାତ୍ର ଚାଲିଥିବା ସମୟରେ ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ବଲାଙ୍ଗିର ରୁଗୁଡିପଡା ଦୁର୍ଗାପୁଜା ଟ୍ରଷ୍ଟ ଆନୁକୂଲ୍ୟରେ ଷଷ୍ଠୀ ତିଥି ଅନୁଯାୟୀ ଗତକାଲି ମା'ଙ୍କ ବେଲ୍ୱବରଣ କରାଯାଇ ଆଜି ସପ୍ତମୀ ତିଥିରେ ସକାଳ ୬ ଘଣ୍ଟା
Read More...

ମାଳମାଳ ଫର୍ଜି ସାର୍ଟିଫିକେଟ୍‌, ମାଳମାଳ ଅଭିଯୁକ୍ତ : ଚେର ଲମ୍ବିଛି କାହିଁରୁ କାହିଁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାଳମାଳ ଫର୍ଜି ସାର୍ଟିଫିକେଟ୍‌କୁ ମାଳମାଳ ଅଭିଯୁକ୍ତ । ଏହି ରାକେଟର ଚେର ଆହୁରି ଲମ୍ବିଥିବା ସୂଚନା ମିଳିଛି । ରିଲାଏନ୍ସ ଏଜୁକେସନ୍‌ ସେଣ୍ଟର ଉପରେ ଚଢାଉ କରି ପୁଲିସ ହାତେଇଥିବା ବିଶେଷ ଆପତ୍ତିଜନକ ପ୍ରମାଣ ତଦନ୍ତକୁ ଯୋଗାଇଛି ମଜବୁତ୍‌ ଖୋରାକ୍‌ । ଯେତେ
Read More...

ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା : ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ

ବଲାଙ୍ଗିର, (କେପିଏନ୍‌ଏସ୍) : ଆଧୁନିକ ଯୁଗରେ ପଠନ ଅଭ୍ୟାସ କମିଯାଉଛି। ଫଳରେ ଲୋକଙ୍କ ଭିତରେ ଜୀବନ ଅନ୍ବେଷଣ ଭାବ ନାହିଁ। ଲୋକେ ଏକ ଗତାନୁଗତିକ ଧାରାରେ ବଂଚୁଛନ୍ତି। ପୁସ୍ତକ ପଠନର ଅଭ୍ୟାସ ବଢିଲେ ଜୀବନବୋଧ ବଢିବ। ନିରାଶା ଭାବ ଆଉ ଲୋକଙ୍କ ଭିତରେ ଆସିବ ନାହିଁ ବୋଲି କହିଛନ୍ତି ଗୁରୁଶ୍ରୀ
Read More...

ବଲାଙ୍ଗିର କଂଗ୍ରେସର ସଂକଳ୍ପ ସତ୍ୟାଗ୍ରହ

ବଲାଙ୍ଗିର, (କେପିଏନ୍‌ଏସ୍‌) : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ କ୍ରମବଦ୍ଧିଷ୍ଣୁ ଆକ୍ରୋସ ରାଜନୀତି ପ୍ରତିବାଦରେ ବଲାଙ୍ଗିର ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲା ସଭାପତି ଦିଲିପ ବେହେରାଙ୍କ ନେତୃତ୍ୱରେ ଗାନ୍ଧୀନଗରପଡା ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ
Read More...

ଲୋଇସିଂହା ବ୍ଲକ ଅନ୍ତର୍ଗତ କନ୍ଦାଜୁରିଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି…

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାର୍ଚ୍ଚ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଲୋଇସିଂହ। ବ୍ଲକ ଅନ୍ତର୍ଗତ କନ୍ଦାଜୁରି ଗ୍ରାମ ପଞ୍ଚାୟତଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ଫର୍ଜି ସାର୍ଟିଫିକେଟ୍‌ ମାମଲାକୁ ନେଇ ବଲାଙ୍ଗିର ଏସ୍‌ପିଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୁଲିସର କ୍ଲିନ୍‌ କ୍ରିମିନାଲ୍‌ ମିଶନ୍‌ ଜୋର୍‌ ଧରିଥିବା ବେଳେ ଫର୍ଜି ସାର୍ଟିଫିକେଟ୍‌ ମାମଲା ପୁଲିସ୍‌ ପନ୍‌ଝାକୁ ଆସିଛି । ଆଜି ଏସ୍‌ଡିପିଓ ତୋଫାନ ବାଗ, ବଲାଙ୍ଗିର ଟାଉନ୍‌ ଥାନା ଆଇଆଇସି ବିଶ୍ୱଜିତ ମନବୋଧ, ସଦର ଆଇଆଇସି ଶ୍ରୀକାନ୍ତ ସାହୁଙ୍କ
Read More...

ଖାଉଟି କର୍ମଶାଳା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଞ୍ଚଳ ଅନ୍ତର୍ଗତ ତୁଳସୀନଗର ସ୍ଥିତ ଗୋଷ୍ଠୀ ଗୃହଠାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନଙ୍କୁ ନେଇ ବଲାଙ୍ଗିର ଜିଲ୍ଲା ବୈଧମାପ ବିଜ୍ଞାନ ଆନୁକୂଲ୍ୟରେ ଆଦିତ୍ୟ ଏଜୁକେସନାଲ୍‌ ଓ ଚେରିଟେବୁଲ ଟ୍ରଷ୍ଟ ବଲାଙ୍ଗିର ସହଯୋଗରେ ଏକ ଖାଉଟି
Read More...

ମାଲପଡା ହନୁମାନ ମନ୍ଦିର ଜୟନ୍ତୀ ପାଳନ କମିଟିର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମାଲପଡା ହନୁମାନ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ପାଳନ କମିଟି ପକ୍ଷରୁ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଓ ଉପଦେଷ୍ଟାମାନେ ଉପସ୍ଥିତ ରହି ନିଜ ନିଜ ମତ ଉପସ୍ଥାପନ
Read More...

ରକ୍ତଦାନ କଲେ ଯୁବ କୁଲୁତା ସମାଜର ସଦସ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଯୁବ କୁଲୁତା ସମାଜର ସଦସ୍ୟ ଜଣେ ରୋଗୀଙ୍କୁ ରକ୍ତଦାନ କରି ତାଙ୍କ ଜୀବନ ବଞ୍ଚାଇଛନ୍ତି । ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ଘାଟପୁଇଁନ୍ତଲା ଗ୍ରାମର ଶଶୀଭୂଷଣ ଦାସ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ
Read More...