Browsing Tag

balangir news

ବଲାଙ୍ଗିର ଦୁର୍ଗା ମନ୍ଦିର ସାମ୍ନାରେ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ମା' ଦୁର୍ଗାଙ୍କ ମନ୍ଦିର ସାମ୍ନାରେ ଏକ କାର, ଏକ ପିକଅପ୍ ଗାଡ଼ି ଓ ଏକ ଏଟିଏମ୍ ଗାଡ଼ି ପଛକୁ ପଛ ଆସୁଥିବା ବେଳେ ୩ ଗାଡ଼ି ଧକ୍କା ହୋଇଥିବା ଜଣାପଡିଛି । ଫଳରେ ଗାଡ଼ି ଗୁଡ଼ିକର କାଚ ଭାଙ୍ଗି ରୁଜି ଚୁରମାର ହୋଇଯାଇଛି । ତେବେ ଏହି ଦୁର୍ଘଟଣାରେ
Read More...

ଦୁଇ ଛାତ୍ରାବାସ ଅନ୍ତେବାସୀଙ୍କୁ ଭେଟିଲେ ରାଜେନ୍ଦ୍ର ଆଲୁମିନି କମିଟି

ଛାତ୍ରଙ୍କ ସହିତ ରହିଛନ୍ତି ବଲାଙ୍ଗିରବାସୀ, ସମସ୍ୟାର ମୁକାବିଲା ପାଇଁ ମିଳିତ ପ୍ରୟାସ ହେବ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଋଷ୍ୟଶୃଙ୍ଗ ଓ ଗନ୍ଧମାର୍ଦ୍ଦନ ଛାତ୍ରାବାସର ଦୁଇଜଣ ଛାତ୍ରଙ୍କୁ ଜଣେ ନିଶାଖୋର ଯୁବକ ବ୍ଲେଡରେ ଆକ୍ରମଣ କରିଥିଲା । ସେହି
Read More...

ବ୍ରାହ୍ମଣୀଡୁଙ୍ଗୁରୀ ଠାରେ ବନ ବିଭାଗ ପକ୍ଷରୁ ଚଢାଉ : କାଠ ବୋଝେଇ ଟ୍ରାକ୍ଟର ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଡୁଙ୍ଗୁରୀ ଠାରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣରେ କାଠ ଓ ଏକ କାଠ ବୋଝେଇ ଟ୍ରାକ୍ଟର ଜବତ କରାଯାଇଥିବା ନେଇ ସୂଚନା ମିଳିଛି । ତେବେ ଡିଏଫଓ ନିତିଶ କୁମାରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର
Read More...

କ୍ଷୁଦ୍ର ଚଳଚ୍ଚିତ୍ର ‘ଭରସା’ର ଲୋକାପର୍ଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନଠାରେ କ୍ଷୁଦ୍ର ଚଳଚ୍ଚିତ୍ର 'ଭରସା'ର ଲୋକାପର୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...

ଆଗ ଥଇଥାନ ପରେ ଉଚ୍ଛେଦକୁ ପାଳନ କଲା ବଲାଙ୍ଗିର ପୌର ପରିଷଦ

ଜାଗା ମିଶନ ଜରିଆରେ ୧୬ଟି ପରିବାରଙ୍କୁ ପଟ୍ଟା ବଣ୍ଟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋକଙ୍କୁ ବାସହୀନ, ଆଶ୍ରାହୀନ ଓ ଅସହାୟ କରି ଛାଡିଦେଇ ଧ୍ୱଂସସ୍ତୁପ ଉପରେ ବିକାଶ ଆମର ଲକ୍ଷ ନୁହେଁ । ବଲାଙ୍ଗିରର ସବୁ ବର୍ଗର ଲୋକଙ୍କୁ ନେଇ ବିସ୍ଥାପନ ପୂର୍ବରୁ ଉଚିତ ଥଇଥାନ କରି ବିକାଶ କରିବା
Read More...

ଧର୍ମ ପରାୟଣା ମହିଳାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାମଜୀପଡ଼ା ନିବାସୀ ଅଚ୍ୟୁତାନନ୍ଦ ଗୁରୁଙ୍କ ଧର୍ମପତ୍ନୀ ନନ୍ଦିନୀ ଦେବୀ ଗୁରୁଙ୍କ ତା.୧୦.୦୨.୨୦୨୩ ସକାଳେ ୭୮ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଏସଡ଼ିପିଓ ବୌଦ୍ଧ ଆନନ୍ଦ ଗୁରୁ, ବୋହୂ ମଞ୍ଜୁ ଗୁରୁ, ୨ ଝିଅ ଆରତୀ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ସଭାରେ ବଲାଙ୍ଗିର ବ୍ଲକ
Read More...

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ତରଭା ବ୍ଲକ ଅତାସିଂହା ସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଆନ୍ତର୍ଜାତୀୟ କରାଟେ ସ୍ୱର୍ଣ୍ଣ ପଦକ ବିଜେତା ତଥା ସେଲ୍ଫ ଡିଫେନ୍ସ ଏକ୍ସପାର୍ଟ ଅସୀମ କୁମାର ଭୋଇ
Read More...

କୁଡାସିଂହାରେ ସୁନ୍ଦରାକାଣ୍ଡ ପାରାୟଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ତୁଳସୀ ରାମାୟଣର ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ବିଭୁଷିତ ପୂଜ୍ୟପାଦ ଶଙ୍କରାଚାର୍ଯ୍ୟ ପୁରୀ ଗୋବର୍ଦ୍ଧନ ପୀଠାଧିଶ୍ୱର ଶ୍ରୀ ଶ୍ରୀ
Read More...

ରେଡକ୍ରସ୍‌ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଠଗାଁ ହାଇସ୍କୁଲ ଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ୍‌ ପରାମର୍ଶଦାତାମାନଙ୍କ ତ୍ରିଦିବସୀୟ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ
Read More...