ବଲାଙ୍ଗିର ଷ୍ଟେଟ ୟୁନିୟନ ଅଫ୍ ଜର୍ନାଲିଷ୍ଟ ପକ୍ଷରୁ ପ୍ରେସ ଦିବସ ପାଳିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟ ସାମ୍ବାଦିକ ୟୁନିୟନ (ଏସ୍ୟୁଜେ) ବଲାଙ୍ଗିର ଜିଲ୍ଲା ଶାଖା ପକ୍ଷରୁ ଆଜି ସକାଳେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ଏହି ଅବସରରେ ଦେଶ ଗଠନରେ ଗଣମାଧ୍ୟମର ଭୂମିକା ଶୀର୍ଷକ ଆଲୋଚନା ହୋଇଥିଲା । ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର!-->…
Read More...
Read More...