Browsing Tag

balangir news

ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ : ୨ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ,…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ବଲାଙ୍ଗିର ସହରରେ ଖୋଲମ୍‌ଖୋଲା ଗୁଣ୍ଡାରାଜ ବଢ଼ି ଚାଲିଥିବା ବେଳେ କ୍ରାଇମ୍‌ ଥମିବାର ନାଁ ନେଉନାହିଁ । ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଆଜି ସଂଧ୍ୟାରେ ଦେଖିବାକୁ ମିଳିଛି । ଯୁକ୍ତତିନି ପ୍ରଥମ…
Read More...

କୋଶଳ କଳାମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସ୍ୱଦେଶୀ ଖଦୀ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର କୋଶଳ କଳାମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସ୍ୱଦେଶୀ ଖଦୀ ମହୋତ୍ସବ । ଏହାକୁ ଉଦ୍‌ଘାଟନ କରିଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ସ୍ୱଦେଶୀ ଆନ୍ଦୋଳନର ମୂଳ ଥିଲା ଖଦୀ । ଲୋକଙ୍କ ଭିତରେ ସ୍ୱଦେଶୀ ବସ୍ତ୍ରକୁ ଅଧିକ…
Read More...

ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ସାଧାରଣ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ଏକ ସାଧାରଣ ସଭା ବଲାଙ୍ଗିର ସର୍କଲସ୍ତରୀୟ, ବଲାଙ୍ଗିର ସ୍ଥିତ ଯାଦବ ଭବନଠାରେ ଛବିଳ ସିଂ ଚିନ୍ଦା ଟିଟିଲାଗଡ ଡିଭିଜନ ସଭାପତି ଏବଂ ରବିନ୍ଦ୍ର ଦୁଆରି ବଲାଙ୍ଗିର ଡିଭିଜନ ସଭାପତିଙ୍କ ମିଳିତ ଆୟୋଜନ କ୍ରମେ…
Read More...

ଜୁନିୟର ରେଡକ୍ରସ ପରାମର୍ଶଦାତା ଶିବିରର ଦ୍ୱିତୀୟ ଦିନ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦ୍ୱିତୀୟ ଦିନର କାର୍ଯ୍ୟକ୍ରମର ସମାପନ…
Read More...

ବିଧାନସଭା ଆଗରୁ ବୁଦ୍ଧିଜୀବୀଙ୍କ ମତ ଲୋଡିଲେ ନରସିଂହ : ବଲାଙ୍ଗିରର ସମସ୍ୟା ଓ ଦାବୀ ଉପରେ କଲେ ଆଲୋଚନା

ବଲାଙ୍ଗିରର ଶିକ୍ଷା, ଜଳସେଚନ ଓ ସ୍ୱାସ୍ଥ୍ୟା ସମସ୍ୟା ଉପରେ ହେବ ଜୋର୍‌ଦାର୍‌ ଲଢେଇ : ବିଧାୟକ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚିରାଚରିତ ଢଙ୍ଗରେ ପ୍ରତ୍ୟେକ ବିଧାନସଭା ଅଧିବେଶନ ଆଗରୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିରର ବିଭିନ୍ନ ସାମାଜିକ ସଂଗଠନ, ବୁଦ୍ଧିଜୀବୀ,…
Read More...

ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନରସିଂହ

ଗାଁର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପିଇବା ପାଣି ନିଶ୍ଚିତ କରାଯିବ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭୁତିଆରବାହାଲ ପଞ୍ଚାୟତର ଭୁତିଆରବାହାଲ, କୁଡାସିଂହା ପଞ୍ଚାୟତର କୁଡାସିଂହା ଗ୍ରାମ ଏବଂ ସିନଖମନ ପଞ୍ଚାୟତର…
Read More...

ସିନଖମନଠାରେ ସଡ଼କ ଦୁର୍ଘଟଣା : ବସ ଧକ୍କାରେ ୪ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଉପକଣ୍ଠସ୍ଥ ସିନଖମନ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଗଣପତି ନାମକ ଏକ ଘରୋଇ ବସ ଧକ୍କାରେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତେ ବିବାହ ଉତ୍ସବରେ ଯୋଗଦେବା ପାଇଁ ଟିଟିଲାଗଡ଼ରୁ ଖୁଜେନପାଲି ଆସୁଥିଲେ । ଆହତଙ୍କ ମଧ୍ୟରେ…
Read More...

ଖୋର୍ଦ୍ଧା ରୋଡ-ବଲାଙ୍ଗିର ରେଳପଥ ପ୍ରକଳ୍ପ : ହୃଦୟ ଖୋଲା ବଜେଟ ଘୋଷଣା ହେଲେ ଖର୍ଚ୍ଚ ବେଳକୁ କୁନ୍ଥୁ କୁନ୍ଥୁ, ଗତ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବଜେଟରେ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ପାଇଁ ରେକର୍ଡ ପରିମାଣ ଅର୍ଥ ୧୫୯୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଗତ ଆର୍ଥିକ ବର୍ଷ ତଥା ୨୨-୨୩ ବଜେଟରେ ୮୯୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିଲା ଓ ୨୧-୨୨ ଆର୍ଥିକ ବର୍ଷରେ ୧୦୦୦ କୋଟି ୫୦ ଲକ୍ଷ ଟଙ୍କା…
Read More...

ବଲାଙ୍ଗିର ଓ.ୟୁ.ଜେର କର୍ମକର୍ତ୍ତା ନିର୍ବାଚନ : ପ୍ରଦୀପ୍ତ ସଭାପତି, ଅଭୟ ସମ୍ପାଦକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ସାମ୍ବାଦିକ ଭବନ ଠାରେ ଓଡିଶା ସାମ୍ବାଦିକ ସଂଘ ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ ହୋଇଯାଇଛି । ଆଗାମୀ ଦୁଇ ବର୍ଷ ପାଇଁ ସଭାପତି ଭାବରେ ପ୍ରଦୀପ୍ତ କୁମାର ମିଶ୍ର (ବଦ୍ରୀ), ସାଧାରଣ ସମ୍ପାଦକ…
Read More...

ସଡକ ଦୁର୍ଘଟଣା : ଯୁବକ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବେଲପଡା ଗ୍ରାମର ଜଣେ ଯୁବକ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣାପଡିଛି । ଯୁବକ ଜଣକ ହେଲେ ସମୀର ପୋଢ । ଗତକାଲି ସକାଳେ ସମୀର ବାଇକ୍‌ ଯୋଗେ କୌଣସି କାମରେ ଯାଉଥିବା ସମୟରେ ବୁଡାବାହାଲ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଫଳରେ ସ୍ଥାନୀୟ…
Read More...