Browsing Tag

balangir news

‘ମାୟାଧର ମାନସିଂହଙ୍କ କାବ୍ୟ-କବିତାରେ ପ୍ରଣୟ ଚେତନା’ ଶୀର୍ଷକରେ ଆଲୋଚନାଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : 'ମାୟାଧର ମାନସିଂହଙ୍କ କାବ୍ୟ-କବିତାରେ ପ୍ରଣୟ ଚେତନା' ଶୀର୍ଷକ ଏକ ଆଲୋଚନାଚକ୍ର ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଆଲୋଚନାଚକ୍ରରେ ମାନସିଂହଙ୍କ ବିଭିନ୍ନ କାବ୍ୟକବିତାରେ ଦେହରୁ ଦେହାତୀତ ଓ ଇହରୁ ପାରାଲୌକିକ ପ୍ରେମ ଓ…
Read More...

ଅପରାଧୀ ହୁସିଆର୍‌, ତେଜିଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଅବାଧ ଭାବରେ ବଢୁଥିବା କ୍ରାଇମ ଉପରେ ରୋକ ଲଗାଇବାକୁ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଛି ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ । ଏନେଇ ସରକାରୀ ସ୍ଥାନରେ ଗଢି ଉଠିଥିବା ବିଭିନ୍ନ ଦୋକାନ ଯେଉଁଠି ଅପରାଧୀମାନେ ବସି ବିଭିନ୍ନ ଘଟଣା…
Read More...

ମାହେଶ୍ୱରୀ ସଂଗଠନର ନିଆରା ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ଆଜି ସ୍ଥାନୀୟ ସାମ୍ବାଦିକ ଭବନଠାରେ ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । କୋଶଲାଞ୍ଚଳର ଲୁପ୍ତ ପ୍ରାୟ ବେଶଭୁଷା ଆୟ ଅଳଙ୍କାର ବୃତ୍ତି ବ୍ୟବସାୟକୁ ଲୋକଲୋଚନକୁ ଆଣିବା ପାଇଁ ଏକ ପ୍ରତିଯୋଗିତା କଲେଜ…
Read More...

ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ

ଗଞ୍ଜାମର ବ୍ରଜବନ୍ଧୁ ହେଲେ ଚମ୍ପିଆନ ଅଫ ଚମ୍ପିଆନ୍ସବଲାଙ୍ଗିରର କଲ୍ୟାଣି ହେଲେ ମିସ୍ ଇମ୍ପେରିଆଲ କ୍ଲାସିକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟାଉନ ହଲ୍‌ଠାରେ କଳିଙ୍ଗ ବଡି ବିଲ୍ଡିଂ ସଂଘ ଦ୍ୱାରା ଆୟୋଜିତ ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଗଞ୍ଜାମର…
Read More...

ଉଦ୍‌ଘାଟିତ ହେଲା ବଲାଙ୍ଗିରର ନିଜସ୍ୱ ଏଫ୍‌ଏମ୍‌ ଚ୍ୟାନାଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିରର ପ୍ରଥମ ତଥା ନିଜସ୍ୱ ଏଫ୍‌ଏମ୍‌ ଚ୍ୟାନାଲ ଇଣ୍ଡିଆନ ଏଫ୍‌ଏମ୍‌ ଉଦ୍‌ଘାଟିତ ହୋଇଯାଇଛି । ପଦ୍ମଶ୍ରୀ ହଳଧର ନାଗ ଓ ବଲିଉଡ ଅଭିନେତା ମନୋଜ ମିଶ୍ର ବିଧିବଦ୍ଧ ଭାବେ ଚ୍ୟାନାଲର ଲୋକାର୍ପଣ କରିଛନ୍ତି । ଚ୍ୟାନାଲର ଠିକଣା ଏଫ୍‌ଏମ୍‌ ୮୯.୬ ରହିଛି ।…
Read More...

ବିଲେଇସର୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଲ୍‌ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମ ଦିନର ଖେଳ ବିଲେଇସର୍ଡା ଓ ଭବାନୀପାଟଣା ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ସୁଦ୍ଧା କେହି କାହାରିକୁ ଗୋଲ ଦେଇ ନ ପାରିବାରୁ ଟ୍ରାଇବ୍ରେକରର ସାହାଯ୍ୟ ନିଆଯାଇଥିଲା ।…
Read More...

ବଲାଙ୍ଗିରରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଶାନ୍ତି ଶୋଭାଯାତ୍ରା ଓ ଶାନ୍ତି ଯଜ୍ଞ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ପ୍ରକାରର ଅପରାଧ ଦେଖିବାକୁ ମିଳୁଛି । କେତେବେଳେ ଖୋଲମ୍‌ ଖୋଲା ବିଜ୍‌ ବଜାର୍‌ରେ ଖଣ୍ଡା ବୁଳୁଛି ତ ଆଉ କେତେବେଳେ ଫୁଟୁଛି ଗୁଳି । ପୁଣି କେତେବେଳେ ଘର ଭିତରକୁ ପଶି ଦୁର୍ବୃତ୍ତତ୍ତ ଭିଆଉଛି ବିଭତ୍ସ ଆକ୍ରମଣ ।…
Read More...

ରେଲୱେ ଷ୍ଟେସନ ରୋଡ୍‌ରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଶାସ୍ତ୍ରୀନଗରର ମନବାହାଦୂର ମଟାରୀ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୧ ତାରିଖ ଦିନ ରେଲୱେ ଷ୍ଟେସନ ରୋଡ୍‌ରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ଗୁରୁତର ଅବସ୍ଥାରେ ଆକ୍ରମଣର ଶିକାର ହୋଇଥିବା ତଥା ପେଲେସ ଲାଇନର ପ୍ରେମ ପ୍ରକାଶ ନାଏକ ଓରଫ୍‌ ନିଗମ ପ୍ରଥମେ ପ୍ରାଥମିକ ଚିକିତ୍ସା ପାଇଁ…
Read More...

ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟନ କଲେ ବିଧାୟକ ନରସିଂହ

ସ୍ୱାସ୍ଥ୍ୟ ସବୁଠୁ ମୂଲ୍ୟବାନ - ବିଧାୟକ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଟାଉନ ହଲ୍‌ ଠାରେ କଳିଙ୍ଗ ବଡି ବିଲ୍ଡିଂ ଏସୋସିଏସନ ପକ୍ଷରୁ ମହିଳା ଓ ପୁରୁଷ ବିଭାଗରେ ରାଜ୍ୟସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଇମ୍ପେରିଆଲ କ୍ଲାସିକ ୨୦୨୩ କାର୍ଯ୍ୟକ୍ରମ…
Read More...

‘ରଙ୍ଗମଂଚ ଓ ଦର୍ଶକୀୟ ଆଦୃତି’ ଶୀର୍ଷକରେ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଯାଦବ ଭବନଠାରେ ଅନ୍ୱେଷଣ, ବଲାଙ୍ଗିର ପକ୍ଷରୁ ତଥା ଓଡିଶା ନାଟ୍ୟସଂଘ, ଓଡିଶା ଆନୁକୂଲ୍ୟରେ 'ରଙ୍ଗମଂଚ ଓ ଦର୍ଶକୀୟ ଆଦୃତି' ଶୀର୍ଷକରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନ୍ୱେଷଣର ସଂପାଦକ ତଥା ଓଡିଶା ନାଟ୍ୟ ସଂଘ, ବଲାଙ୍ଗିର ଜିଲ୍ଲା…
Read More...