Browsing Tag

balangir news

ଡଃ. ଆମ୍ବେଦକର ଓ ଭଗବାନ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସ୍ଥାପନ କଲେ ଲକ୍ଷେ ଘର ଗଣ୍ଡା ସମାଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଗେଡ ସରୋବର ପଡା ଠାରେ ଲକ୍ଷେ ଘର ଗଣ୍ଡା ସମାଜ ତରଫରୁ ସମ୍ବିଧାନର ଜନକ ଡଃ. ବି.ଆର.ଆମ୍ବେଦର ଓ ଭଗବାନ ବୁଦ୍ଧଙ୍କ ପ୍ରତିମ୍ରୂର୍ତ୍ତି ସ୍ଥାପନ ତଥା ଉନ୍ମୋଚନ ହୋଇଯାଇଛି । ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...

ପଥରଚେପା ଠାରେ ରାସ୍ତା ଅବରୋଧ କରି ଆନ୍ଦୋଳନ କଲେ ଗ୍ରାମବାସୀ

ବିଜୁଳି ଓ ରାସ୍ତାଘାଟ ନିର୍ମାଣ ଦୁର୍ନୀତିରେ ଲିପ୍ତ ସଦର ବ୍ଲକ ପ୍ରଶାସନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସହରକୁ ଲାଗି ସଦାଇପାଲି ପଂଚାୟତ ଅନ୍ତର୍ଗତ ପଥରଚେପା ଗ୍ରାମ । ପ୍ରାୟତଃ ଆଦିବାସୀ, ଦଳିତ ଓ ନିମ୍ନ ଆୟ ବର୍ଗର ଲୋକେ ଏଠି ବାସ କରନ୍ତି । ବଲାଙ୍ଗିର ସହରର ଅତି ନିକଟରେ ଥିଲେ ମଧ୍ୟ
Read More...

ପଞ୍ଚମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷର ପଞ୍ଚମ କ୍ଲଷ୍ଟର ସ୍ତରୀୟ ବୈଠକ କନକପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅଶ୍ୱିନୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଡବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜଗଦୀଶ ପଧାନ ଆର୍‌ପି
Read More...

ମୌଳିକ ଅଧିକାର୍‌ ଲାଗି ରାସ୍ତାରୋକ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୌଳିକ ଅଧିକାର୍‌ ଲାଗି ରାସ୍ତାରୋକ୍‌ ବୋବାଲ୍‌ କରୁଛନ୍‌ ଅଂଚଲବାସୀ । ବଲାଙ୍ଗିର ପାଟଣାଗଡ ମୁଖ୍ୟ ରାସ୍ତା ପଥର୍‌ଚେପାଠାନେ ଚାଲିଛେ ରାସ୍ତାରୋକ୍‌ । ପଥର୍‌ଚେପା ଆର୍‌ ଆଖପାଖର୍‌ ଲୁକେ ତାକର୍‌ ମୌଳିକ ଅଧିକାର୍‌ ଲାଗି ଆଏଜ୍‌ ରାସ୍ତାକେ ଉତ୍‌ରିଛନ୍‌ ।
Read More...

ସ୍ୱର୍ଗତ ସୂର୍ଯ୍ୟମଣି ଦେବୀଙ୍କ ଶ୍ରାଦ୍ଧ ଜୟନ୍ତୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡ଼ା. ସିନ୍ଧୁ ନନ୍ଦିନୀ ତ୍ରିପାଠୀ (ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ)ଙ୍କ ମାତା ସ୍ୱର୍ଗତ ସୂର୍ଯ୍ୟମଣି ଦେବୀଙ୍କ ପୂଣ୍ୟ ଶ୍ରାଦ୍ଧ ଦିବସ ନେସନାଲ ପିସ ୟୁନିସନ ମଧ୍ୟରେ ପାଳନ କରାଯାଇଛି । ସ୍ୱର୍ଗତ ସୂର୍ଯ୍ୟମଣି ଦେବୀ ବଲାଙ୍ଗିର ଜିଲ୍ଲାରେ ଆର୍ଥିକ ସ୍ୱଚ୍ଛଳତା
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା -୨୦୨୫ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉପରଝର ଠାରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ତିନିଦିନ ଧରି ହେବାକୁ ଥିବା ଏହି ପ୍ରତିଯୋଗିତାର ଉଦଘାଟନୀ ଉତ୍ସବରେ ଦେଓଗାଁ
Read More...

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ
Read More...

ରାଜ୍ୟ ଭାରୋତ୍ତୋଳନ ପ୍ରତିଯୋଗିତା : ବଲାଙ୍ଗିର ଝିଅ ସୁନୈନାଙ୍କୁ ରୌପ୍ୟ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଥିବା ୭୨ତମ ଓଡିଶା ରାଜ୍ୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିର ଝିଅ ସୁନୈନା ବେହେରାଙ୍କୁ ରୌପ୍ୟ ପଦକ ମିଳିଛି । ଗତ୨୮ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ସୁନୈନା ବେହେରା ବଲାଙ୍ଗିର ଜିଲ୍ଲା ତରଫରୁ
Read More...

ଟାଇକଣ୍ଡୋ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଦଳର କଟକ ଗସ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ କଟକର ନେତାଜୀ ଇନଡୋର ଷ୍ଟାଡିୟମରେ ଓଡିଶା ଟାଇକଣ୍ଡୋ ଏସୋସିଏସନ ତରଫରୁ ରାଜ୍ୟ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା ଜାତୀୟ
Read More...

ଜିଲ୍ଲାସ୍ତରୀୟ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : "ଭାରତର ଲୌହ ପୁରୁଷ” ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀକୁ ସାରା ରାଜ୍ୟରେ ସର୍ଦ୍ଦାର ଅ ୧୫୦ ଉତ୍ସବ ଭାବେ ଆୟୋଜନ କରିବେ । ବଲାଙ୍ଗିର ଜିଲ୍ଲାରେ ମହାଆଡମ୍ବର ସହକାରେ ପାଳନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ
Read More...