Browsing Tag

balangir news

ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିକଛିଡା ଗ୍ରାମରେ ଧୁମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିକଛିଡା ଗ୍ରାମରେ ଧୁମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମିତି ସଭ୍ୟା ବିନିତା ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଅନ୍ୟ ଅତିଥି
Read More...

ପାଟଣା ଷ୍ଟେଟ ପ୍ରଥମ ମେଟ୍ରିକ୍ୟୁଲେଟ ରବିଚନ୍ଦ୍ର ସାଏଙ୍କ ୧୩୭ତମ ଜୟନ୍ତୀ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ସମ୍ମିଳନୀ କକ୍ଷରେ ଜୟ କୁମାର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ପାଟଣା ଷ୍ଟେଟର ପ୍ରଥମ ମେଟ୍ରିକ୍ୟୁଲେଟ ରାଜ୍ୟ ଭୂଷଣ ରବିଚନ୍ଦ୍ର ସାଏଙ୍କ ୧୩୭ତମ ଜୟନ୍ତୀ ପାଳନ କରାଯାଇଛି । ପ୍ରଥମେ ସାଧାରଣ ସଂପାଦକ ଦିବାକର
Read More...

ସକମାରେ ଜଗନ୍ନାଥ ମଣ୍ଡପ ଓ କମ୍ୟୁନିଟି ସେଣ୍ଟର ଉଦ୍‌ଘାଟନ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ସକମା ପଂଚାୟତ ସକମା ଠାରେ ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଏକ କମ୍ୟୁନିଟି ସେଣ୍ଟର ସହ ଜଗନ୍ନାଥ ମଣ୍ଡପର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ତାଙ୍କ ବିଧାୟକ ଥିବା ସମୟରେ ବିଧାୟକ ପାଣ୍ଠି ଅନୁଦାନରେ ଏହି ଉଭୟ ପ୍ରକଳ୍ପ ପାଇଁ ୩
Read More...

ପି.ଆର ହାଇସ୍କୁଲ ବଲାଙ୍ଗିରରେ ଭାରଉତ୍ତୋଳନ ସ୍କୁଲ ଟ୍ରାଏଲ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୨୫ ଏବଂ ୨୬ ତାରିଖ ଦୁଇ ଦିନ ବ୍ୟାପି ବ୍ରହ୍ମପୁରରେ ରାଜ୍ୟ ସ୍କୁଲ ସ୍ତରୀୟ ଭାର ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ସେଥିପାଇଁ ବଲାଙ୍ଗିର ଜିଲ୍ଲା ସ୍କୁଲ ସଂଘ ତରଫରୁ ଆଜି ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ଥିବା ପିଏମ୍‌ ଶ୍ରୀ ହଲ
Read More...

ଚୋର ସହ ଚୋରି ମୋବଇଲ ଧରି ଲୋକଙ୍କୁ ଫେରସ୍ତ କଲା ବଲାଙ୍ଗିର ଟାଉନ ପୋଲିସ

ବଲାଙ୍ଗିର : ବଲାଙ୍ଗିର ଟାଉନ ପୋଲିସର ପକ୍ଷରୁ ସୋମବାର ସନ୍ଧ୍ୟାରେ ମୋବାଇଲ ଫୋନ୍ ଫେରସ୍ତ ମେଳା ଅନୁଷ୍ଠିତ ହୋଇଥିବା ନେଇ ସୂଚନା ରହିଛି । ସହର ଭିତରୁ ବିଭିନ୍ନ ସମୟରେ ଏବଂ ସହରର ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ପ୍ରାୟ ୩୧ଟି ମୋବାଇଲ ଫୋନକୁ ବଲାଙ୍ଗିର ଟାଉନ ପୋଲିସ ଟିମ୍ ଉଦ୍ଧାର କରି
Read More...

ମହାଳୟାରେ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ପବିତ୍ର ମହାଳୟା ଦିନ ସନ୍ଧ୍ୟାରେ ଟିକ୍ରାପଡା ଠାରେ ଦିବଂଗତ ବ୍ୟକ୍ତିମାନଙ୍କୁ ଶ୍ରଦ୍ଧା ଓ ଭକ୍ତି ସହିତ ସାମୁହିକ ଶ୍ରଦ୍ଧାଞ୍ଜଳି ଓ ଦୀପଦାନ ପ୍ରଦାନ କରାଯାଇଛି । ଏ ଅବସରରେ
Read More...

ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ବଲାଙ୍ଗିର ଦ୍ୱାରା ନୂଆଁଖାଇ ଭେଟ୍‌ଘାଟ୍‌ ସଭାପତି ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ସ୍ଥାନୀୟ ଭାଗବତ ମନ୍ଦିର (ବାବା ମଠ) ସାଗରପଡା ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଡ. ସତ୍ୟବନ୍ତ ବେଦବାକ୍‌
Read More...

ପିତୃପକ୍ଷ ଭୋଜନ ସେବା ସମାପ୍ତ : ସହଯୋଗ ଫାଉଣ୍ଡେସନର ପୂଣ୍ୟ କାର୍ଯ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପ୍ରମୁଖ ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ ଦ୍ୱାରା ପିତୃପକ୍ଷ ଭୋଜନ ସେବାର କାର୍ଯ୍ୟକ୍ରମ ସମାପ୍ତ ହୋଇଛି । ଏହି କାର୍ଯ୍ୟକ୍ରମ ୭ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୧୫ ଦିନ ଧରି ଅବିରତ ଚାଲିଥିଲା । ପ୍ରତିଦିନ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ ରୁଟି,
Read More...

ଏମ୍‌ଡିଏମ୍‌ ପାଚିକା ସହାୟିକା ସଂଘ ପକ୍ଷରୁ ୧୫ ଦଫା ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପାଚିକା ସହାୟିକାମାନେ ଦୀର୍ଘ ୨ ଦଶନ୍ଧି ଧରି ସଫଳତାର ସହିତ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମର ରୂପାୟନ କରିଛନ୍ତି । କିନ୍ତୁ ସେମାନଙ୍କୁ ନା ସର୍ବନିମ୍ନ ମଜୁରି ନା ସାମାଜିକ ସୁରକ୍ଷା, ସରକାରୀ ପାରିଶ୍ରମିକ ଏ ପର୍ଯ୍ୟନ୍ତ ମିଳିପାରିନାହିଁ । ଡିସେମ୍ବର ୨୦୦୯
Read More...

ଖଦ୍ୟୋତ ଅନୁଷ୍ଠାନ ତରଫରୁ ଚିତ୍ରାଙ୍କନ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ଖଦ୍ୟୋତ ଅନୁଷ୍ଠାନ ତରଫରୁ ଆଗାମୀ ଦିନରେ ନୂଆଁଖାଇ ଭେଟଘାଟ ଉପଲକ୍ଷେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଏବଂ ମହିଳାମାନଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ବଲାଙ୍ଗିର ସହରର ୧୫ଟି ସ୍କୁଲରୁ
Read More...