Browsing Tag

balangir news

ଟିମନ୍‌ ଗଡ଼ରେ ଲାଗିଲା ବଲାଙ୍ଗିର ପୁଲିସ ଜେସିବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୁଲିସ୍‌ର କ୍ଲିନ୍‌ କ୍ରିମିନାଲ୍‌ ମିଶନ୍‌ ଜାରି ରହିଥିବା ବେଳେ ଆଜି ଜମି ମାଫିଆ ବହୁଚର୍ଚ୍ଚିତ ଅପରାଧୀ ଟିମନ୍‌ର ଗଡ଼ ଭାଙ୍ଗିଛି ବଲାଙ୍ଗିର ପୁଲିସ । ସ୍ଥାନୀୟ ପଥରଚେପାରେ ରହିଥିବା ଟିମନ୍‌ର କାର୍ଯ୍ୟାଳୟ ଓ ଲର୍କିପାଲି ସ୍ଥିତ ଟିମନ୍‌ର…
Read More...

ବଲାଙ୍ଗିର ଜିଲ୍ଲାକୁ ଜଳ ଶକ୍ତି ଅଭିଯାନ ଅନ୍ତର୍ଗତ ଦୀର୍ଘସ୍ଥାୟୀ ଜଳ ପରିଚାଳନା ଓ ଜୀବିକା ପାଇଁ ଜଳବାୟୁ ସମ୍ବେଦନଶୀଳ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଜଳ ଶକ୍ତି ଅଭିଯାନ ଅନ୍ତର୍ଗତ ଦୀର୍ଘସ୍ଥାୟୀ ଜଳ ପରିଚାଳନା ଓ ଜୀବିକା ପାଇଁ ଜଳବାୟୁ ସମ୍ବେଦନଶୀଳ କାର୍ଯ୍ୟର ସଫଳ ରୂପାୟନ ନିମନ୍ତେ ସିଲଭର ସ୍କୋଚ ଆୱାର୍ଡ (ଊଓଝଞଜଓଉଞ ଏଙଠଋଜଘଇଘଉଋ ଉଇଞଇଏଙଜଣ) ପାଇବାରେ ଗୌରବ ଲାଭ କରିଛି । ଆସନ୍ତା ୨୫…
Read More...

ଯୁବା ପ୍ରତାପୀ ସେନା ପକ୍ଷରୁ ନୂତନ ଆଇଆଇସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ବଲାଙ୍ଗିର ଟାଉନ ଥାନାରେ ନୂତନ ଆଇଆଇସି ଭାବରେ ବିଶ୍ୱଜିତ ମନବୋଧ ଯୋଗଦାନ କରିଥିବା ବେଳେ ଆଜି ଯୁବା ପ୍ରତାପୀ ସେନା ପକ୍ଷରୁ ଆଇଆଇସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଯୁବା ପ୍ରତାପୀ ସେନାର ସଦସ୍ୟମାନେ ଆଇଆଇସିଙ୍କୁ ସାକ୍ଷାତ କରି…
Read More...

ବଲାଙ୍ଗିରଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମହିଳା ଓ ଶିଶୁ ବିକାଶ ବିଭାଗ ବଲାଙ୍ଗିର ଦ୍ଵାରା ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି,…
Read More...

ବେଆଇନ ଏସ୍‌କଫ କଫ ସିରପ୍‌ ବିକ୍ରେତାକୁ ଗିରଫ କଲା ବଲାଙ୍ଗିର ଟାଉନ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଣେ ବେଆଇନ ଏସ୍‌କାଫ କଫ ସିରପ୍‌ ବିକ୍ରେତାକୁ ଗିରଫ କରିଛି ବଲାଙ୍ଗିର ଟାଉନ ପୋଲିସ । ଏ ସଂପର୍କରେ ବଲାଙ୍ଗିର ଟାଉନ ଥାନା ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଗତକାଲି ସଂଧ୍ୟା ୭ଟା ୪୫ମିନିଟ୍‌ ସମୟରେ ବଲାଙ୍ଗିର ସହର କନ୍ଧପାଲିର ରକି ଓରଫ ରଙ୍କି…
Read More...

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ଘୁନା ଗ୍ରାମ ପଂଚାୟତ କାର୍ଯ୍ୟାଳୟଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଆଦିବାସୀ ବିକାଶ ସମନ୍ୱୟ ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ସଭାରେ ସମ୍ପାଦିକା ଦମୟନ୍ତୀ କୁମୁରା ସଭାପତିତ୍ୱ କରିଥିଲେ । ଭୁବନ ନାୟକ ମୁଖ୍ୟ…
Read More...

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ, ବଲାଙ୍ଗିର ଦ୍ଵାରା ଆୟୋଜିତ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ…
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ପାଇଁ ବଲାଙ୍ଗିର ଦଳର ପୁରୀ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୧୧ ଓ ୧୨ ଦୁଇଦିନ ଧରି ପୁରୀର ରେଲୱେ କଲ୍ୟାଣ ମଣ୍ଡପଠାରେ ୩୪ତମ ଓଡିଶା ଷ୍ଟେଟ ସବଜୁନିୟର କ୍ୟୁରୋଗୀ (ଫାଇଟ) ଓ ଷଷ୍ଠ ପୁମସେଇ ଏବଂ ଷଷ୍ଠ କେଡେଟ ଖୀରୋଗୀ ଓ ପୁମସେଇ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ…
Read More...

ବୋରୱେଲ ଗାଡିକୁ ଧକ୍କା ଦେଇ ଅଜଣା ଗାଡି ଫେରାର୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସମ୍ବଲପୁର ରୋଡ୍‌ ସ୍ଥିତ ଗାନ୍ଧୀନଗରପଡା ନିକଟରେ ବୋରୱେଲ ଗାଡିକୁ ଧକ୍କା ଦେଇ ଅଜଣା ଗାଡି ଫେରାର୍‌ ହୋଇଯାଇଥିବା ଜଣାପଡିଛି । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ଜଣାପହିଛି । ସୂଚନା ଅନୁସାରେ ବଲାଙ୍ଗିର ସହର ଶାନ୍ତିପଡାରୁ ଗାନ୍ଧୀନଗରପଡାକୁ…
Read More...

ରୋୟାଲ ଗ୍ରୀନ ସୋସାଇଟିରେ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ଭାଇଚାରର ପର୍ବ ହୋଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟିଟଲାଗଡ ରୋଡ ନିକଟସ୍ଥ ପେଲେସ ଲାଇନରେ ଥିବା ରୋୟାଲ ଗ୍ରୀନ ସୋସାଇଟିରେ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ଭାଇଚାରର ପର୍ବ ହୋଲି ବା ରଙ୍ଗର ପର୍ବ ହୋଲି । ପରସ୍ପର ମଧ୍ୟରେ ରଙ୍ଗ ବୋଳାବୋଳି ହୋଇ ପାଳିତ ହୋଇଛି ହୋଲି । ଏହି ଅବସରରେ ଅବିର ଓ…
Read More...