Browsing Tag

balangir news

ରୁଗୁଡିପଡା ଦୁର୍ଗାପୂଜା ଟ୍ରଷ୍ଟ ପକ୍ଷରୁ ମା’ ଦୁର୍ଗାଙ୍କ କଳସ ଶୋଭାଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମା' ଦୁର୍ଗାଙ୍କ ନବଦିନାତ୍ମକ ଦୁର୍ଗାପୂଜା ରୁଗୁଡିପଡାର ଦୁର୍ଗାପୂଜା ଟ୍ରଷ୍ଟ ଆନୁକୂଲ୍ୟରେ ଦୁର୍ଗାପୂଜା ବେଲ୍ୱବରଣ ରୀତିନୀତିରେ ଶେଷ ହୋଇ ଆଜି କଳସ ଯାତ୍ରା ସମାପନ ହୋଇ ମଣ୍ଡପରେ ମାଁ ମୃଣ୍ମୟୀଙ୍କ ଶୈଳପୁତ୍ରୀଙ୍କ ପୂଜାର୍ଚ୍ଚନା ହୋଇଯାଇଛି । ଏ ବର୍ଷ ମା'
Read More...

ମାସିଏ ଭିତରେ କଲ୍ୟାଣ ମଣ୍ଡପ ପୁନଃ କାର୍ଯ୍ୟକ୍ଷମ ହେଉ, ନଚେତ ଦୁର୍ବାର ଆନ୍ଦୋଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ଲୋକନାଥ ମନ୍ଦିର ନିକଟସ୍ଥ ସର୍ବପ୍ରଥମ କଲ୍ୟାଣ ମଣ୍ଡପକୁ ପୁନଃ କାର୍ଯ୍ୟକ୍ଷମ ଦାବୀରେ ବଲାଙ୍ଗିର ନଗର କଂଗ୍ରେସ ଉପ ଜିଲ୍ଲାପାଳ ଅଫିସ ଘେରିଛି । ୯୦ ଦଶକରେ ତିଆରି ହୋଇଥିବା ଏହି କଲ୍ୟାଣ ମଣ୍ଡପ ସମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅୟୋଜନ
Read More...

ଜିଲ୍ଲା ସ୍ତରୀୟ “ଆସ ଆମେ ସ୍କୁଲ ଯିବା’ ଅଭିଯାନ ରଥ ଓ ପଦଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ‘ବିକଶିତ ଭାରତ' ଏବଂ ‘ବିକଶିତ ଓଡ଼ିଶା’ ଗଠନ ଦିଗରେ ବିଦ୍ୟାଳୟ ଶିକ୍ଷା ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଅଧାରୁ ପାଠ ଛାଡ଼ିଥିବା, ଆଦୌ ନାମ ଲେଖାଇନଥିବା ଏବଂ ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟସ୍ରୋତରେ
Read More...

ସୁସ୍ଥ ନାରୀ ସଶକ୍ତ ପରିବାର ପାଇଁ ମେଗା ମହିଳା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ନିର୍ଦ୍ଦେଶନାମା କ୍ରମେ "ସୁସ୍ଥ ନାରୀ ସଶକ୍ତ ପରିବାର" ପାଇଁ ଏକ ମେଗା ମହିଳା ସ୍ୱାସ୍ଥ୍ୟ ଶିବିର ବଲାଙ୍ଗିର ସ୍ଥାନୀୟ କଲେଜ ଛକ ସ୍ଥିତ କନ୍ଧପାଲି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ
Read More...

ଜିଲ୍ଲା ସ୍ତରୀୟ “ଆସ ସ୍କୁଲ ଯିବା” ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା ଅଭିଯାନ ଆୟୋଜିତ ଜିଲ୍ଲା ସ୍ତରୀୟ "ଆସ ସ୍କୁଲ ଯିବା" ସଚେତନତା ପଦଯାତ୍ରା ଦେଓଗାଁ ବ୍ଲକ ଅନ୍ତର୍ଗତ ଜରସିଂହା ସ୍ଥିତ ନେତ୍ର ଭାନୁ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରୁ ଆରମ୍ଭ ହୋଇ ଗ୍ରାମ ପରିକ୍ରମା କରି ଜରସିଂହା ସ୍ଥିତ ଖେଳ ପଡିଆ ଠାରେ ଶେଷ
Read More...

ଦେଓଗାଁ ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଦେଓଗାଁ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା
Read More...

ହରିହର ହସପିଟାଲ ବିରୋଧରେ ଭୁଲ ଚିକିତ୍ସା ଯୋଗୁଁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସୁଦପଡା ଛକ ସ୍ଥିତ ହରିହର ହସପିଟାଲ ବିରୋଧରେ ଗୁରୁତର ଅଭିଯୋଗ ଆସିଛି ଭୁଲ ଚିକିତ୍ସା ତଥା ଚିକିତ୍ସାରେ ଅବହେଳା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ବର୍ଗ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁସାରେ ଗତ ଶୁକ୍ରବାର ଦିନ ବେଲପଡାର
Read More...

ନୂଆଁଖାଇ ଜୁହାର ଭେଟ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦଳିତ ଶିକ୍ଷକ ସଙ୍ଘ ତରଫରୁ ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲରେ ନୂଆଁଖାଇ ଜୁହାର ଭେଟ ତଥା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି କୃଷ୍ଣଚନ୍ଦ୍ର ବାଗଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ପିଡି ଡିଆର୍‌ଡ଼ିଏ ତରଣୀ
Read More...

ଐତିହାସିକ ପାଟଣାଗଡ ବଏଲ ଯାତ୍ରା ପାଇଁ ମା’ ପାଟଣେଶ୍ୱରୀ ମନ୍ଦିରରେ ଲାଗିଲା ନୂତନ ଘଣ୍ଟି

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାଟଣାଗଡ ଐତିହାସିକ ପୀଠ ପାଟଣା ରାଜ୍ୟର ଇଷ୍ଟଦେବୀ ମା' ପାଟଣେଶ୍ୱରୀ ମନ୍ଦିରର ମୁଖ୍ୟ ପୀଠରେ ରବିବାର ଦିନ ଅଶ୍ୱିନ କୃଷ୍ଣପକ୍ଷ ଅମାବାସ୍ୟା ମହାଳୟା ଦିନ ପ୍ରସିଦ୍ଧ ବଏଲ ଯାତ୍ରା ଓ ଦଶହରା ପର୍ବ ଲାଗି ପୀଠରେ ବଲାଙ୍ଗିରର ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି
Read More...

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଜାଖମନ ନିକଟରେ ଏକ ଦୁର୍ଭାଗ୍ୟଜନକ ସଡ଼କ ଦୁର୍ଘଟଣା ଘଟିଛି । ଜଣେ ଯୁବକ ନିଜେ ବାଇକ୍‌ ଚଳାଇ ଯାଉଥିବାବେଳେ ହଠାତ୍‌ ଭାରସାମ୍ୟ ହରାଇ, ରାସ୍ତା ପାଖରେ ଥିବା ଗଛରେ
Read More...