Browsing Tag

balangir news

ପଞ୍ଚସଖା ଜଳ ବିଭାଜିକା କମିଟି ତରଫରୁ ଚାଷୀ ସମାବେଶ ଆୟୋଜିତ

ବଲାଙ୍ଗିର, (କେପିଏନ୍ଏସ୍‌) : ଆଜି ପଞ୍ଚସଖା ଜଳ ବିଭାଜିକା କମିଟି ଭାଲୁଜୁରି, ଭାଲୁପିଟା, ରେଙ୍ଗଟାସିଲ, ମୁଦଘାଟ ଓ ମସିଣାଛାପର ତରଫରୁ ଚାଷୀମାନଙ୍କୁ ନେଇ ଏକ ଚାଷୀ ସମାବେଶ ଆୟୋଜିତ ହୋଇଯାଇଛି । ଏଥିରେ ଧୁବଲପଡା ସରପଞ୍ଚ ଶ୍ରୀମତୀ କସ୍ତୁରୀ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଚାଷୀମାନଙ୍କୁ…
Read More...

ସି.କେ. ନାଇଡୁ ଟ୍ରଫି : ଓଡିଶା – ମେଘାଳୟ ମ୍ୟାଚ୍‌, ଓଡିଶା ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ଆୟୋଜିତ ଓଡିଶା ବନାମ ମେଘାଳୟ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚ୍‌ ଆଜି ଉଦ୍‌ଯାପିତ ହୋଇଯାଇଛି । ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୁଜାରୀଙ୍କ ତତ୍ତ୍ୱାବଧାନ ଓ ଉପସଭାପତି…
Read More...

ବଲାଙ୍ଗିର ବରିଷ୍ଠ ନାଗରିକ ମଂଚର ସ୍ୱାସ୍ଥ୍ୟ ପରୀକ୍ଷା କ୍ୟାମ୍ପ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ପରୀକ୍ଷା କେନ୍ଦ୍ର ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଉଟଡୋର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୫୦ ଜଣ ବରିଷ୍ଠ ନାଗରିକ ମଂଚର ସଭ୍ୟଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲା । ଏଣୁ ମେଡିକାଲ କଲେଜର…
Read More...

ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ କଳସ ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦପଡ଼ାଠାରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ପାଞ୍ଚ ଶହ ମହିଳାଙ୍କ ଦ୍ୱାରା ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅଞ୍ଜନୀପୁତ୍ର ଘଣ୍ଟପାର୍ଟି, ଦୁଇଟି ସଂକୀର୍ତ୍ତନ ମଣ୍ଡଳୀ, ବୀର ବାଦ୍ୟ ଘୁମୁରା ସହ ଏହି କଳସ ଶୋଭାଯାତ୍ରା…
Read More...

ଛତାମଖନା ହାଇସ୍କୁଲର ବାର୍ଷିକ ଉତ୍ସବ ପାଳିତ

ଶିିକ୍ଷା ସମାଜର ମେରୁଦଣ୍ଡ ସଦୃଶ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛତାମଖନା ବିନୋବା ହାଇସ୍କୁଲର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଉତ୍ସବର ମୁଖ୍ୟ ଅତିଥି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପ୍ରଥମେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ…
Read More...

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିରର ମାସିକ ବୈଠକ

ବଲାଙ୍ଗିର, (ଦେବାଶିଷ ମଶ୍ର) : ନୃସିଂହ ମନ୍ଦିରଠାରେ ଓଡିଶା ଅବସରପ୍ରାପ୍ତ କର୍ମଚାରୀ ସଂଘର ମାସିକ ବେଠକ ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ତା’ପରେ ଆସନ୍ତା ମାର୍ଚ୍ଚ ମାସରେ ହେବାକୁ…
Read More...

ଅଜଣା ବାଇକ୍ ଧକ୍କାରେ ୪ ବର୍ଷର ଶିଶୁ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଜଣା ବାଇକ୍ ଧକ୍କାରେ ୪ ବର୍ଷର ଶିଶୁ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଧବଲପଡା ଗାଁରେ ମିଲନ ମହାକୁର(୪) ନାମକ ଜଣେ ଶିଶୁ ନିଜ ଘର ସମ୍ମୁଖରେ ଖେଳୁଥିବା ସମୟରେ ଏକ ଅଜଣା ବାଇକ୍ ମିଲନଙ୍କୁ ଧକ୍କା ଦେଇଥିଲା…
Read More...

ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବୋର୍ଡି ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁର୍ଷାଗୁଡା ପଞ୍ଚାୟତ ଗଞ୍ଜିଆପଡା ଗାଁରେ ଚାଲିଥିବା ମା' ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ବୋର୍ଡି ଓ ଗନ୍ଧର୍ଲା ଦଳ ଫାଇନାଲ୍…
Read More...

ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଦିବା ଘ.୧୦.୩୦ମି.ରେ ଜୀବନ କରନ୍‌ଙ୍କ ସଭାପତିତ୍ୱରେ ଦୁର୍ଗା ମଣ୍ଡପ ଶାନ୍ତିପଡାଠାରେ ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।…
Read More...

୬୬୨ ବର୍ଗ କଲେଜ ଅଧ୍ୟାପକ କର୍ମଚାରୀଙ୍କର ଆନ୍ଦୋଳନ ପାଇଁ ସଜବାଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସନ୍ଧ୍ୟା ଘ.୫ଟା ସମୟରେ ଜିଲ୍ଲା ଯାଦବ ଭବନ ବଲାଙ୍ଗିର ଠାରେ ୬୬୨ କଲେଜ ବର୍ଗର ଅଧ୍ୟାପକ, ଅଧ୍ୟକ୍ଷ ଓ କର୍ମଚାରୀ ଜିଲ୍ଲା କମିଟିର ସଭ୍ୟମାନଙ୍କୁ ନେଇ ରାଜ୍ୟ ଉପସଭାପତି ତଥା ଜିଲ୍ଲା ସଭାପତି ପ୍ରଣବ କୁଅଁରଙ୍କ ନେତୃତ୍ୱରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ…
Read More...