ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନର ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଅନୁଷ୍ଠିତ
ବଲାଙ୍ଗିର, (କେପିଏନ୍ଏସ୍) : ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନ ଓଡିଶା ତରଫରୁ ବଲାଙ୍ଗିର ପଂଚାୟତ ସାଧନ କେନ୍ଦ୍ର ଠାରେ ଏକ ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୂର୍ବତନ ରାଜ୍ୟ ଆବାହକ ଉମେଶ ଚନ୍ଦ୍ର ପୁରୋହିତ ଅଧ୍ୟକ୍ଷତା କରିଥିଲେ ଏବଂ ରାଜ୍ୟ!-->…
Read More...
Read More...