Browsing Tag

balangir news

ପିଏଚ୍‌ଡି ଛାତ୍ରୀଙ୍କ ଅକାଳ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଶାନ୍ତିପଡାରେ ଜଣେ ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି । ଆମେରିକାରେ ପିଏଚ୍‌ଡି କରୁଥିବା ଛାତ୍ରୀ ନିହାରିକା ଦଳପତି(୨୬) ଘରେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ଚିକିତ୍ସା…
Read More...

ଆସନ୍ତାକାଲି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜରଙ୍ଗ ଦଳ ପକ୍ଷରୁ ଆସନ୍ତାକାଲି ବଲାଙ୍ଗିର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ବନ୍ଦ ପାଳନ କରାଯିବା ନେଇ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ସ୍କୁଲ,…
Read More...

ବଢୁଛି ଖରା, ଜଳୁଛି ଓଡିଶା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଢୁଛି ଖରା । କଲବଲ କରୁଛି ତାତି । ପ୍ରାୟତଃ ସ୍ଥାନରେ ୪୦ ଡିଗ୍ରୀ ପାର କଲା ତାପମାତ୍ରା । ପାଣିପାଗ ବିଭାଗ ଠାରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ପ୍ରାୟତଃ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ତେବେ ବାରିପଦାରେ ସର୍ବାଧିକ ୪୪.୬ ଡିଗ୍ରୀ…
Read More...

ଗ୍ରୀଷ୍ମ ପ୍ରବାହରୁ ରକ୍ଷା ନିମନ୍ତେ କେତେକ ସଚେତନତା ବାର୍ତ୍ତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ୪୦ ଡିଗ୍ରୀ ପାର କରିଛି ତାତି । ଅଂଶୁଘାତର ଆଶଙ୍କା ଏବେ ୧୦୦ ପ୍ରତିଶତ ପାଖାପାଖି । ଏହାକୁ ଦୃଷ୍ଟିରେ ରଖି ସମସ୍ତେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେଇ ସତର୍କ ରହିବା ଅତ୍ୟନ୍ତ ଆବଶ୍ୟକ ଅଟେ । ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ମଧ୍ୟରେ ଆସନ୍ତୁ କେତେକ ଦିଗ…
Read More...

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନଠାରେ ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ହାଉସିଂ ବୋର୍ଡ…
Read More...

ପେଟ୍ରୋଲିଂ ସମୟରେ ଖର୍‌ସେଲ୍‌ ସଂରକ୍ଷିତ ଜଙ୍ଗଲ ଭିତରେ ୮୦ କ୍ୱିଣ୍ଟାଲ୍‌ ସବୁଜ ଜାଲେଣି କାଠ ବୋଝେଇ ୨ଟି ଟ୍ରାକ୍ଟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ପେଟ୍ରୋଲିଂ ସମୟରେ ଗତକାଲି ରାତି ପ୍ରାୟ ସାଢେ ୭ଟା ସମୟରେ ଖର୍‌ସେଲ୍‌ ସଂରକ୍ଷିତ ଜଙ୍ଗଲ ଭିତରେ ବଲାଙ୍ଗିର ବନ ବିଭାଗ ପ୍ରାୟ ୮୦ କ୍ୱିଣ୍ଟାଲ୍‌ ସବୁଜ ଜାଲେଣି କାଠ ବୋଝେଇ ୨ଟି ଟ୍ରାକ୍ଟର ଜବତ୍‌ କରିବା ସହ ୪ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଜବତ୍‌ ୨…
Read More...

ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିବସ : ଏଏଫ୍‌ସିସି ଓ ତୁଷାର ରୟାଲ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମଠାରେ ଚାଲୁଥିବା ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସର ପ୍ରଥମ ମ୍ୟାଚ୍‌ଟି ଏଏଫ୍‌ସିସି ଓ ସ୍ୱରାଜ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସ୍ୱରାଜ ଦଳ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରି ମାତ୍ର ୭୯ ରନ୍‌ରେ ସମସ୍ତ ୱିକେଟ…
Read More...

ଭଗବାନ ପର୍ଶୁରାମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ବ୍ରାହ୍ମଣ ମହାସଭାର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ନୃସିଂହ ମନ୍ଦିର ପରିସରରେ କାର୍ଯ୍ୟକାରୀ କମିଟି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଓଁକାର ଧ୍ୱନି ଏବଂ ଭାଗବତ ଗୀତାର ଚତୁର୍ଥ ଅଧ୍ୟାୟ ଆହୁତି କରିବା ପରେ ସମ୍ପାଦକ ଆଇନଜୀବୀ…
Read More...

ଆଇଡିଏମ ପବ୍ଲିକ ସ୍କୁଲରେ ଶିକ୍ଷକଙ୍କ ମାଡରେ ଜଣେ ଛାତ୍ର ଆହତ ହୋଇଥିବା ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ସ୍ଥିତ ଆଇଡିଏମ ପବ୍ଲିକ ସ୍କୁଲରେ ଶିକ୍ଷକଙ୍କ ମାଡରେ ଜଣେ ଛାତ୍ର ଆହତ ହୋଇଥିବା ବଲାଙ୍ଗିର ସଦର ଥାନରେ ଅଭିଯୋଗ ହୋଇଛି । ଅଭିଭାବକ ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡିଛି । ଅଭିଯୋଗ ଅନୁସାରେ ଖୁଜେନପାଲି ସ୍ଥିତ ଆଇଡିଏମ ଛାତ୍ରାବାସରେ…
Read More...

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ତାଲପାଲିପଡା ସ୍ଥିତ ଡ. ଆମ୍ବେଦକର ଦାତବ୍ୟ କେନ୍ଦ୍ର ପରିସରରେ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଜନାର୍ଦ୍ଧନ ଶ୍ରୀଚୌହାନଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍‌ ଜନାର୍ଦ୍ଧନ…
Read More...