ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର!-->…
Read More...
Read More...