ଶିକାଛିଡା ରାସ୍ତାରେ ବାଇକକୁ ଧକ୍କା ଦେଲା କାର, ୩ ଜଣ ଗୁରୁତର ଭାବେ ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲଠାରେ ଭର୍ତ୍ତି
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଶିକାଛିଡା ଠାରେ ଏକ କାର ସାମ୍ନା ପଟୁ ଆସୁଥିବା ଏକ ବାଇକକୁ ଧକ୍କା ଦେଇଥିଲା ଫଳରେ ବାଇକରେ ଥିବା ତିନି ଜଣ ଗୁରୁତର ଅବସ୍ଥାରେ ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ଠାରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ!-->…
Read More...
Read More...