Browsing Tag

balangir news

ରାଧା କୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ମନ୍ଦିରର ରତ୍ନମୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦପଡ଼ାଠାରେ ରାଧା କୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ଗତକାଲି ମନ୍ଦିରର ରତ୍ନମୁଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପ୍ରତିଷ୍ଠାର କର୍ତ୍ତା ଶ୍ରୀମତୀ ଉମାରାଣୀ ପୁରୋହିତ ଓ ରାଜେନ୍ଦ୍ର ପୁରୋହିତ ପୂଜାର୍ଚ୍ଚନା ପୂର୍ବକ ମନ୍ଦିରର…
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଶିବତଲା ସ୍ଥିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଛାତ୍ରୀମାନଙ୍କ ପାଇଁ ଆତ୍ମସୁରକ୍ଷା ତାଲିମ ଶିବିରର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ କୃପାସିନ୍ଧୁ ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...

ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ପାଣି ପଞ୍ଚାୟତ ପକ୍ଷ ଫେବୃଆରୀ ୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଆଜି ବଲାଙ୍ଗିର ଜଳସେଚନ ବିଭାଜନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପାଣି…
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚନ୍ଦନଭାଟିର ଛାତ୍ରୀମାନଙ୍କ ଦ୍ୱାରା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭାରେ ଜିଲ୍ଲା ନୋଡାଲ ଅଫିସର ସୁଦାମ ଚରଣ ଖମାରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଉଚ୍ଚ…
Read More...

ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ହାଇସ୍କୁଲଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...

ନରସିଂହଙ୍କ ବଲାଙ୍ଗିର ବ୍ଲକ ସମୀକ୍ଷା

ଭୁଲ ତଥ୍ୟ ପ୍ରଦାନ କଲେ ଅଧିକାରୀ : ବିଧାୟକ ନରସିଂହ ମିଶ୍ରନିଜ ଭିତରେ ସୁଧାର ଆଣି ଗରିବଙ୍କ ସେବା କରନ୍ତୁ ଅଧିକାରୀ : ବିଧାୟକ ନରସିଂହ ମିଶ୍ରପ୍ରକଳ୍ପ ଗୁଡିକର ବିଳମ୍ବକୁ ନେଇ ଅସନ୍ତୁଷ୍ଟ ହେଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାଁ ଗହଳିର ଲୋକେ ବିଭିନ୍ନ ଜନହିତକର ଯୋଜନା…
Read More...

ବୋଲେରୋରେ ଯାଉଥିବା ଶାଗୁଆନ ପଟାକୁ ସାଲେପଡା ଗାଁରେ ଜବତ କଲା ବନ ବିଭାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାଲେପଡା ଗାଁରେ ଡିଏଫ୍‌ଓଙ୍କ ନିର୍ଦ୍ଦେଶ କ୍ରମେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ବୋଲେରୋ ପ୍ଲସ୍ ଗାଡି (ଓଆର୍‌ ୦୩ ଜେ ୧୦୯୪)ରେ ଯାଉଥିବା ୪୬ ଗୋଟି ଶାଗୁଆନ ପଟାକୁ ଜବତ କରାଯାଇଛି । ତେବେ ଏ ସଂପର୍କରେ ଡିଏଫ୍‌ଓ ନିତିଶ କୁମାର ଆଜି…
Read More...

ପଣ୍ଡରାପାନି ଗ୍ରାମରେ ବାର୍‌ହା ମାଂସକୁ ଜବତ କଲା ବନ ବିଭାଗ, ସୂଚନା ଦେଲେ ଡିଏଫ୍‌ଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପଣ୍ଡରାପାନି ଗ୍ରାମରେ ବାର୍‌ହା ମାଂସକୁ ଜବତ କରି ଘଟଣାରେ ସଂପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ବନ ବିଭାଗ ବୋଲି ସୂଚନା ଦେଇଛନ୍ତି ଡିଏପ୍‌ଓ ନିତିଶ କୁମାର । ତେବେ ଅଭିଯୁକ୍ତ ଜଣକ ପଣ୍ଡରାପାନି ଗ୍ରାମର ସଞ୍ଜୀବ ବରିହା ହୋଇଥିବା ବେଳେ…
Read More...

ବରପାଲିପଡାର କଫସିରଫ ବେପାରୀକୁ ଗିରଫ କଲା ବଲାଙ୍ଗିର ଟାଉନ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ବଲାଙ୍ଗିର ସହରରେ କଫସିରଫ ଚୋରା ଚାଲାଣ ମାମଲା ବଢି ବଢି ଚାଲିଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ସହରର ବରପାଲିପଡା ଠାରେ ଚଢାଉ କରି ଦଫା-୨୭୪/୨୭୫ ଭା.ଦ.ଆରେ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ୨୬ଟି ସିଲ ଥିବା ଏସକଫ କଫସିରଫ ବୋତଲ ଓ…
Read More...

ଜାମସରଠାରେ ସାଇକେଲକୁ ପଛପଟୁ ଧକ୍କା ଦେଲା ବାଇକ୍‌ : ୨ ଗୁରୁତର ବଲାଙ୍ଗିର ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ବରଗଡ ରାସ୍ତା ଜାମସରଠାରେ ଏକ ସଡକ ଦୁର୍ଘଟଣା ଘଟି ଦୁଇ ଜଣ ଗୁରୁତର ଅବସ୍ଥାରେ ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲଠାରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ, ଟେଭାଡୁଙ୍ଗୁରୀର ବାଇକ୍‌ ଆରୋହୀ ସୂର୍ଯ୍ୟକାନ୍ତ ବରିହା ବଲାଙ୍ଗିରରୁ ଫେରୁଥିବା…
Read More...